ଏସ୍‌ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା…

ଜମୁଛି ନାଲ୍‌କୋ ବିଶ୍ୱକର୍ମା ପୂଜା

ବଅଁରପାଳ, ୧୯।୯ (ଡି.ଏନ୍‌.ଏ.) - ଅନୁଗୋଳ ଜିଲା ନାଲ୍‌କୋ ନଗରରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବିଶ୍ୱକର୍ମା ପୂଜାରେ ପ୍ରବଳ ଗହଳି ହେଉଛି। ପ୍ରଥମ ଦିନରେ ୩୦ ହଜାରରୁ…

ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯:  କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ…

ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦)…

ନରହନ୍ତା ଦନ୍ତାର ଉଗ୍ରରୂପ

ପରଜଙ୍ଗ, ୧୯।୯(ଡି.ଏନ.ଏ.) - ଗଁ।ରୁ ଗଁ।କୁ ଘୂରିବୁଲୁଛି। ଯୁଆଡ଼େ ମୁହଁ।ଉଛି ସିଆଡ଼େ ଆତଙ୍କର ବାତାବରଣ ସୃଷ୍ଟି କରୁଛି। ଚାଳ ଛପର, କଂକ୍ରିଟ୍‌ କୋଠା, ପାଚେରି, ବାଡ଼ି ବଗିଚା…

ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬…

ପୁଣି ବିବାଦରେ ଜିଲା ମୁଖ୍ୟ ଚିକିତ୍ସାଳୟ: ବେଡ୍‌ରୁ ରୋଗୀ ଗାଏବ

ଅନୁଗୋଳ ଅଫିସ, ୧୯।୯ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀ ଅଙ୍ଗାରବନ୍ଧ ଗ୍ରାମର ଟିଙ୍କାରୁ ନାଏକ (୨୦) ହଠାତ୍‌ କେଉଁଆଡ଼େ ଚାଲିଯାଇଥିବା ପରିବାର ଲୋକେ…

ନାଲ୍‌କୋର ୧୭୩୨ କୋଟି ଟଙ୍କା ରେକର୍ଡ ନିଟ୍‌ ଲାଭ

ଭୁବନେଶ୍ୱର,୧୯-୯: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲ୍‌କୋ) ନିଟ୍‌ ଲାଭରେ ରେଡର୍କ ହାସଲ କରିଛି। କମ୍ପାନୀ ୨୦୧୮-୧୯ ଆର୍ଥତ୍କ ବର୍ଷରେ ଦଶନ୍ଧିରେ ସର୍ବାଧିକ ୧୭୩୨ କୋଟି ଟଙ୍କା…

ଇଣ୍ଡିପେଣ୍ଡେନ୍ସ କପ୍‌ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ: ଭାରତୀୟ ଦଳରେ ଓଡ଼ିଶାର ଆର୍ଯ୍ୟନ, ଆକାଶ, ରଞ୍ଜିତ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ଉଜବେକିସ୍ତାନର ତାସକେଣ୍ଟଠାରେ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ୨୮ତମ ଇଣ୍ଡିପେଣ୍ଡେନ୍ସ କପ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର…

ଭାଙ୍ଗିଗଲାଣି ତନଖି ଫାଟକ ଗୃହ

ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) - କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି।…