ଟିମ୍‌ ଇଣ୍ଡିଆ ସମର୍ଥନରେ ବେଙ୍ଗାଲୁରୁ ପୋଲିସର ଟୁଇଟକୁ ସମାଲୋଚନା

ବେଙ୍ଗାଲୁରୁ,୨୩।୯: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳକୁ ସମର୍ଥନ କରିବା ପାଇଁ ବେଙ୍ଗାଲୁରୁ ସହର ପୋଲିସ…

ମହାରାଷ୍ଟ୍ରରେ ୨୦୧୯ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ନୂଆଦିଲ୍ଲୀ, ୨୩।୯: ଚଳିତ ଥର ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ୨୦୧୯ ମହାରାଷ୍ଟ୍ର ବିଧାନସଭା ଆସନ ପାଇଁ ନିର୍ବାଚନ ଲଢ଼ିବ ବୋଲି ଜଣାପଡ଼ିଛି। ଏନେଇ ଏଏପି ପକ୍ଷରୁ…

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା

କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା ଗୁମ୍ପାର…

ଦିନକୁ ଦେଢ ଲିଟର କଫି ପିଉଥିବା ଏହି ଶିଶୁ କନ୍ୟା

ଶିଶୁମାନେ କଫି ପିଇବା କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। କିନ୍ତୁ ଇଣ୍ଡୋନେସିଆର ଏକ ଶିଶୁ କନ୍ୟା ୧୪ ମାସ ବୟସରେ ଦିନକୁ ଦେଢ ଲିଟର କଫି…

କେଦାରନାଥରେ ତୀର୍ଥଯାତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଡେରାଡୁନ,୨୩।୯: ଉତ୍ତରାଖଣ୍ଡ କେଦାରନାଥରେ ସୋମବାର ଏକ ବଡ଼ ଦୁର୍ଘଟଣା ହେବାରୁ ଅଳ୍ପକେ ବର୍ତ୍ତିଯାଇଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଉଡାଣ ଭରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…

ମାଆ ହେବାକୁ ଡରୁଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ବୋଲ୍ଡ କୁଇନ୍‌ ମଲ୍ଲିକା ସେରାଓ୍ବତ ଏବେ ବଡ ପରଦାଠାରୁ ଦୂରେଇ ରହିଛନ୍ତି ସତ। ହେଲେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଏହି ଅଭିନେତ୍ରୀ…

ମୋବାଇଲ ଭ୍ୟାନରେ ପିଆଜ ଯୋଗାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୩।୯: ଦେଶର ଅଧିକାଂଶ ସ୍ଥାନରେ ଏବେ ପିଆଜ କିଲୋ ପିଛା ଦାମ୍‌ ୫୦ ଟଙ୍କା ଛୁଇଁଥିବା ବେଳେ ସାଧାରଣ ଖାଉଟି ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହାକୁ…

ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି। ସେମାନେ…

ଏହି କମ୍ପାନୀର କର୍ମଚାରୀମାନେ ନିଜ ଇଚ୍ଛାରେ ବଢ଼ାଇଥା’ନ୍ତି ଦରମା

ସରକାରୀ ଚାକିରିଆ ହୁଅନ୍ତୁ ବା ବେସରକାରୀ। କର୍ମଚାରୀମାନଙ୍କ ଦରମା ବଢ଼ିଥାଏ କାର୍ଯ୍ୟାଳୟର ମୁଖ୍ୟଙ୍କ ନିର୍ଦ୍ଦେଶରେ। କିନ୍ତୁ ଏମିତି ଏକ କମ୍ପାନୀ ରହିଛି, ଯେଉଁଠି କର୍ମଚାରୀମାନେ ସେମାନଙ୍କ ଦରମା…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଆକସ୍ମିକ ଭାବରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ।…