ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିବେ। ସେହିଦିନ ଅପରାହ୍ନ ୫ଟା ୩୦ରେ ଓଡ଼ିଶା ଭବନରେ ଭାରତ ସରକାରଙ୍କ ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ଗାଡି ଧକ୍କାରେ ଯୁବକ ଗୁରୁତର : ମେଡିକାଲରେ ଅବ୍ୟବସ୍ଥା ନେଇ ଉତ୍ତେଜନା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଦୁଧୂଯୋରି ଗ୍ରାମ ପଞ୍ଚାୟତ ମଙ୍ଗଳପୁର ପାଞ୍ଚଗୋଛିଆ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜ ପଥରେ ମଙ୍ଗଳବାର ସନ୍ଧ୍ୟାରେ ଏକ…

ବାମ ସଙ୍ଗଠନ ଦଖଲରେ ଜେଏନ୍‌ୟୁ

ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍‌ଏ, ଏସ୍‌ଏଫ୍‌ଆଇ, ଏଆଇଏସ୍‌ଏଫ୍‌…

ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ହତ୍ୟା

ସିନ୍ଧ୍‌, ୧୮ା୯: ପାକିସ୍ତାନର ସିନ୍ଧ୍‌ରେ ଜଣେ ହିନ୍ଦୁ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ଘୋଟ୍‌କି ନିବାସୀ ନମ୍ରିତା ଚନ୍ଦାନୀ ହଷ୍ଟେଲ୍‌ରେ ରହି ମେଡିକାଲ ପଢୁଥିଲେ। ମଙ୍ଗଳବାର ହଷ୍ଟେଲ୍‌ ରୁମ୍‌ରୁ…

ବ୍ରାହ୍ମଣୀ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରତ୍ନଗିରି,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ  ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅନ୍ୟାସିପୁର ଖରଦାସାହି ନିକଟସ୍ଥ ବ୍ରାହ୍ମଣୀ ନଦୀରୁ ମଙ୍ଗଳବାର ଏକ ଯୁବକଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି।…

‘ଉତ୍ତେଜନା ହ୍ରାସ ପାଇଁ ବହୁତ କିଛି କରାଯାଇଛି’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୁବ୍‌ଶୀଘ୍ର ସାକ୍ଷାତ୍‌ ହେବ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ହ୍ରାସ ପାଇଁ ଅନେକ କିଛି କରାଯାଇଛି ବୋଲି ମଙ୍ଗଳବାର ଆମେରିକା…

ରାସ୍ତା ମରାମତି କଲେ ସୁକିନ୍ଦା ଭୀମଆର୍ମି କର୍ମକର୍ତ୍ତା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.) : ଯାଜପୁର ଜିଲାର ଖଣିଖାଦାନ ସହ ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ୫୩ ନମ୍ବର ଯାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ସୁକିନ୍ଦାଠାରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଖାଲଖମାରେ…

ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର

କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ଗୁରୁତର…

ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି…

ଦଳିତ ଏମ୍‌ପିଙ୍କୁ ଗାଁରେ ପୂରାଇଦେଲେନି

ବେଙ୍ଗାଲୁରୁ,୧୮ା୯: କର୍ନାଟକର ଦଳିତ ଏମ୍‌ପି ଏ. ନାରାୟଣସ୍ବାମୀଙ୍କୁ ତାଙ୍କ ସଂସଦୀୟ କ୍ଷେତ୍ରର ଏକ ଗାଁରେ ଗୋଲ୍ଲା (ଓବିସି) ସମ୍ପ୍ରଦାୟର ଲୋକେ ପୂରାଇଦେଲେ ନାହିଁ। ଚିତ୍ରଦୁର୍ଗ ଆସନରୁ ପ୍ରତିନିଧିତ୍ୱ…