ପିଆଜ-ପେଟ୍ରୋଲ ଦାମ୍‌ ବୃଦ୍ଧିରେ ଖାଉଟିଙ୍କ ଅବସ୍ଥା ଶୋଚନୀୟ: ସେଓଠାରୁ ୨ଗୁଣା ଅଧିକ ଦାମ୍‌ରେ ବିକ୍ରି ହେଉଛି ପିଆଜ

ନୂଆଦିଲ୍ଲୀ,୨୫।୯: ଦେଶରେ ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ସେହିପରି ପେଟ୍ରୋଲ…

ମା’ ଦୁର୍ଗାଙ୍କ ଗହଣା ଉପରେ ନଜର ପକାଇଲେ ଚୋର, ପରିଣତି କ’ଣ ହେଲା ଜାଣନ୍ତୁ…

ମା’ ଦୁର୍ଗାଙ୍କ ମହିମା ଅପାର। ତାଙ୍କ ଉପରେ ଭରସା କରି ମାନସିକ ପୂରଣ ପାଇଁ ଧାଇଁ ଆସିଥାନ୍ତି ଭକ୍ତ। ଆଜି ମା’ଙ୍କ ଏପରି ଏକ ଚମତ୍କାରିତା ବିଷୟରେ…

ମଝି ଆକାଶରେ ଜଳିଗଲା ମିଗ୍‌-୨୧ ବିମାନ

ଭୋପାଳ, ୨୫।୯: ଭାରତୀୟ ବାୟୁସେନାର ଏକ ଟ୍ରେନର ମିଗ୍‌-୨୧ ବିମାନ ବୁଧବାର ଗ୍ବାଲିୟରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ମଝି ଆକାଶରେ ଜଳିଯାଇଛି। ଏଥିରେ ଥିବା ଜଣେ ଗ୍ରୁପ୍‌…

୧୫୬୦ ଉଇକେଟ ନେଇଥିବା ଏହା ଭାରତୀୟ କ୍ରିକେଟର୍‌ଙ୍କୁ ସେନ୍‌ ଓ୍ବାର୍ଣ୍ଣ ବି ମାନୁଥିଲେ ଗୁରୁ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ମହାନ ସ୍ପିନର ବିଶେନ ସିଂ ବେଦୀଙ୍କ ଆଜି ୭୩ତମ ଜନ୍ମଦିନ। ୧୯୪୬ ମସିହା ସେପ୍ଟେମ୍ବର ୨୫ରେ ଅମୃତସରରେ ଜନ୍ମଗ୍ରହଣ…

ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର ଉପରେ…

ମହଙ୍ଗା ପିଆଜ ଯୋଗୁ ଅତୀତରେ ୨ ସରକାରଙ୍କ ପତନ ଘଟିଛି: ଏବେ କେଜ୍ରିଓ୍ବାଲ ସରକାରଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୫।୯: ଦେଶରେ ପିଆଜ ଦାମ୍‌ ଏବେ ବଢ଼ିଚାଲିଛି। ଅତୀତରେ ମହଙ୍ଗା ପିଆଜ ଯୋଗୁ ଦିଲ୍ଲୀର ୨ ସରକାରଙ୍କ ପତନ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ଧରାହେଲେ ନିଶାଶକ୍ତ ଗାଡ଼ି ଚାଳକ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସହ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କୁ ଜୋରଦାର ଧରପଗଡ଼ କରାଯାଉଛି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ…

ଚିନ୍ମୟାନନ୍ଦଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଆଇନ ଛାତ୍ରୀ ଗିରଫ

ଶାହଜାହାନପୁର,୨୫।୯: ପୂପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଆଇନ ଛାତ୍ରୀଙ୍କୁ ଗିରଫ କରାଯାଇଛି। ପୂର୍ବରୁ ପୀଡ଼ିତାଙ୍କ ୨ ସହଯୋଗୀଙ୍କୁ ଗିରଫ କରାଯାଇଥିଲା।…

ଯୁବନେତାଙ୍କୁ ଚାପୁଡା ମାରିଲେ ଏମ୍‌ପି

ପାରଳାଖେମୁଣ୍ଡି,୨୫।୯(ସ୍ବ.ପ୍ର.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ମଙ୍ଗଳବାର ଜିଲା ବିଜେଡିର ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ପାକିସ୍ତାନୀ ଡ୍ରୋନ୍‌ ଧରାପଡ଼ିଲା

ଅମୃତସର,୨୫।୯: ଭାରତରେ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଡ୍ରୋନ୍‌ର ବ୍ୟବହାର କରୁଛି। ଏନେଇ ପଞ୍ଜାବ ପୋଲିସ ଏକ ଡ୍ରୋନ୍‌କୁ ଜବତ କରିଛି। ପଞ୍ଜାବ ପୋଲିସର ଗୋଇନ୍ଦା…