ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି…

ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା…

ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍‌ପି

ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ କ୍ଲବ…

ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଏକତା ପରିଷଦ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ଏସ୍‌ଏନ୍‌ କନଫ୍ରେନ୍ସ ହଲ୍‌ଠାରେ ୨ ଦିନିଆ ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଶିବିରକୁ ବରିଷ୍ଠ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ହାତୀ ଶାବକର ମୃତଦେହ ଠାବ

ସେରଗଡ,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍‌ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି…

ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା

ଭବାନୀପାଟଣା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର…

ମୟଙ୍କ ବୈଦ ଏଣ୍ଡୁରୋମାନ ଟ୍ରାଇଥଲନ ଶେଷ କରିବାରେ ପ୍ରଥମ ଭାରତୀୟ

ନୂଆଦିଲ୍ଲୀ, ୧୭ | ୯- ଏଣ୍ଡୁରୋମାନ ଟ୍ରାଇଥଲନ ଶେଷ କରିବାରେ ପ୍ରଥମ ଭାରତୀୟ ହେବାର ସୌଭାଗ୍ୟ ଲାଭ କରିଛନ୍ତି ମୟଙ୍କ ବୈଦ। ଏହି ବିରଳ ସଫଳତା ହାସଲ…

ଡବଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ :ବାର୍ଟିଙ୍କ ନିକଟତର ହେଲେ ପ୍ଲିସ୍‌କୋଭା

ପ୍ୟାରିସ, ୧୭ | ୯(ଏଏଫପି)- ସୋମବାର ପ୍ରକାଶିତ ଡବଲ୍ୟୁଟିଏ(ଓମେନ୍ସ ଟେନିସ ଆସୋସିଏଶନ) ର଼୍ୟାଙ୍କିଙ୍ଗ୍‌ରେ ଆଶ୍‌ଲେ ବାର୍ଟିଙ୍କ ନିକଟତର ହୋଇଛନ୍ତି କାରୋଲିନା ପ୍ଲିସ୍‌କୋଭା। ଅଷ୍ଟ୍ରେଲିଆର ବାର୍ଟି ଶୀର୍ଷସ୍ଥାନ ବଜାୟ…