ବଜାରରୁ ହଜିଗଲା ଟାଟା ସୁମୋ

ନୂଆଦିଲ୍ଲୀ,୧୯-୯: ଆଜିଠାରୁ କିଛି ବର୍ଷ ପୂର୍ବେ ପର୍ଯ୍ୟନ୍ତ ଟାଟା ସୁମୋର ଭାରତୀୟ ବଜାରରେ ରାଜତ୍ୱ ଥିଲା। ସହର ମୁକାବିଲାରେ ଅର୍ଦ୍ଧ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହାର ବେଶ୍‌…

ରାଜ୍ୟପାଳଙ୍କ ରୋଡ୍‌ମ୍ୟାପ୍‌

ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ…

ଶସ୍ତା ହେବ ଏଲ୍‌ସିଡି-ଏଲ୍‌ଇଡି ଟିଭି

ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ…

ବ୍ୟାନ୍‌ ହେଲା ଇ-ସିଗାରେଟ

ନୂଆଦିଲ୍ଲୀ,୧୯-୯: କେନ୍ଦ୍ରର ମୋଦି ସରକାର ଦେଶରେ ଇ-ସିଗାରେଟକୁ ସମ୍ପୂର୍ଣ୍ଣ ବ୍ୟାନ୍‌ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି।…

କ୍ୟାବିନେଟ ନିଷ୍ପତ୍ତି; ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ବୋନସ୍‌

ନୂଆଦିଲ୍ଲୀ,୧୯ -୯: କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌ ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଏଠାରେ ବସିଥିବା କ୍ୟାବିନେଟ…

ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍‌ଶୀଘ୍ର ବୁଝିବୁ

ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ ଭୟଭୀତ…

ଷ୍ଟକ ବଜାରରୁ ବିଦେଶୀ ନିବେଶକଙ୍କ ମୋହଭଙ୍ଗ

ନୂଆଦିଲ୍ଲୀ,୧୯-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଦେଶର ଆର୍ଥିକ ପ୍ରଗତିକୁ ଆହୁରି ଉଚ୍ଚକୁ ନେବେ ବୋଲି ବିଦେଶୀ ନିବେଶକଙ୍କ ଭରସା ଥିଲା। ଏହି କାରଣରୁ…

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ,୧୯ା୯: ୪ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରାଯାଇଛି। ଫଳରେ ସର୍ବୋଚ୍ଚ ଅଦାଲତ ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ପଦୋନ୍ନତି ପାଇଥିବା…

ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ

ଦଶରଥପୁର,୧୯।୯ (ଡିଏନ୍‌ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଅଟୋ ଶିଳ୍ପରେ ଶୀଘ୍ର ସୁଧାର ସମ୍ଭାବନା କମ୍‌

ନୂଆଦିଲ୍ଲୀ,୧୯-୯: ଦେଶର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଏହି ଶିଳ୍ପରେ ଏତେ ଶିଘ୍ର ସ୍ଥିତାବସ୍ଥା ଆସିବାର ସମ୍ଭାବନା ନାହିଁ ବୋଲି ବଜାର…