ଦୁବାଇ,୨୬ା୯(ଏଏଫ୍ପି): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବୁଧବାର ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍)କୁ ଦେଶର ପ୍ରଥମ ମହାକାଶ ଯାତ୍ରୀ ହଜ୍ଜା ଅଲ୍-ମନ୍ସୁରିଙ୍କୁ ପଠାଇ ଇତିହାସ ରଚିଛି। କାଜାଖସ୍ତାନର ବୈକୋନୁରରୁ…
ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍ବର୍ଗ ଗ୍ଲୋବାଲ ଇନ୍ଭେଷ୍ଟର ଫୋରମ୍ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ…
ଜାତିସଂଘ,୨୬ା୯(ପି.ଟି.): ପାକିସ୍ତାନ ସହ ଆଲୋଚନା ପୂର୍ବରୁ ଇସ୍ଲାମାବାଦକୁ କେତେକ କଠୋର ପଦକ୍ଷେପ ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ କହିଛନ୍ତି।…
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ସମାଜ…
ରାଞ୍ଚି,୨୬ା୯(ପି.ଟି.): ଝାଡ଼ଖଣ୍ଡର ଷ୍ଟିଲ ସିଟି ଜାମ୍ଶେଦ୍ପୁରରେ ଏକ ଚର୍ଚ୍ଚ ଦ୍ୱାରା ପରିଚାଳିତ ସ୍କୁଲରେ ‘ଜୟ ଶ୍ରୀ ରାମ’ ଉଚ୍ଚାରଣ କରି ୧୭ ଛାତ୍ର ନିଲମ୍ବିତ ହୋଇଥିବା ଜଣାପଡ଼ିଛି।…
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ ମଧ୍ୟ…
ଡୁବୁରୀ,୨୬।୯(ଡି.ଏନ୍.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ ପରିସରରେ…
ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ…
ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା…
ନୂଆପଡା ଅଫିସ/କୋମନା,୨୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ଗ୍ରାମରେ ପତଞ୍ଜଳୀ ଯୋଗ ସମିତି ଏବଂ ଅଭ୍ୟୁଦୟ ୟୁଥ କ୍ଲବ ମିଳିତ ଆନୁକୂଲ୍ୟରେ ଚାଲିଥିବା ପଞ୍ଚମ ଦିବସୀୟ…