ଖଡିଆଳ, ବୋଡେନ ଓ ସିନାପାଲିରେ ସ୍ବାସ୍ଥ୍ୟ ସମସ୍ୟା ବେହାଲ

ନୂଆପଡା ଅଫିସ,୨୨ା୯ ନୂଆପଡା ଜିଲାର ଖଡିଆଳ, ବୋଡେନ ଏବଂ ସିନାପାଲି ବ୍ଲକ ଅଞ୍ଚଳରେ ସରକାରୀ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡିଛି । ସରକାରଙ୍କ ତରଫରୁ ବିଭିନ୍ନ ଯୋଜନାରେ…

ପଲିଥିନ୍‌ ବ୍ୟବହାର ରୋକିବାକୁ ବ୍ୟବସାୟୀଙ୍କ ଉପରେ ଚଢ଼ାଉ

ଉଦଳା, ୨୨।୯ (ଡି.ଏନ.ଏ.) - ପଲିଥିନ ବ୍ୟବହାର ରୋକିବା ଲାଗି ଆସନ୍ତା ଅକ୍ଟୋବର ୨ ତାରିଖ ଠାରୁ ପ୍ରଶାସନ ତରଫରୁ ଗ୍ରହଣ କରାଯିବ କଡ଼ା କାର୍ଯ୍ୟାନୁଷ୍ଠାନ ା…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସପ୍ତମ ଦିବସ:ଷ୍ଟାର ଇଲେଭେନ୍‌-ଇଭିନିଂ କ୍ଲବ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶନିବାର ସପ୍ତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌ ବନାମ…

ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କୋକସରା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପକ୍ଷରୁ ଥାନା ଅଧିକାରୀ ପୁଷ୍ପାଞ୍ଜଳି ନେଗୀଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ…

ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ

କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ଲାକାର୍ଡ…

ଜିଲା ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ଜରୁରୀ ବୈଠକ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣାସ୍ଥିତ କର୍ମଚାରୀ ଭବନଠାରେ ଶନିବାର ସନ୍ଧ୍ୟାରେ ଭାବଗ୍ରାହୀ ନାୟକଙ୍କ ସଭାପତିତ୍ୱରେ ଜିଲା ୪ର୍ଥ କର୍ମଚାରୀ ସଂଘ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଦେଷ୍ଟା ରୂପକେଶର…

ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ପଶୁବଳି ବନ୍ଦ ପାଇଁ ପଦକ୍ଷେପ:ଲୋକଙ୍କୁ ସଚେତନ କରିବ ପୋଲିସ ପ୍ରଶାସନ

ଭବାନୀପାଟଣା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅକ୍ଟୋବର ୬ ତାରିଖ (ରବିବାର) ମହାସମାରୋହରେ ଅନୁଷ୍ଠିତ ହେବ । ପୋଲିସ ପ୍ରଶାସନ ତରଫରୁ କିପରି…

ଯନ୍ତ୍ରଣାରେ ଶିଶୁକନ୍ୟା, ଚିନ୍ତାରେ ମା’ ବାପା: ସରକାରୀ ଚିକିତ୍ସା ସହାୟତାକୁ ଅପେକ୍ଷା

ବୈଶିଙ୍ଗା,୨୨ା୯(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କେନ୍ଦୁଆ ପଞ୍ଚାୟତ ଚୁଆପଦା ଗ୍ରାମର ବର୍ଷକର ଶିଶୁକନ୍ୟା ଦୁର୍ଗା। ମୁଣ୍ଡର ଆକାର ଅସ୍ବାଭାବିକ ଭାବେ ବୃଦ୍ଧି ପାଉଛି। ମେରୁଦଣ୍ଡ ଓ…

ନୀଳମଣି କଲେଜରେ ଛାତ୍ର ଅଶାନ୍ତି

ରୂପ୍‌ସା, ୨୨ା୯(ଡ଼ି ଏନ ଏ)-ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ନୀଳମଣି ମହାବିଦ୍ୟାଳୟରେ ଶନିବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ଛାତ୍ରୀଛାତ୍ରଙ୍କ ଦାବି…

ଜେଲ୍‌ ଗଲେ ସେଲ୍ଫି ଫ୍ୟାନ

ମୋହାଲି, ୨୨।୯- ମ୍ୟାଚ୍‌ ମଝିରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସେଲଫି ଉଠାଇବାକୁ ଚେଷ୍ଟା କରିଥିବା ୩ଜଣ କ୍ରିକେଟ୍‌ ପ୍ରଶଂସକଙ୍କୁ ଶେଷରେ ଜେଲ୍‌ ଯିବାକୁ…