ମାଟ୍ରିକ୍‌ ବୃତ୍ତି ପରୀକ୍ଷା: ଆଜିଠାରୁ ଅନ୍‌ଲାଇନରେ ଆବେଦନ

କଟକ ଅଫିସ,୨୭ା୯ : ଆଲ୍‌ପି ଏଜୁକେଶନ ଟ୍ରଷ୍ଟ ପକ୍ଷରୁ ଅରୁଣୋଦୟ ମାର୍କେଟସ୍ଥିତ ଟ୍ରଷ୍ଟର ସମ୍ମେଳନ କକ୍ଷରେ ଗୁରୁବାର ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ପକ୍ଷରୁ ବାର୍ଷିକ…

ହୃଷୀକେଶ ମଲ୍ଲିକଙ୍କୁ ଡି.ଲିଟ୍‌

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାହିତ୍ୟରେ ଡି.ଲିଟ୍‌ ଉପାଧି ପାଇବାକୁ ଡ. ହୃଷୀକେଶ ମଲ୍ଲିକ ଯୋଗ୍ୟ ବିବେଚିତ ହୋଇଛନ୍ତି। ତୁଳନାତ୍ମକ ଭାରତୀୟ ସାହିତ୍ୟରେ ଉଚ୍ଚତର ଗବେଷଣା ପାଇଁ…

ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ…

ମୁଣ୍ଡବିନ୍ଧାର କାରଣ, ନିରାକରଣ ସମ୍ପର୍କରେ ଜାଣନ୍ତୁ…

ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ ଚିନ୍ତା,…

ଓଡ଼ିଶା ପର୍ଯ୍ୟଟନରେ ନୂଆ ସୁଯୋଗ ‘ଇକୋ-ଟୁରିଜମ୍‌’

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପୁରୀ, କୋଣାର୍କ, ଭୁବନେଶ୍ୱରରୁ ବାହାରି ଓଡ଼ିଶାରେ ଥିବା ଉତ୍କୃଷ୍ଟ ପରିବେଶ, ଜଙ୍ଗଲ ଓ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ମାଧ୍ୟମରେ କିଭଳି ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆ ପରିଚୟ…

ବିଶ୍ୱ ପର୍ଯ୍ୟଟନ ଦିବସ : ବିଦେଶରେ ବଢୁଛନ୍ତି ଭାରତୀୟ ପର୍ଯ୍ୟଟକ, ଦେଶ ହରାଉଛି ବର୍ଷକୁ ୯ ହଜାର କୋଟି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭାରତୀୟଙ୍କ ମଧ୍ୟରେ ଦିନକୁ ଦିନ ବିଦେଶ ବୁଲା ଆଗ୍ରହ ବଢ଼ିବାରେ ଲାଗିଛି। ବିଶେଷକରି ମଧ୍ୟବିତ୍ତ ଶ୍ରେଣୀର ଲୋକେ ସର୍ବାଧିକ ବିଦେଶ ଭ୍ରମଣରେ ଯାଉଛନ୍ତି। ଗୋଟିଏପଟେ…

ଭୂକମ୍ପରେ ୨୦ ମୃତ

ଅମ୍ବନ ସିଟି,୨୭।୯: ଇଣ୍ଡୋନେସିଆର ମାଲୁକୁ ଦ୍ୱୀପପୁଞ୍ଜରେ ଗୁରୁବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିରେ ୨୦ ମୃତ ଓ ଶତାଧିକ ଆହତ ହୋଇଛନ୍ତି। ଭୂକମ୍ପ ଯୋଗୁ…

୨ ରାଜ୍ୟ ସଭା ଆସନ ଲାଗି ଉପନିର୍ବାଚନ ୧୬ରେ

ନୂଆଦିଲ୍ଲୀ,୨୭।୯(ପି.ଟି.):ରାଜ୍ୟ ସଭାରେ ଖାଲିପଡ଼ିଥିବା ଦୁଇଟି ଆସନ ଲାଗି ଉପନିର୍ବାଚନ ଅକ୍ଟୋବର ୧୬ରେ ଅନୁଷ୍ଠିତ ହେବ। ସେହିଦିନ ଅପରାହ୍ନ ୫ଟାରେ ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ବୋଲି…

ପରଲୋକରେ ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌

ପ୍ୟାରିସ୍‌,୨୭।୯(ଆଇଏଏନ୍‌ଏସ୍‌): ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌ଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ୨୦୦୭ରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଶିରାକ୍‌ଙ୍କ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା

ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର ମଳିକ…