ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା : କିମ୍ସ ହସ୍ପିଟାଲ କର୍ତ୍ତୃପକ୍ଷ ୨.୫ ଲକ୍ଷ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚିକିତ୍ସାରେ ଗୁରୁତର ଅବହେଳା ଯୋଗୁ କିମ୍ସ ହସ୍ପିଟାଲରେ ଜଣେ ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ମୃତକଙ୍କ ବାପା…

ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶକୁ ଅଣଦେଖା : ପୂଜା ପୂର୍ବରୁ ରାସ୍ତା ସ୍ଥିତି ଏମିତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବେ। ଆଉ ମାତ୍ର ୭ ଦିନ ପୂଜା ହେବାକୁ ବାକି ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପୂଜା…

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରସଙ୍ଗ : ୫ ମୌଜାରେ ଲାଗିଲା ନୋଟିସ

ପୁରୀ ଅଫିସ,୨୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ସୁରକ୍ଷା ଜୋନରେ ସର୍ଭେ କରାଯିବ। ରାଜ୍ୟ ସରକାର ଏହି ସର୍ଭେ ପାଇଁ…

ବିଶ୍ୱବିଦ୍ୟାଳୟରେ ଏକାଠି ବୁଲିପାରିବେନି ଝିଅ-ପୁଅ: ନିୟମ ଭାଙ୍ଗିଲେ ଅଭିଭାବକ ଦେବେ ଜରିମାନା

ଇସଲାମାବାଦ,୨୭।୯: ପାକିସ୍ତାନର ବଚା ଖାନ୍‌ ବିଶ୍ୱବିଦ୍ୟାଳୟରେ ଏକ ଅଜବ ନିୟମ ଲାଗୁ କରାଯାଇଛି। ନିୟମ ଅନୁଯାୟୀ, କ୍ୟାମ୍ପସରେ ଝିଅ-ପୁଅ ଏକାଠି ବୁଲି ପାରିବେ ନାହିଁ। ଏହା ଇସଲାମ…

ଉପକୂଳ ସୁରକ୍ଷାକୁ ଅଣଦେଖା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭୁବନେଶ୍ୱର ସମେତ ଦେଶର ୩୦ଟି ପ୍ରମୁଖ ସହର ଆତଙ୍କବାଦୀମାନଙ୍କ ଟାର୍ଗେଟ ଥିବା କେନ୍ଦ୍ର ଗୋଇନ୍ଦା ସଂସ୍ଥା ବୁଧବାର ସୂଚନା ଦେବା ପରେ ବିଭିନ୍ନ ସ୍ଥାନରେ…

୫ ଆଇଏଏସ୍‌ ଅଧିକାରୀ ଓଡ଼ିଶା ଫେରିବେ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ୨୦୧୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ସମସ୍ତ ଆଇଏଏସ୍‌ ଅଧିକାରୀ କେନ୍ଦ୍ରରୁ ରାଜ୍ୟକୁ ଆସିବେ। ଏହି ଅଧିକାରୀମାନେ ହେଉଛନ୍ତି- ସୋମେଶ କୁମାର ଉପାଧ୍ୟାୟ, ପି. ଅନ୍ବେଷା ରେଡ୍ଡୀ,…

ଝାରସୁଗୁଡ଼ାରେ ହେବ ରକ୍ତଶିକୁଳି ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ମହାନଦୀ କୋଲ୍‌ ଫିଲ୍‌ଡ ଭଳି ମହାରତ୍ନ କମ୍ପାନୀ ପକ୍ଷରୁ କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର) ସ୍ବାସ୍ଥ୍ୟ କ୍ଷେତ୍ରରେ ବିନିଯୋଗ ହେଉଥିବା ପାଣ୍ଠି ସମ୍ପର୍କିତ ସମୀକ୍ଷା ବୈଠକ ସ୍ବାସ୍ଥ୍ୟ…

ସୁଶୀଲ ଲୋହାନି ପରବର୍ତ୍ତୀ ସିଇଓ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁଶୀଲ କୁମାର ଲୋହାନି ରାଜ୍ୟର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ଦାୟିତ୍ୱ ତୁଲାଇବେ। ସାଧାରଣ ନିର୍ବାଚନ ପରେ ସିଇଓ…

ଇମ୍ରାନ ଖାନ୍‌ ପାକିସ୍ତାନ ପାଇଁ ବିପଦ, ବିଦେଶ ଯିବା ଉପରେ ଲାଗୁ ରୋକ

ଇସାଲାମାବାଦ,୨୭।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜାତିସଂଘରେ ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରୁଥିଲେ ମଧ୍ୟ ସବୁଆଡୁ ତାଙ୍କୁ ବିଫଳତାର ସାମ୍ନା କରିବାକୁ ପଡିଛି। ଏଥିପାଇଁ ଇମ୍ରାନଙ୍କୁ…

ଡିସେମ୍ବର ୩୧ ଯାଏ ହେବ ଅନ୍‌ଲାଇନ, ଅଫ୍‌ ଲାଇନ ପରୀକ୍ଷା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଆସନ୍ତା ଡିସେମ୍ବର ୩୧ ତାରିଖ ଯାଏ ଯାନବାହନ ପ୍ରଦୂଷଣ ପରୀକ୍ଷା ଉଭୟ ଅନଲାଇନ ଓ ଅଫଲାଇନରେ ହେବ। ଏ ନେଇ ଗୁରୁବାର ରାଜ୍ୟ ବାଣିଜ୍ୟ…