ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ

ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ ଅମଳ…

ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍‌ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି

ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ…

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି…

ବାଣ ବିସ୍ଫୋରଣରେ ୬ ମୃତ

ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି।…

‘ଚାଇନାର ଶକ୍ତିବୃଦ୍ଧି ବିଶ୍ୱକୁ ବିପଦ’

ଓ୍ବାଶିଂଟନ,୨୨ା୯(ପି.ଟି.): ଚାଇନାର ସାମରିକ ଶକ୍ତିବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚିନ୍ତାବ୍ୟକ୍ତ କରିବା ସହ ଏହା ସାରା ବିଶ୍ୱ ପାଇଁ ବିପଦ ବୋଲି କହିଛନ୍ତି। ଏହି…

ମଣିକୁଣ୍ଡା ଗୁଳିକାଣ୍ଡ ମାମଲାର ପର୍ଦ୍ଦାଫାଶ: ୫ ଅଭିଯୁକ୍ତ ଗିରଫ, ମୁଖ୍ୟ ଅଭିଯୁକ୍ତଙ୍କ ପତ୍ତା ମିଳୁନି

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୨୨ା୯- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡା ଗ୍ରାମରେ ଗତ ୧୮ ତାରିଖରେ ଗୁଳିକାଣ୍ଡ ଘଟି ଯୁବ ଔଷଧ ବ୍ୟବସାୟୀ ଗଗନବିହାରୀ ସାହୁ(୨୮)ଙ୍କ ମୃତ୍ୟୁ ଘଟିଥିଲା।…

ଆଜି ହାଓଡି ମୋଦି କାର୍ଯ୍ୟକ୍ରମ

ହ୍ୟୁଷ୍ଟନ୍‌,୨୨ା୯(ଆଇଏଏନ୍‌ଏସ୍‌): ଆମେରିକାର ଟେକ୍ସାସ୍‌ ପ୍ରଦେଶ ଅନ୍ତର୍ଗତ ହ୍ୟୁଷ୍ଟନ୍‌ ସହରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଅନୁଷ୍ଠିତ ହେବ ‘ହାଓଡି ମୋଦି’ କାର୍ଯ୍ୟକ୍ରମ। ପ୍ରଧାନମନ୍ତ୍ରୀ…

ପିଲାଙ୍କୁ ଆକୃଷ୍ଟ କରୁଛି ଖେଳ ଉପକରଣ, ଉପସ୍ଥାନ ହାର ବଢୁଛି

ନୟାଗଡ଼ ଅଫିସ,୨୨।୯-ବିଦ୍ୟାଳୟ ପରିସରରେ ଥିବା ଖେଳପଡ଼ିଆରେ ବିଭିନ୍ନ ଖେଳ ଉପକରଣରେ ପିଲାମାନେ ମନଭରି ଖେଳିବା ଦୃଶ୍ୟ କିଛିଦିନ ହେଲା ଦେଖିବାକୁ ମିଳୁଛି। ଏବେ ଆମ ସରକାରୀ ପ୍ରାଥମିକ…

ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା

ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ…

ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ସଚେତନତା ବୈଠକ: ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ଅଭିଯୋଗ ପାଇଁ ଆହ୍ବାନ

ଅନୁଗୋଳ ଅଫିସ, ୨୨।୯ - ସମାଜର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ହଟାଇ ଲୋକମାନଙ୍କୁ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ୨୦୧୪କୁ…