ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ…

ପଞ୍ଚାୟତ ଭବନ ସମ୍ମୁଖରେ ଶୌଚ ହେବାରୁ ୨ ଦଳିତଙ୍କୁ ପିଟି ପିଟି ହତ୍ୟା

ଶିବପୁରୀ,୨୫।୯: ମଧ୍ୟପ୍ରଦେଶ ଶିବପୁରୀ ଜିଲା ଭାଭଖେଡ଼ି ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ପଞ୍ଚାୟତ ଭବନ ସମ୍ମୁଖରେ ଶୌଚ ହେବା ଅଭିଯୋଗରେ ୨ଜଣ ଦଳିତ…

ଧାନବାଦକୁ ଘାରିଛି କୁକୁର ଭୟ

ଧାନବାଦ: ରାସ୍ତା ସମସ୍ୟା କି ପରିମଳ ସମସ୍ୟାକୁ ନେଇ କୌଣସି ନଗର ନିଗମ ଚିନ୍ତିତ ହେଉଥିବାବେଳେ କୁକୁରଙ୍କୁ ନେଇ ଅସୁବିଧାରେ ପଡିଯାଇଛି ଝାଡ଼ଖଣ୍ଡର ଧାନବାଦ ସହର। ଆତଙ୍କବାଦୀଙ୍କ…

୭୦ ବର୍ଷୀୟ ୟୁନିଭର୍ସିଟି ଟପ୍ପର୍‌

ରାଞ୍ଚି:ଜୀବନର ଅପରାହ୍ନରେ ଯେତେବେଳେ ଶରୀର ସାଥିରେ ମନ ରହିବାକୁ ଚାହେଁନି ଠିକ୍‌ ସେତିକିବେଳେ ୭୦ ବର୍ଷୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜକିଶୋର ଠାକୁର ୟୁନିଭର୍ସିଟି ଟପ୍ପର ହୋଇଛନ୍ତି।…

ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି। ଗୃହ…

ଚିନ୍ମୟାନନ୍ଦଙ୍କଠାରୁ ମୁହଁ ଫେରାଇଲା ଭାଜପା

ଲକ୍ଷ୍ମୌ,୨୫।୯: ଆଇନ ଛାତ୍ରୀ ଯୌନ ନିର୍ଯାତନା ମାମଲାରେ ଜେଲ୍‌ ଯାଇଥିବା ଚିନ୍ମୟାନନ୍ଦ ଆଉ ଭାଜପାର ସଦସ୍ୟ ନାହାନ୍ତି। ବୁଧବାର ଏନେଇ ଉତ୍ତରପ୍ରଦେଶ ଭାଜପାର ମୁଖପାତ୍ର ସ୍ପଷ୍ଟ କରିଛନ୍ତି।…

ଝିଣ୍ଟିକାପଲ୍ଲୀରେ ବାର୍‌ହା ଆକ୍ରମଣରେ ୫ ଆହତ

ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍‌ହା ଆକ୍ରମଣରେ ୫ ଜଣ…

ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଲେ ମହିଳା

ଓ୍ବାଶିଂଟନ୍‌: ଆମେରିକାର ଓ୍ବାଶିଂଟନରେ ଜଣେ ମହିଳା ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଦେଇଛନ୍ତି। ଗତ ଜୁଲାଇ ମାସରେ କ୍ୟାରୋଲ୍‌ ନାମକ ଜଣେ ମହିଳା ନିଜ…

ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ…

ଦିଅଁ ନ ଥିବା ମନ୍ଦିର…

ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ।…