ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ମତଦାନ…

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ ପ୍ରାର୍ଥୀ…

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ ରାମ…

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା…

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି।…

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି। ପ୍ରଥମେ…

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ ନୋଟିସ…

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର ଜଣେ…

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ତାଙ୍କୁ…

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’ ୨୦ରେ…

All Rights Reserved