ଆଜିର ଦିନରେ ହୋଇଥିଲା ଛ’ ଛକାର ରେକର୍ଡ, ଟୁଇଟ୍‌ କଲେ ଯୁବି

ନୂଆଦିଲ୍ଲୀ,୧୯।୯: ଆଜିକୁ ଠିକ ୧୨ ବର୍ଷ ତଳେ ଯୁବରାଜ ସିଂ (ଯୁବି) ଗୋଟିଏ ଓଭରରେ ଛ’ ଛକା ଲଗାଇଥିଲେ। ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଭାରତକୁ ଭେଟିଥିଲା…

ପୁଣି ମାମୁ ହେବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ଙ୍କ ଘରକୁ ପୁଣି ଜଣେ କୁନି ଅତିଥି ଆସିବାକୁ ଯାଉଛନ୍ତି। ତାଙ୍କ ଭଉଣୀ ଅର୍ପିତା ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି। ଆଇଫା…

ନାମାଙ୍କନ ଦାଖଲ କଲେ ଆଝାରୁଦ୍ଦିନ

ହାଇଦ୍ରାବାଦ,୧୯।୯(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଆସୋସିଏଶନର ବିଭିନ୍ନ ପଦ ଲାଗି…

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର…

ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି

ବସ୍ତା, ୧୯।୯(ସ୍ବ.ପ୍ର.): ଦ୍ବିତୀୟ ଦିନରେ ମଧ୍ୟ ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି ରହିଛି । କଲେଜର ମୁଖ୍ୟ ଫାଟକକୁ ତାଲା ପକାଇ…

ସିବିଆଇକୁ ମିଳିଲା ରାଜୀବଙ୍କ ଠିକଣା

କୋଲକାତା,୧୯।୯: ଶାରଦା ଚିଟପଣ୍ଡ ମାମଲାରେ ଛନ୍ଦି ହୋଇଥିବା କୋଲକାତାର ପୂର୍ବତନ କମିଶନର ରାଜୀବ କୁମାରଙ୍କ ଠିକଣା ମିଳିଛି। ଗୁରୁବାର ରାଜୀବଙ୍କ ଠିକଣା ମିଳିବା ପରେ ସିବିଆଇର ଗୋଟିଏ…

ଖୁବ୍‌ଶୀଘ୍ର ରିଲିଜ୍‌ ହେବ ହାଉସ୍‌ ଫୁଲ୍‌-୪ର ଟ୍ରେଲର୍‌

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ହାଉସ୍‌ ଫୁଲ-୪’କୁ ତାଙ୍କର ଫ୍ୟାନମାନେ ଅପେକ୍ଷା ରଖିଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାର ଟ୍ରେଲର୍‌ ରିଲିଜ୍‌ ହେବ…

ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ନ କରିପାରି ପ୍ରୟାଗରାଜରେ ସଫ୍ଟ ଲ୍ୟାଣ୍ଡିଂ କଲେ ଯୁବକ

ପ୍ରୟାଗରାଜ,୧୯।୯: ପ୍ରୟାଗରାଜରେ ୩ଦିନରୁ ଜାରି ରହିଥିବା ଡ୍ରାମା ବୁଧବାର ଶେଷ ହୋଇଛି। ଫିଲ୍ମ ସୋଲେରେ ଯେଉଁଭଳି ଧର୍ମେନ୍ଦ୍ର ଟାଓ୍ବାର ଉପରେ ଚଢ଼ି ବାସନ୍ତୀ ସହ ବିବାହ ପାଇଁ…

ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ: ଜଣେ ଗୁରୁତର

ପୁରୁଷୋତ୍ତମପୁର,୧୯।୯(ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତର କୁଶପୁର ଗ୍ରାମରେ ଗୁରୁବାର ରନ୍ଧନ ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ପରିବାରର ଘର ପୋଡି…

ଗୁଣିଗାରେଡି ସନ୍ଦେହରେ ଦମ୍ପତ୍ତିଙ୍କୁ ହତ୍ୟା ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ପାଟଣାଗଡ/ଖପ୍ରାଖୋଲ,୧୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗୁଣିଗାରେଡି ସନ୍ଦେହରେ ଦମ୍ପତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ଗୁରୁବାର ୪ ଅଭିଯୁକ୍ତଙ୍କୁ…