ସିଙ୍ଗଲ୍ସ୍‌, ଡବଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ଠାରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗ ଫାଇନାଲରେ ପ୍ରବେଶ…

ମହିଳା ବାଇକ୍‌ ରାଲି ପ୍ରତି ଉତ୍ସାହ ବଢ଼ୁଛି

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଓମେନ୍ସ ଆଡ୍‌ଭେଞ୍ଚର କ୍ଲବ (ଓଡବ୍ଲ୍ୟୁଏସି) ଆନୁକୂଲ୍ୟରେ ଚଳିତମାସ ୨୨ ତାରିଖରେ ଏକ ମହିଳା ବାଇକ୍‌ ରାଲି ଆୟୋଜନ ହେବାକୁ ଯାଉଛି। ଏହି…

ଜାତୀୟ ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)-ମଥୁରାର ଜିଏଲଏ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଜୁନିୟର ଟେନିସ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ଚାମ୍ପିୟନ ହୋଇଛି। ଫାଇନାଲରେ ଓଡ଼ିଶା ୯ ରନରେ ଝାଡ଼ଖଣ୍ଡକୁ…

ଜାତୀୟ ସିନିୟର ଫୁଟବଲ ସେମିଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଅରୁଣାଚଳ ପ୍ରଦେଶର ପାସିଘାଟସ୍ଥିତ ସିଏଚଏଫ ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ସିନିୟର ମହିଳା ଫୁଟବଲ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ…

ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ

ନୂଆଦିଲ୍ଲୀ, ୨୧।୯- ବେଲଜିୟମ ଟୁର୍‌ ପାଇଁ ଶୁକ୍ରବାର ୨୦ ଜଣିଆ ଭାରତୀୟ ହକି ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାର ଦୁଇ ଅଭିଜ୍ଞ ଖେଳାଳି ବୀରେନ୍ଦ୍ର…

ଓସିଏ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ଶେଷ

କଟକ ଅଫିସ,୨୧ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ୬ ପଦବୀ ପାଇଁ ଆବେଦନ କରିଛନ୍ତି ମୋଟ ୧୨ଜଣ…

୫ ଜିନିଷ ଯୋଗୁ ମସ୍ତିଷ୍କ ହୁଏ ବିକଶିତ

ଶରୀର ସହ ମସ୍ତିଷ୍କ ମଧ୍ୟ ସୁସ୍ଥ ରହିବା ନିହାତି ଜରୁରୀ। ତେବେ ଏହାର ବିକାଶ ଲାଗି ୫ ଜିନିଷ ସବୁଠୁ ଦରକାରୀ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ...…

ରୋହିତ ଶର୍ମାଙ୍କ ପରେ ଏହି କ୍ରିକେଟରଙ୍କୁ ଦିଲ୍‌ ଦେଇଛନ୍ତି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ୍‌

କ୍ରିକେଟ୍‌ ଏବଂ ବଲିଉଡ୍‌ ସମ୍ପର୍କ ବହୁ ପୁରୁଣା। କ୍ରିକେଟର୍‌ଙ୍କ ସହ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗିରହିଥାଏ। ଏବେ ସିଂଘମ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲଙ୍କୁ…

‘ସ୍କୁଲ ଷ୍ଟ୍ରାଇକ୍‌ ଫର୍‌ କ୍ଲାଇମେଟ୍‌’ର ସ୍ରଷ୍ଟା ଗ୍ରେଟା

ଷ୍ଟକ୍‌ହୋମ: ୨୦୧୮ ଅଗଷ୍ଟ ୨୦। ଖରାଛୁଟି ପରେ ଖୋଲିଥିଲା ସ୍କୁଲ। ସ୍ବିଡେନ ପାର୍ଲାମେଣ୍ଟ ସମ୍ମୁଖରେ ଏକାକୀ ଛିଡ଼ା ହୋଇଥିଲେ ଜଣେ ସ୍କୁଲ ଛାତ୍ରୀ। ହାତରେ ଧରିଥିଲେ ପ୍ଲାକାର୍ଡ,…

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପାତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଖରଣୀପଡ଼ା ଗ୍ରାମର ଶକ୍ରବାର ସନ୍ଧ୍ୟାରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୀଲ ବେହେରା (୩୦)।…