ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା। ହେଲେ…

୨୫ ମହାଧନୀଙ୍କ ନିକଟରେ ଜିଡିପିର ୧୦% ସମ୍ପତ୍ତି; ମୁକେଶ ଅମ୍ବାନୀ ତାଲିକାର ଶୀର୍ଷରେ

ନୂଆଦିଲ୍ଲୀ,୨୬।୯:  ଦେଶର ଶୀର୍ଷ ମହାଧନୀଙ୍କ ନିକଟରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି)ର ୧୦ ପ୍ରତିଶତ ସମ୍ପତ୍ତି ରହିଛି ବୋଲି ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ ଇଣ୍ଡିଆ ପକ୍ଷରୁ ଚଳିତବର୍ଷ ଲାଗି…

ପଳାଶୁଣୀ ଦୁର୍ଗାପୂଜା ସମିତି: ନବମୀରେ ଖେଚୁଡ଼ି, ଦଶମୀରେ ଦହିପଖାଳ

ବାଲିଅନ୍ତା,୨୬।୯(ଡି.ଏନ.ଏ.): ଆଉ ଦିନ କେଇଟା ପରେ ଧରାପୃଷ୍ଟକୁ ଓହ୍ଲାଇବେ ମା’ ଜଗତ୍‌ଜନନୀ। ଏଥିପାଇଁ ରାଜ୍ୟ ସାରା ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର କୋଣ ଅନୁକୋଣରେ ସାଜସଜ୍ଜା ପ୍ରସ୍ତୁତି ଖୁବ…

ବିଶ୍ୱକୁ ବାଟ ଦେଖାଇଲେ ଗ୍ରେଟା

ଜଳବାୟୁ ପରିବର୍ତ୍ତନର ଭୟାବହତାକୁ ନେଇ ବିଶ୍ୱବ୍ୟାପୀ ନାନା ଆଶଙ୍କା ଲାଗିରହିଥିବାବେଳେ ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀରେ ଭାବଗର୍ଭକ ଭାଷଣ ଦେଇ ସମସ୍ତଙ୍କୁ ବିସ୍ମିତ କରିଦେଇଛନ୍ତି ଗ୍ରେଟା ଥନ୍‌ବର୍ଗ।…

୩୦ରେ ଲଞ୍ଚ ହେବ ଆଇଆର୍‌ସିଟିସି ଆଇପିଓ

ନୂଆଦିଲ୍ଲୀ,୨୬।୯:  ନିବେଶ ଜରିଆରେ ଆୟ କରିବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଭାରତୀୟ ରେଲଓ୍ବେର ସହଯୋଗୀ ଆଇଆର୍‌ସିଟିସି ଆଣିବାକୁ ଯାଉଛି ଏକ ସ୍ବତନ୍ତ୍ର ସୁଯୋଗ। ରେଲଓ୍ବେ ଲାଗି ଟିକେଟ…

ନିବେଶକ ହରାଇଲେ ୧.୮୪ ଲକ୍ଷ କୋଟି

ମୁମ୍ବାଇ,୨୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ ହେବା ଏବଂ ଜିଡିପି ଅଭିବୃଦ୍ଧି ପରିସଂଖ୍ୟାନ ହ୍ରାସ ପାଇବା ପ୍ରଭାବ ଦେଶର ଶେୟାର ବଜାରରେ…

ହାତୀ ମୃତ୍ୟୁ ତଦନ୍ତ କଲା କେନ୍ଦ୍ରୀୟ ଟିମ୍‌

ବାରଙ୍ଗ,୨୬।୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହର୍ପିସ ଭୂତାଣୁ ସଂକ୍ରମିତ ଦ୍ୱାରା ଗତ ଏକ ମାସରେ ୪ଟି ହାତୀଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷ(ସିଜେଡ୍‌ଏ)ର…

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ ୩…

ତେଲ ପାଇଁ କ୍ରେଡିଟ୍‌ କାର୍ଡରେ ମିଳିବନି କ୍ୟାଶ୍‌ବ୍ୟାକ; ଅକ୍ଟୋବର ପହିଲାରୁ ଲାଗୁ

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ପହିଲାରୁ ପେଟ୍ରୋଲ ପମ୍ପରେ ତେଲ ପକାଇଲେ କ୍ରେଡିଟ୍‌ କାର୍ଡଧାରୀଙ୍କୁ ଆଉ କ୍ୟାଶ୍‌ବ୍ୟାକ ମିଳିବ ନାହିଁ। ଦେଶର ତୈଳ କମ୍ପାନୀଗୁଡ଼ିକ ଏ ନେଇ ନିଷ୍ପତ୍ତି ନେଇଛନ୍ତି।…

୨୭ରେ ଇଡିରେ ହାଜର ହେବେ ପାଓ୍ବାର

ନୂଆଦିଲ୍ଲୀ,୨୬ା୯(ପି.ଟି.): ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମ୍‌ଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ମୁଣ୍ଡ ନୂଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି ବୁଧବାର…