ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼

ବ୍ରହ୍ମପୁର ଅଫିସ୍‌,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼ । ରାଷ୍ଟ୍ରପତି…

୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି।…

ଧୂପକାଠି ଫ୍ୟାକ୍ଟ୍ରି ନାଁରେ ୩ ଲକ୍ଷ ଠକେଇ

ଦିଗପହଣ୍ଡି,୨୦ା୯(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ଗଁାରେ ଧୂପକାଠି ଫ୍ୟାକ୍ଟ୍ରି ପ୍ରତିଷ୍ଠା କରାଇ ଦେବା ନଁାରେ ଜଗନ୍ନାଥ ପ୍ରଧାନଙ୍କଠାରୁ ବ୍ରହ୍ମପୁର ସହରର ଜଣେ ବ୍ୟକ୍ତି ପ୍ରାୟ ୩ ଲକ୍ଷ…

ଧରାକୋଟ : ଜରାଜୀର୍ଣ୍ଣ ସ୍ଥିତିରେ ଗୋଦାମଗୃହ

ଧରାକୋଟ,୨୦ା୯(ଡି.ଏନ.ଏ.)- କୃଷକର ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସେବା ସମବାୟ ସମିତିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଦୀର୍ଘଦିନରୁ ସମବାୟ ସମିତି ଓ ଗ୍ରେନ୍‌ଗୋଲା(ସମବାୟ ମଣ୍ଡି)ରାଜ୍ୟପାଳଙ୍କ ଅନୁମୋଦନରେ କାର୍ଯ୍ୟ କରୁଥିଲେ…

ତିତ୍‌ଲି ପୁନରୁଦ୍ଧାର, ରୁରାଲ ହାଉସିଂ ଅଧାପନ୍ତରିଆ

ଛତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ)ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ କାର୍ଯ୍ୟାଳୟର ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ…

ଅନୁଦାନ ହାତେଇବାକୁ ଅଭିନବ ଉଦ୍ୟମ

ଭଦ୍ରକ ଅଫିସ, ୨୦।୯ - ଦୃଷ୍ଟିହୀନ, ମୁକ, ବଧିର ସ୍କୁଲରେ ସରକାରୀ ଅନୁଦାନ ହାତେଇବା ପାଇଁ ସୁସ୍ଥ ପିଲାଙ୍କୁ ରଖି ଅଭିନବ ଉପାୟରେ ଚାଲିଥିଲା ଶିକ୍ଷାନୁଷ୍ଠାନ। ଗୁରୁବାର…

ପୋଲିସ ଆଇଜିଙ୍କ ବାରିପଦା ଗସ୍ତ

ବାରିପଦା ଅଫିସ,୨୦ା୯- ଉତ୍ତରାଞ୍ଚଳ ପୋଲିସ ଆଇଜି ଦୀପ୍ତେଶ ପଟ୍ଟନାୟକ ଗୁରୁବାର ଦିନିକିଆ ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସିଥିଲେ। ଏହି ଅବସରରେ ଜିଲା ପୋଲିସ ମୁଖ୍ୟାଳୟର ସମ୍ମିଳନୀ…

ନିମ୍ନମାନର ପୋଷାକ ବିତରଣକୁ ବିରୋଧ

ବଡ଼ସାହି,୨୦ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ହରିପୁର ଉନ୍ନିତ ଉପ୍ରା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ଓ ଜୋତା ବିତରଣକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି ା ନିମ୍ନମାନର…

ଖୁଣ୍ଟାରେ ଚାଷୀ ସମାବେଶ

ଖୁଣ୍ଟା,୨୦ା୯(ଡି.ଏନ୍‌.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ ଗୋପବନ୍ଧୁ…

ସରକାରୀ ଜମି ଜବରଦଖଲ

ରୂପ୍‌ସା, ୨୦।୯(ଡି.ଏନ୍‌.ଏ.)- ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ପଦ୍ମପୋଖରୀ ଆଡ଼ିରେ ଜବରଦଖଲ ନେଇ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଲୋକେ ଏହି ସରକାରୀ ଜମିରେ…