ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍‌ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁନଷ୍ଠିତ…

ମାସେ ବନ୍ଦ ରହିବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନ ସେବା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱରକୁ ବ୍ୟାଙ୍କକ୍‌କୁ ଚଳାଚଳ କରୁଥିବା ଏୟାର ଇଣ୍ଡିଆର ଡାଇରେକ୍ଟ ଫ୍ଲାଇଟ୍‌ ସେବା ସେପ୍ଟେମ୍ବର ୨୩ରୁ ଅସ୍ଥାୟୀଭାବେ ବନ୍ଦ ରହିବ। ଏହା ଅକ୍ଟୋବର ଶେଷ କିମ୍ବା ନଭେମ୍ବର…

ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ

ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି…

ବିଶ୍ୱରେ ସର୍ବାଧିକ ପ୍ରବାସୀ ଭାରତୀୟ

ଜାତିସଂଘ,୧୯ା୯(ପି.ଟି.): ଚଳିତ ବର୍ଷର ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା ସର୍ବାଧିକ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘର ନୂଆ ଆକଳନ ଅନୁଯାୟୀ ସାରା ବିଶ୍ୱରେ…

ର଼୍ୟାଗିଂକୁ ନେଇ ଓଏଚ୍‌ଆର୍‌ସିଙ୍କ ଉଦ୍‌ବେଗ: ୫ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା…

ଚିଦାମ୍ବରମ୍‌ଙ୍କୁ ଜେଲରେ ଭେଟିଲେ ଆଜାଦ

ନୂଆଦିଲ୍ଲୀ, ୧୯ା୯: ତିହାର ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସକାଳେ କଂଗ୍ରେସର ଦୁଇ ବରିଷ୍ଠ ନେତା ଗୁଲାମ୍‌ ନବି ଆଜାଦ୍‌, ଅହମ୍ମଦ ପଟେଲ ଭେଟିଥିଲେ।…

ତୈଳ ଫ୍ୟାକ୍ଟ୍ରି ଆକ୍ରମଣ ପଛରେ ଇରାନ: ପ୍ରମାଣ ଦେଖାଇଲା ସୌଦି ଆରବ

ରିୟାଧ,୧୯ା୯(ଏଏଫ୍‌ପି): ୟେମେନ୍‌ ବିଦ୍ରୋହୀଙ୍କ ଡ୍ରୋନ୍‌ ଆକ୍ରମଣରେ ସୌଦି ଆରବର ଆବକିକ୍‌ସ୍ଥିତ ବିଶ୍ୱର ସର୍ବବୃହତ୍‌ ତୈଳ ପ୍ରକ୍ରିୟାକରଣ ପ୍ଲାଣ୍ଟରେ ନିଆଁ ଲାଗିଯାଇଥିଲା। ଏଥିଯୋଗୁ ଦେଶର ତୈଳ ଉତ୍ପାଦନ ଓ…

ବଜାରରୁ ହଜିଗଲା ଟାଟା ସୁମୋ

ନୂଆଦିଲ୍ଲୀ,୧୯-୯: ଆଜିଠାରୁ କିଛି ବର୍ଷ ପୂର୍ବେ ପର୍ଯ୍ୟନ୍ତ ଟାଟା ସୁମୋର ଭାରତୀୟ ବଜାରରେ ରାଜତ୍ୱ ଥିଲା। ସହର ମୁକାବିଲାରେ ଅର୍ଦ୍ଧ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହାର ବେଶ୍‌…

ରାଜ୍ୟପାଳଙ୍କ ରୋଡ୍‌ମ୍ୟାପ୍‌

ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ…

ଶସ୍ତା ହେବ ଏଲ୍‌ସିଡି-ଏଲ୍‌ଇଡି ଟିଭି

ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ…