ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତା: ଢେଙ୍କାନାଳକୁ ୧୧ ପଦକ

ଢେଙ୍କାନାଳ ଅଫିସ, ୨୫।୯-ତେଲେଙ୍ଗାନାର କରିମ୍‌ନଗରସ୍ଥିତ ଆମ୍ବେଡକର ସ୍ପୋଟର୍‌ସ ଇନ୍‌ଡୋର ଷ୍ଟାଡିୟମରେ ଆୟୋଜିତ ୱାକୋ ଇଣ୍ଡିଆ ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଢେଙ୍କାନାଳର କ୍ରୀଡ଼ାବିତ୍‌ମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି।…

କୋଇଲା ଅଭାବ ଯୋଗୁ ସଙ୍କଟରେ ନାଲ୍‌କୋ: ସିପିପିର ୫ ୟୁନିଟ୍‌ ବନ୍ଦ

ବଅଁରପାଳ,୨୫ା୯(ଡି.ଏନ.ଏ.)-ତାଳଚେରରେ ଚାଲିଥିବା ଖଣି ବନ୍ଦ ଆନ୍ଦୋଳନ ଯୋଗୁ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋକୁ କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ଆବଶ୍ୟକ କୋଇଲା ନ…

ତାଜାରୁ ପଡ଼ି ଗୁରୁତର ଛାତ୍ରଙ୍କ ମୃତ୍ୟୁ

ଫୁଲବାଣୀ ଅଫିସ, ୨୫ା୯-ଟିକାବାଲି ଥାନା କୋଚିଲାଗଡ଼ସ୍ଥିତ ଅନ୍ବେଶା ହଷ୍ଟେଲରେ ଗତ ୨୧ ତାରିଖରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ର ତାଜାରୁ ପଡ଼ି ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ…

ବଡ଼ ମେଡିକାଲକୁ ଆସିବ ବ୍ୟାଟେରି ଗାଡ଼ି

ଛତ୍ରପୁର,୨୫ା୯(ଡି.ଏନ.ଏ)-ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ବିଭିନ୍ନ ସମସ୍ୟା ସମାଧାନ ନିମନ୍ତେ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ବାଲିପଦର ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ଅସ୍ବାଭାବିକ ଆଚରଣ, ଭୂତ ଭୟ

ବୁଗୁଡା,୨୫ା୯(ଡି.ଏନ୍‌.ଏ.)- ରାଜ୍ୟର କେତେକ ବିଦ୍ୟାଳୟରେ ଏବେ ଭୂତ ଭୟ ଯୋଗୁ ଛାତ୍ରୀଛାତ୍ର ସ୍କୁଲକୁ ଆସୁ ନାହାନ୍ତି। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ…

ସଂଶୋଧିତ ମୋଟରଯାନ ଆଇନ ଜରିମାନାକୁ ଭୟ: ଆର୍‌ଟିଓ କ୍ୟାମ୍ପ ଅଫିସ୍‌ରେ ପ୍ରବଳ ଭିଡ଼

ବ୍ରହ୍ମପୁର ଅଫିସ୍‌,୨୫ା୯-ସଂଶୋଧିତ ମୋଟରଯାନ ଆଇନ-୨୦୧୯ରେ ଜରିମାନା ଅର୍ଥ ଅଧିକ ଥିବା ଯୋଗୁ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଜରିମାନାରୁ ବର୍ତ୍ତିବା ପାଇଁ ଲୋକମାନେ…

ଗଣବଳାତ୍କାର ପରେ, ଅଶ୍ଳୀଳ ଫଟୋ ଭାଇରଲ ମାମଲା: ପୂର୍ବତନ ସରପଞ୍ଚଙ୍କ ସହ ୪ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ସୋରଡ଼ା ଥାନା ଅଞ୍ଚଳରେ ୨୦୧୫ ମସିହାରେ ଜଣେ ମହିଳାଙ୍କୁ ଗଣବଳତ୍କାର ପରେ ଅଶ୍ଳୀଳ ଫଟୋ ଭାଇରଲ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ସବ୍‌ଜଜ୍‌ ପ୍ରମାଣ…

ଉଚ୍ଛେଦ ପରେ ଦାଉ ସାଧୁଛି ବର୍ଷା

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ଭଞ୍ଜନଗର ଆର୍‌ସିରୋଡ଼ରୁ ଜବରଦଖଲ ଉଚ୍ଛେଦ ପରେ ବର୍ଷା ଆରମ୍ଭ ହୋଇଯାଇଥିଲା। ବିଗତ ୨୦ ଦିନ ହେବ ମଝିରେ ମଝିରେ ଏହିଭଳି ବର୍ଷା ହେଉଛି। ତେଣୁ ପ୍ରଶାସନ ପକ୍ଷରୁ…

ସହାୟତା ଅପେକ୍ଷାରେ ‘ପ୍ରମିଳା’

ରାଇସୁଆଁ/କେନ୍ଦୁଝର, ୨୫।୯(ଡି.ଏନ.ଏ./ସ୍ବ.ପ୍ର.)-ସରକାର ଗରିବ ଅସହାୟଙ୍କ ଥଇଥାନ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମନୋଭାବର ଅଭାବ ଯୋଗୁ ବହୁ ଗରିବ ଅସହାୟ ସରକାରଙ୍କ ବହୁ…

ମୟୂରଭଞ୍ଜ ଜିଲା ବିଜେଡି ସମ୍ପାଦକଙ୍କୁ ନିଲମ୍ବନ ପାଇଁ ସୁପାରିଶ

ବାରିପଦା ଅଫିସ,୨୫ା୯- ମୟୂରଭଞ୍ଜ ଜିଲା ବିଜେଡିର ଜିଲା ସମ୍ପାଦକ ସୁଜିତ କୁମାର ମହାନ୍ତିଙ୍କୁ ନିଲମ୍ବନ ପାଇଁ ରାଜ୍ୟ ସଭାପତିଙ୍କ ନିକଟକୁ ମଙ୍ଗଳବାର ସୁପାରିଶ କରାଯାଇଛି। ଜିଲା ସଭାପତି…