‘ବଂଶୀ’କୁ ଟାର୍ଗେଟ କଲା ‘ଅସ୍ତ୍ର’

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନ ୧୦ଟା ୧ ମିନିଟ୍‌ ସମୟରେ ଆକାଶରୁ ଆକାଶକୁ…

ପଦକ ନିଶ୍ଚିତ କଲେ ପଙ୍ଘାଲ, କୌଶିକ

ଏକଟେରିନବର୍ଗ, ୧୮।୯ (ପି.ଟି.): ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଅମିତ୍‌ ପଙ୍ଘାଲ (୫୨ କିଗ୍ରା) ଓ ମନୀଷ କୌଶିକ (୬୩ କିଗ୍ରା) ଏଠାରେ ଚାଲିଥିବା ବକ୍ସିଂ…

ତୁର୍କମେନିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୧୮।୯: ଉଜବେକିସ୍ତାନରେ ଚାଲିଥିବା ୨୦୨୦ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଅନୁଷ୍ଠିତ ଗ୍ରୁପ୍‌-ବି’ର…

ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ ଦାସବର୍ମା…

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ସୁବାସ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବୁଧବାର ଏନେଇ ଗଣମାଧ୍ୟମକୁ…

କଶ୍ମୀରରୁ କର୍ଫ୍ୟୁ ହଟିଲେ ଭାରତ ସହ ହେବ ଦ୍ୱିପାକ୍ଷିକ ଆଲୋଚନା: ଇମ୍ରାନ

ଇସ୍‌ଲାମାବାଦ,୧୮।୯: କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ କେତେବେଳେ କ’ଣ କରୁଛି, କ’ଣ କହୁଛି ନିଜେ ମଧ୍ୟ ଜାଣିପାରୁନାହିଁ। ଏନେଇ ପ୍ରତିଦିନ ପାକିସ୍ତାନର…

ସ୍ମାର୍ଟଫୋନ୍‌କୁ ସାବଧାନ..

ଦିନରେ ଅଧଘଣ୍ଟା ଧରି ଫୋନ୍‌ରେ ଗପିଲେ ବ୍ରେନ୍‌ ଟ୍ୟୁମର ହେବ ବୋଲି ଆମେରିକାରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଦ୍ୱାରା ଆଖି ଉପରେ…

୭୫ ବର୍ଷ ବୟସରେ ଡ୍ରାଇଭିଂ ଲାଇସେନ୍ସ କଲେ ମହିଳା

ଅ.େଷ୍ଟ୍ରଲିଆର ପିଲବରା ଅଞ୍ଚଳରେ ଥିବା ହେଡଲ୍ୟାଣ୍ଡରେ ରହନ୍ତି ବିନ୍ନି ଶୌମ୍ପି। ବୟସ ୭୫ ବର୍ଷ। ଏହି ବୟସରେ ସେ ଏବେ ଡ୍ରାଇଭିଂ ଲାଇସେନ୍ସ କରି ଆସିଛନ୍ତି ଚର୍ଚ୍ଚାକୁ।…

ବାପା ହେବେ ରସେଲ

ଜାମାଇକା,୧୮।୯: ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆଣ୍ଡ୍ରେ ରସେଲ ବାପା ହେବାକୁ ଯାଉଛନ୍ତି। ୩୧ ବର୍ଷୀୟ ଜାମାଇକା ଅଲରାଉଣ୍ଡର ଓ ତାଙ୍କ ପତ୍ନୀ ଜାସିମ ଲୋରା ପ୍ରଥମ ସନ୍ତାନକୁ ଜନ୍ମ…

ପ୍ରଦର୍ଶନୀ ମ୍ୟାଚ୍‌ରେ ଖେଳିବେ ଫେଡରର-ଡେଲ ପାଟ୍ରୋ

ପ୍ୟାରିସ୍‌,୧୮।୯(ଏଏଫ୍‌ପି): ଆର୍ଜେଣ୍ଟିନା ରାଜଧାନୀ ବୁଏନ୍ସ ଏରିଜ୍‌ଠାରେ ନଭେମ୍ବର ୨୦ ତାରିଖରେ ହେବାକୁ ଥିବା ଏକ ପ୍ରଦର୍ଶନୀ ମ୍ୟାଚ୍‌ରେ ରୋଜର ଫେଡରର ଓ ଜୁଆନ ମାର୍ଟିନ ଡେଲ ପାଟ୍ରୋ…