ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ…

ଜିଲାପାଳ-ଓକିଲ ସଂଘ ବିବାଦ ସମାଧାନ

ଢେଙ୍କାନାଳ ଅଫିସ,୨୨ା୯ - ଢେଙ୍କାନାଳ ଜିଲାପାଳ ଓ ଓକିଲ ସଂଘ ମଧ୍ୟରେ ଶୁକ୍ରବାର ଦେଖାଦେଇଥିବା ବିବାଦର ସମାଧାନ ହୋଇଛି। ଶନିବାର ମଧ୍ୟାହ୍ନରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା…

ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ

ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି ପ୍ରକାଶ…

ସିମ୍ପାଞ୍ଜିକୁ ଜବତ କଲା ଇଡି

ନୂଆଦିଲ୍ଲୀ,୨୨ା୯(ପି.ଟି.): ବନ୍ୟଜନ୍ତୁ ଚୋରା କାରବାର କରୁଥିବା ପଶ୍ଚିମବଙ୍ଗର ଜଣେ ବ୍ୟକ୍ତିଙ୍କ ଘର ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନେ ଚଢ଼ାଉ କରି ୩ଟି ସିମ୍ପାଞ୍ଜି ଓ ଏକ…

ନିର୍ମାଣ ଶ୍ରମିକ ସଂଘ ସମନ୍ବୟ କମିଟି ବୈଠକ

ଅନୁଗୋଳ ଅଫିସ, ୨୨।୯ - ଅନୁଗୋଳ ଜିଲା ନିର୍ମାଣ ଶ୍ରମିକ ସଂଘ ସମନ୍ବୟ କମିଟି ପକ୍ଷରୁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶିଶୁ ଉଦ୍ୟାନ…

ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା

ଜଗତ୍‌ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ ସମ୍ମତି।…

ଓ୍ବେଲଫେୟାର କମିଟିର ସହଯୋଗ

ବଅଁରପାଳ, ୨୨ା୯(ଡି.ଏନ.ଏ.) - ଅନୁଗୋଳ ଜିଲା ନାଲ୍‌କୋନଗରରେ ଚାଲିଥିବା ବିଶ୍ୱକମର୍ର୍ା ପୂଜାରେ ଜନ ସମାଗମ ଲାଗି ରହିଛି। ୨୩ ମଣ୍ଡପରେ ପ୍ରଭୁଙ୍କ ପୂଜା ଚାଲିଛି। ଶାନ୍ତି ଶୃଙ୍ଖଳା…

ନାଲ୍‌କୋ ବିଶ୍ୱକର୍ମା ପୂଜାର ୫ମ ସନ୍ଧ୍ୟା : ଲକ୍ଷାଧିକ ଲୋକଙ୍କ ସମାଗମ

ବଅଁରପାଳ,୨୨।୯(ଡି.ଏନ.ଏ) - ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାର ଶନିବାର ଥିଲା ୫ମ ସା। ନାଲ୍‌କୋରେ ପୂଜା ଆରମ୍ଭ କରିଥିବା ମୁଖ୍ୟ ପୂର୍ବତନ ମହାପ୍ରବନ୍ଧକ…

ମଧ୍ୟାହ୍ନ ଭୋଜନରେ ଝିଟିପିଟି ବିସ୍କୁଟ ଖାଇଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୨୨ା୯(ଡ଼ି.ଏନ.ଏ.)-ତୁମୁଡିବନ୍ଧ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ବେଳେ ତରକାରୀରେ ଏକ ମଲା ଝିଟିପିଟି ପଡ଼ିଥିବା ପାଚିକା ଦେଖିଥିଲେ ା…

୨୩ରୁ ଖଲ୍ଲିକୋଟ କଲେଜରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ:  ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ ମିଳିବ

ଛତ୍ରପୁର,୨୨ା୯(ଡି.ଏନ.ଏ)-ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବା ପରେ ଗାଡିମୋଟର କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତ୍ରପୁରସ୍ଥିତ ପରିବହନ କାର୍ଯ୍ୟାଳୟରେ ପ୍ରବଳ ଭିଡ ହେଉଛି ା…