ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହ ହେଉଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ…
କଟକ ଅଫିସ, ୨୪।୯: କଟକ ସିରିଏଲ୍ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ…
ଜାତିସଂଘ,୨୪।୯: ନ୍ୟୁୟର୍କରେ ସୋମବାର ଅନୁଷ୍ଠିତ ଜାତିସଂଘ ଜଳବାୟୁ ସମିଟ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପ୍ରଥମ ପର୍ଯ୍ୟାୟରେ ଉଦ୍ବୋଧନ ଦେଇଛନ୍ତି। ଜଳବାୟୁକୁ ନେଇ କଥା କହିବା ସମୟ…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସବୁ ଦଳ ପାଇଁ ଚ୍ୟାଲେଞ୍ଜ। ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦଳ…
ଭୁବନେଶ୍ୱର,୨୪।।୯(ବ୍ୟୁରୋ): ଭାରତର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ଆଗାମୀ ଦିନରେ ଦ୍ରୁତଗତିରେ ଅଭିବୃଦ୍ଧି ହେବାକୁ ଯାଉଛି ା ଏହି ପୃଷ୍ଠଭୂମିରେ ଦେଶର ଇସ୍ପାତ ଶିଳ୍ପ ପାଇଁ ଏହା…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଅଫିସର ନିର୍ମଳ ଚନ୍ଦ୍ର ମିଶ୍ରଙ୍କୁ ଷ୍ଟାଫ୍ ସିଲେକ୍ସନ କମିଶନଙ୍କ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ସୋମବାର ଏ ନେଇ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ଲୋକେ ସର୍ପାଘାତର ଶିକାର ହେଉଛନ୍ତି। ବିଷଧର ସାପ କାମୁଡ଼ାରେ…
ଚେନ୍ନାଇ,୨୪ା୯: ଜମ୍ମୁ-କଶ୍ମୀରରେ ଅଶାନ୍ତିର ବାତାବରଣ ସୃଷ୍ଟି କରିବା ଲାଗି ପାକିସ୍ତାନ ଜୋରଦାର ଉଦ୍ୟମ ଚଳାଇଛି। ସୀମା ଅତିକ୍ରମ କରି ଉପତ୍ୟକାରେ ଅନୁପ୍ରବେଶ କରିବା ଲାଗି ପ୍ରଶିକ୍ଷଣପ୍ରାପ୍ତ ୪୫୦ରୁ…
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆଉ ଛାଡ ନାହିଁ। ପ୍ରଦୂଷଣ ନିୟନ୍ତ୍ରଣାଧୀନ (ପିୟୁସି) ସାର୍ଟିଫିକେଟ ନ ଥିଲେ ଗଣିବାକୁ ପଡିବ ଜରିମାନା। ଆସନ୍ତା ଅକ୍ଟୋବର ପହିଲାରୁ ଏହାକୁ କଡାକଡି ଲାଗୁ କରାଯିବ।…
ଝୁମ୍ପୁରା, ୨୪।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ହେଉଛି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିଥିବାବେଳେ ପାନୀୟଜଳ ସମସ୍ୟା ଏଠାରେ…