କନ୍ଧୁଣୀଦେବୀ ମହୋତ୍ସବ ଉଦ୍‌ଯାପିତ

ସୋରଡା,୨୧ା୯(ଡି.ଏନ୍‌.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଥିଲେ,…

ଜାତୀୟ ରାଲି ଚାମ୍ପିୟନଶିପ:ଗୌରବଙ୍କ କାର୍‌ ଦୁର୍ଘଟଣାରେ ୩ ମୃତ

ବାରମେର(ରାଜସ୍ଥାନ),୨୧।୯(ପି.ଟି.)- ଏକ ଅଭାବନୀୟ ଘଟଣାକ୍ରମେରେ ଭାରତୀୟ ରାଲି ଡ୍ରାଇଭର ଗୌରବ ଗିଲ୍‌ଙ୍କ କାର୍‌ ଏକ ମୋଟରସାଇକେଲଙ୍କୁ ଧକ୍କା ଦେବା ଫଳରେ ୩ଜଣ ମୃତ୍ୟୁ ବରଣ କରିଛନ୍ତି। ଚଳିତ…

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୨୧।୯ (ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରବିବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଧର୍ମଶାଳାରେ…

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ବାଲେଶ୍ୱର ଅଫିସ,୨୧।୯: ଆୟ ବହିର୍ଭୂତ ଠୁଳ ଅଭିଯୋଗରେ ବାଲେଶ୍ୱର ମ୍ୟୁନିସିପାଲଟି ଅଧୀନ କାଞ୍ଜନବାଗ ପ୍ରାଥମିକ ବିଦ୍ୟାଳୟର ଜିଲାପରିଷଦ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ନାୟକଙ୍କ ଘରେ ଶନିବାର ଭିଜିଲାନ୍ସ ଚଢାଉ…

ଶିଳାନ୍ୟାସରେ ଅଟକିଛି ରାସ୍ତା : ଯାନବାହନ ଚଳାଚଳ ବ୍ୟାହତ

ରାଇକିଆ,୨୧ା୯(ଡ଼ି.ଏନ.ଏ): କନ୍ଧମାଳ ଜିଲା ରାଇକିଆ ବ୍ଲକର ସବୁଠାରୁ ଦୁର୍ଗମ କରଡ଼ା, ରଣବା, ଇନ୍ଦ୍ରଗଡ଼, ବଡ଼ବାରବା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘଦିନ ହେଲା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଘାଟି…

ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା

ସିଂହପୁର,୨୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ ରାସ୍ତା…

ଆକ୍ରମଣ କରି ଟଙ୍କା, ବାଇକ ଲୁଟ୍‌ ଘଟଣା: ୩ ଗିରଫ

ଛତ୍ରପୁର,୨୧ା୯(ଡି.ଏନ.ଏ)- ଚମାଖଣ୍ଡି ଥାନା ଅଧୀନ ବନ୍ଦର ଗାଁକୁ ଯିବା ରାସ୍ତାରେ ଗତ ୧୭ ତାରିଖ ସ୍ପଷ୍ଟ ଦିବାଲୋକରେ ଏଲ୍‌. ଯୋଗେଶଙ୍କୁ ସଂଘବନ୍ଧ ଆକ୍ରମଣ କରାଯାଇଥିଲା। ତାଙ୍କଠାରୁ ୩୮…

ସାଇଜ୍‌ ଶାଳ କାଠ, ୩ ସାଇକେଲ ଜବତ

ବୁଗୁଡ଼ା,୨୧ା୯(ଡି.ଏନ.ଏ.)-ବୁଗୁଡ଼ା ବନ ବିଭାଗ ଶନିବାର ସକାଳେ ଗୋଲିଆ ନିକଟରେ ୩ ସାଇକେଲ ଓ ୧୬ ଖଣ୍ଡ ସାଇଜ୍‌ ଶାଳ କାଠ ଜବତ କରିଛି । କାଠ ଚାଲାଣକାରୀ…

ବିଶ୍ୱର ରହସ୍ୟମୟ ସ୍ଥାନ : ଯେଉଁଠି ଏଲିଅନ୍‌ଙ୍କୁ ବନ୍ଧନ ରଖାଯାଇଛି, ମୁକ୍ତ କରିବାକୁ ଯାଉଛି ଏହି କମ୍ପାନୀ

ବିଶ୍ୱରେ ଏମିତି କିଛି ରହସ୍ୟମୟ ସ୍ଥାନ ରହିଛି, ଯାହା ସମ୍ପର୍କରେ ଲୋକେ ଆଜି ପର୍ଯ୍ୟନ୍ତ ଜାଣିନାହାନ୍ତି। ସେହିପରି ଏକ ରହସ୍ୟମୟ ସ୍ଥାନ ହେଉଛି ‘ଏରିଆ ୫୧’। ନାଁ…

ନିଜ ମୃତ୍ୟୁ ପ୍ରମାଣପତ୍ର ନେଇ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଲେ ଯୁବକ

ହାପୁଡ: କୁହାଯାଏ ପେଟ ପାଇଁ ସବୁ ନାଟ। ଏଭଳି ଏକ ନାଟ ଦେଖିବାକୁ ମିଳଛି ଉତ୍ତରପ୍ରଦେଶ ହାପୁଡ଼ ଜିଲାରେ । ବଡ଼ଭାଇଙ୍କ ନାଁରେ ସାନ ଭାଇ ଚାକିରି…