ସୁପର ଓଭରରେ ଜିତିଲା ସେଣ୍ଟ କିଟ୍ସ

ସେଣ୍ଟ କିଟ୍ସ,୧୮।୯: ଅଧିନାୟକ କାର୍ଲୋସ ବ୍ରାଥଓ୍ବେଟଙ୍କ ଅଲରାଉଣ୍ଡିଂ ପ୍ରଦର୍ଶନ ବଳରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପାଟ୍ରିଅଟ୍ସ ସୁପର ଓଭରରେ ଟ୍ରିନବାଗୋ ନାଇଟ୍‌ ରାଇଡର୍ସକୁ ହରାଇ ଦେଇଛି।…

ଦିଗ୍‌ବିଜୟଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ ଆଇଏସ୍‌ଆଇ…

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି…

ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ବିଦ୍ୟାଳୟ ବନ୍ଦ କଲା ପ୍ରଶାସନ

କଣ୍ଟାପଡ଼ା,୧୮।୯(ଡି.ଏନ୍‌.ଏ.): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ନିୟମ ଅନୁଯାୟୀ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ କଣ୍ଟାପଡା…

ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ଧାମନଗର,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ ଲେଙ୍କା…

ଏସ୍‌ଟିଏଫ୍‌ ହାତରେ ଲେଡି ବ୍ରାଉନ୍‌ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା…

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର ୩୨ହଜାର…

ଗର୍ଲଫ୍ରେଣ୍ଡଙ୍କ ସହ ଶାରୀରିକ ସମ୍ପର୍କ ନେଇ ଏମିତି କହିଲେ ରୋନାଲ୍ଡୋ

ମାଡ୍ରିଡ୍‌,୧୮।୯: ବର୍ତ୍ତମାନ ବିଶ୍ୱ ଫୁଟ୍‌ବଲର ଶ୍ରେଷ୍ଠ ଖେଳାଳି ବିବେଚିତ ହେଉଥିବା କ୍ରିଷ୍ଟିଆନୋ ରୋନାଲ୍ଡୋ ନିଜ ମଡେଲ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗୁଏଜଙ୍କ ସମ୍ପର୍କରେ ଏମିତି ଏକ ମନ୍ତବ୍ୟ ଦେଇଛନ୍ତି,…

ଯୁକ୍ତ ୩ ପରୀକ୍ଷା ଫି’ ବୃଦ୍ଧି ପ୍ରତିବାଦ: କଲେଜ ପରିସରରେ ନିଆଁ

ବସ୍ତା,୧୮।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀନାରାୟଣ କଲେଜରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜର ଯୁକ୍ତ ୩ ପରୀକ୍ଷା ଫି’ ଅହେତୁକ ବୃଦ୍ଧି ପ୍ରତିବାଦରେ…

ମଶାଧୂପରୁ ଅଗ୍ନିକାଣ୍ଡ: ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ମାର୍ଶାଘାଇ, ୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ପରକୂଳା ପଞ୍ଚାୟତ ଆଙ୍କୋ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ…