ଡୁଙ୍ଗୁରୁଗୁଡା ଗ୍ରାମରେ ତିନି ଭାଇଙ୍କୁ ବାସନ୍ଦ ଘଟଣା: ବିଇଓଙ୍କ ସହ ଆଲୋଚନା କଲେ ବାସନ୍ଦ ପରିବାର

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ୩ଭାଇଙ୍କୁ ଗ୍ରାମରୁ ବାସନ୍ଦ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମଙ୍ଗଳବାର ପାତ୍ରପୁର…

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ

ପାଟଣା,୧୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡା ପଞ୍ଚାୟତ ଦାନୁଆ ଟାଙ୍ଗରପଡା ଅଞ୍ଚଳର ଜଣେ ୨୮ ବର୍ଷୀୟ ଯୁବକଙ୍କୁ ମଙ୍ଗଳବାର ପାଟଣା ପୋଲିସ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ…

ଭୁଶୁଡ଼ିଲା କୋର୍ଟ ପାଚେରି, ନିମ୍ନମାନର କାର୍ଯ୍ୟ ହୋଇଥିବା ଅଭିଯୋଗ

ବସ୍ତା, ୧୭।୯(ସ୍ବ.ପ୍ର.)-ବସ୍ତା ବ୍ଲକର ବାହାର୍ଦ୍ଦାଠାରେ ଥିବା କୋର୍ଟ ପାଚେରି ଭୁଶୁଡି ପଡ଼ିଛି। ଗତ ୬ ମାସ ପୂର୍ବରୁ ଏହି ପାଚେରି ୪ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାରେ ନିର୍ମାଣ ହୋଇଥିଲା।…

ସ୍ପନ୍ଦନ କର୍ମଚାରୀଙ୍କଠାରୁ ୩୧ହଜାର ଲୁଟ୍‌

ରୂପ୍‌ସା,୧୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ଼ ବରୁଣଗଡ଼ିଆ ମଝି ୬୦ନମ୍ବର ଜାତୀୟ ରାଜପଥରୁ ମଙ୍ଗଳବାର ସ୍ପନ୍ଦନ ଫାଇନାନ୍ସ କର୍ମଚାରୀଙ୍କଠାରୁ ୩୧ହଜାର ଟଙ୍କା ଲୁଟ୍‌ ହୋଇଛି। ପୋଲିସ ଏ…

ବିଲୁଆଖାଇ ନଦୀପଠାରୁ ମିଳିଲା ନର୍ସଙ୍କ ଗଳିତ ମୃତଦେହ: ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ଆଣିଲେ ମା’

ବିରିଡ଼ି/ବାଲିଆ,୧୭ା୯(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ କୁଳକଇଜଙ୍ଗା ପଞ୍ଚାୟତ ନୂଆପାରୀ ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ମଙ୍ଗଳବାର ସକାଳେ ଏକ ଅଖାରୁ ଜଣେ ନର୍ସଙ୍କ ଗଳିତ…

ସବୁଠୁ ମହଙ୍ଗା ପରିବା, କିଲୋ ୮୨ ହଜାର ଟଙ୍କା

ଦୁନିଆରେ ଏଭଳି ଏକ ପରିବା ରହିଛି, ଯାହା ମୂଲ୍ୟ ସାମ୍ନାରେ ଆଳୁ, ଟମାଟୋ କି ପିଆଜ ଦର ବାଲିଗୋଡି଼ ସହ ସମାନ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ।…

ମହାନଦୀ ମଝିପଠାରେ ହାତୀପଲ, ଦେଖିବା ଲାଗି ଜମୁଛି ଲୋକଙ୍କ ଭିଡ଼

ନରାଜ,୧୭ା୯(ଡି.ଏନ.ଏ)- ମୁଣ୍ଡଳି ନିକଟସ୍ଥ ମହାନଦୀ ପଠାରେ ସୋମବାର ବିଳମ୍ବିତ ରାତିରେ ଏକ ହାତୀପଲ ଆସି ଅଟକି ଯାଇଥିବା ଦେଖାଯାଇଛି। ଏହି ହାତୀପଲରେ ୧୧ଗୋଟି ହାତୀ ଥିବାବେଳେ ସେଥିରୁ…

ଦେଶର ଡିଜିଟାଲ ନକ୍ସା କରିବ ଡ୍ରୋନ୍‌

ସର୍ଭେ ଅଫ୍‌ ଇଣ୍ଡିଆ(ଏସ୍‌ଓଆଇ) ପ୍ରଥମେ ଡ୍ରୋନ୍‌ ସହାୟତାରେ ଦେଶର ଡିଜିିଟାଲ ନକ୍ସା କରୁଛି। ବିଜ୍ଞାନ ଓ ପ୍ରାଦୌଗିକ ବିଭାଗ ସହଯୋଗରେ ଏହି କାର୍ଯ୍ୟ ଦୁଇ ବର୍ଷରେ ଶେଷ…

୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର, ପ୍ରଭାବିତ ହୋଇପାରେ ବିମାନ ସେବା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର। ରନଓ୍ବେ ରିକାର୍ପେଟିଂ କାର୍ଯ୍ୟ ପାଇଁ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୧ରୁ…

୪ ହଜାର ବର୍ଷ ପୂର୍ବେ ଘର ସଜାଇବାରେ ବ୍ୟବହାର ହେଉଥିଲା ପପକର୍ନ

ପପକର୍ନ ଖାଇବା ଅନେକଙ୍କର ସୌକ କହିଲେ କିଛି ଭୁଲ୍‌ ହେବନାହିଁ। ହେଲେ ୪ହଜାର ବର୍ଷ ପୂର୍ବେ ଏହାକୁ ଖାଇବା ପରିବର୍ତ୍ତେ ଲୋକେ ଘର ସଜାଇବା ଓ ଅଳଙ୍କାର…