ଦେଶରେ ନିର୍ମାଣ ହେବ ୧୯୯ ନୂଆ ଜେଲ୍‌: ଖର୍ଚ୍ଚ ହେବ ୧୮ ଶହ କୋଟି

ନୂଆଦିଲ୍ଲୀ,୧୮।୯ : ଦେଶରେ ୧୯୯ ନୂଆ ଜେଲ୍‌ ନିର୍ମାଣ ପାଇଁ ସରକାର ଯୋଜନା କରିଛନ୍ତି। ସ୍ଥାନର ଅଭାବ ଯୋଗୁ ବିଭିନ୍ନ ଜେଲ୍‌ରେ ଆବଶ୍ୟକତା ଅନୁସାରେ ଅଧିକ ସଂଖ୍ୟକ…

ଅର୍ଥ ବିଭାଗରେ ଅଦଳବଦଳ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍‌ ଏଣ୍ଡ ଆକାଉଣ୍ଟସ୍‌ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ…

୨୩ରେ ଲଘୁଚାପ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା…

ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର…

ଭୁବନେଶ୍ୱର ବିମାନବନ୍ଦରରେ ଚାଲିବ ମରାମତି କାର୍ଯ୍ୟ : ପର୍ଯ୍ୟାୟକ୍ରମେ ଆଠମାସ ବନ୍ଦ ରହିବ ରନ୍‌ଓ୍ବେ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କେତେକ ମରାମତି କାର୍ଯ୍ୟ କରାଯିବ। ନଭେମ୍ବର ୧ରୁ ଆସନ୍ତାବର୍ଷ ଜୁନ୍‌ ୩୦ ପର୍ଯ୍ୟନ୍ତ ରନ୍‌ଓ୍ବେର ରିକାର୍ପେଟିଂ…

କାଳିଆ ଯୋଜନା: ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ୩.୪୧ ଲକ୍ଷ : ୨୦ ହଜାର ସରକାରୀ ଚାକିରିଆ ପାଇଛନ୍ତି ଟଙ୍କା

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟର ପ୍ରାୟ ୧୨,୦୦୦ ବଡଚାଷୀ, ୯୦୦୦ ନାବାଳିକା/ନାବାଳକ ଏବଂ ପ୍ରାୟ ୨୦,୦୦୦ ସରକାରୀ ଚାକିରିଆ ଚାଷୀ ଭାବେ କାଳିଆ ସୁବିଧା ପାଇଛନ୍ତି। ଅନୁରୂପଭାବେ ଗୋଟିଏ…

ମାର୍ଚ୍ଚ ସୁଦ୍ଧା ରାଜ୍ୟର ୪୭ ଖଣି ନିଲାମ ହେବ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କୁ ଖଣି ଚିନ୍ତା ଘାରିଲାଣି। ଆଉ ବର୍ଷକ ମଧ୍ୟରେ ୨୪ଟି ଖଣିର ଲିଜ ଅବଧି ଶେଷ ହୋଇଯିବ। ଶିଳ୍ପଗୁଡ଼ିକୁ କଞ୍ଚାମାଲ ମିଳିବା ନେଇ…

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିବେ। ସେହିଦିନ ଅପରାହ୍ନ ୫ଟା ୩୦ରେ ଓଡ଼ିଶା ଭବନରେ ଭାରତ ସରକାରଙ୍କ ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ଗାଡି ଧକ୍କାରେ ଯୁବକ ଗୁରୁତର : ମେଡିକାଲରେ ଅବ୍ୟବସ୍ଥା ନେଇ ଉତ୍ତେଜନା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଦୁଧୂଯୋରି ଗ୍ରାମ ପଞ୍ଚାୟତ ମଙ୍ଗଳପୁର ପାଞ୍ଚଗୋଛିଆ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜ ପଥରେ ମଙ୍ଗଳବାର ସନ୍ଧ୍ୟାରେ ଏକ…

ବାମ ସଙ୍ଗଠନ ଦଖଲରେ ଜେଏନ୍‌ୟୁ

ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍‌ଏ, ଏସ୍‌ଏଫ୍‌ଆଇ, ଏଆଇଏସ୍‌ଏଫ୍‌…