ଚାରି ଥର ବିବାହ, ୨୯ ବର୍ଷର ସାନ ମହିଳାଙ୍କୁ ୭୦ବର୍ଷରେ ବିବାହ କଲେ ଏହି ଅଭିନେତା!

ନୂଆଦିଲ୍ଲୀ,୨୨।୭: ବଲିଉଡର ଜଣେ ପ୍ରସିଦ୍ଧ ଅଭିନେତାଙ୍କ ବ୍ୟକ୍ତିଗତ ଜୀବନ ଏବେ ଚର୍ଚ୍ଚାରେ ରହିଛି। ଏହି ଅଭିନେତା ଚାରି ଥର ବିବାହ କରିଥିବା ଖବର ସାମ୍ନାକୁ ଆସିଛି। ଜାଣି…

୧୦ ବର୍ଷ ପରେ ଏକାଠି ହେଲେ: ଫୋକସ୍‌ରେ ଆଗାମୀ ରଣନୀତି

ଭଞ୍ଜନଗର,୨୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଙ୍ଘର ଏକ ବୈଠକ ଭେଜିପୁଟ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ…

ଆକ୍ସନ ମୋଡରେ ବରଗଡ଼ ପୋଲିସ: ବ୍ରାଉନସୁଗାର ସହିତ ଦମ୍ପତି ଗିରଫ

ବରଗଡ଼,୨୨।୭(ପ୍ରେମାନନ୍ଦ ଖମାରୀ) : ବରଗଡ଼ ପୋଲିସ୍ ନିଶା କାରବାର ଦମନ ଅଭିଯାନକୁ କଡାକଡି କରିଛି। ମଙ୍ଗଳବାର ସକାଳୁ ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡ ନିକଟରୁ ୭୦ ଗ୍ରାମ ବ୍ରାଉନସୁଗାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ, ଡାକ୍ତରବାବୁଙ୍କ ଉପରେ କଡ଼ାକାର୍ଯ୍ୟାନୁଷ୍ଠାନ 

ଭୁବନେଶ୍ୱର,୨୨।୭: ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ। ଆକ୍ସନ ମୋଡରେ ସରକାର। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର  କରିଛନ୍ତି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡାବାନ୍ତି: ଚାଲିଗଲା ୨ ଜୀବନ

ଦିଗପହଣ୍ଡି/ପାଟପୁର,୨୨।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ଝାଡାବାନ୍ତି କାୟା ବିସ୍ତାର କରୁଛି। ମଙ୍ଗଳବାର ଝାଡାବାନ୍ତିରେ ସଂକ୍ରମିତ ହୋଇ…

ରାଶିଫଳ: ବୁଧବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସହଯୋଗ ଅଭାବରୁ କାମଗୁଡ଼ିକ ସୁବିଧାରେ ହେବନାହିଁ। ପରୋକ୍ଷ ଶତ୍ରୁତା କାରଣରୁ ବନ୍ଧୁ ଏବଂ ସହକର୍ମୀଙ୍କ ସହୃଦୟତା ମିଳି ନ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣକ ଜୀବନ, ୩ ଗୁରୁତର, ଆମ୍ବୁଲାନ୍ସ ନ ମିଳିବାରୁ ତେଜିଲା ଅସନ୍ତୋଷ

ରାଇକିଆ,୨୨।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଆଦର୍ଶ ବିଦ୍ୟାଳୟ ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ବାପା, ଜେଜେ ବାପାଙ୍କ ନାଁରେ ଜମି ଥିଲେ ପୁଅ କରିପାରିବେ ଚାଷୀ ପଞ୍ଜୀକରଣ

ଭୁବନେଶ୍ୱର,୨୨।୭: ସମସ୍ୟା ଉପୁଜିବା ପରେ ଚାଷୀ ପଞ୍ଜୀକରଣକୁ ସରକାର ସରଳ କରିଛନ୍ତି। ବାପା କିମ୍ବା ଜେଜେ ବାପାଙ୍କ ନାଁରେ ଜମି ଥିଲେ ବି ପୁଅ ଚାଷୀ ପଞ୍ଜୀକରଣ…

ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଲେ ମିଳିବ ୭ କୋଟି ଟଙ୍କା ସହ ସରକାରୀ ଚାକିରି

ନୂଆଦିଲ୍ଲୀ,୨୨।୭: ମୁଖ୍ୟମନ୍ତ୍ରୀ କ୍ରୀଡା ପ୍ରୋତ୍ସାହନ ଯୋଜନା ଅଧୀନରେ ଦିଲ୍ଲୀ ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ମନ୍ତ୍ରୀ ଆଶିଷ ସୁଦ ସୂଚନା ଦେଇଛନ୍ତି ଯେ ଅଲିମ୍ପିକ୍ସର…

କାହାର ଫୋନ କଲ ପାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଧନଖର? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୨।୭: ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର (ଜୁଲାଇ ୨୨) ଗ୍ରହଣ କରିଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଧନଖର ଇସ୍ତଫା ଦେଇଛନ୍ତି, କିନ୍ତୁ…