ଗାଭାସ୍କରଙ୍କ ରେକର୍ଡର ସମକକ୍ଷ ସ୍ମିଥ

ଓଭାଲ,୧୬।୯: ଚଳିତ ଆଶେସରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ରେକର୍ଡ ପ୍ରଦର୍ଶନ ରବିବାର ୨୩ ରନ୍‌ର ଇନିଂସ ସହ ଶେଷ ହୋଇଛି। ୫ମ ଟେଷ୍ଟର ଦ୍ୱିତୀୟ ଇନିଂସରେ…

ମୋଦିଙ୍କ ବିରୋଧରେ ସ୍ବର ନ ଉଠାଇବାକୁ ଇମ୍ରାନଙ୍କୁ କହିଲେ ମୁସଲମାନ ଦେଶ

ଇସ୍‌ଲାମାବାଦ,୧୬।୯: ବିଶ୍ୱର ପ୍ରଭାବଶାଳୀ ମୁସଲମାନ ଦେଶ ପାକିସ୍ତାନକୁ ଭାରତ ବିରୋଧରେ ସ୍ବର ଉଠାଇବାକୁ ବାରଣ କରିଛନ୍ତି। ସେମାନେ କହିଛନ୍ତି ଭାରତ ବିରୋଧରେ କହିବା ଅପେକ୍ଷା ଭାରତ ସହ…

କଲରାପତରିଆ ବାଘର ମୃତଦେହ ଉଦ୍ଧାର

ଆଠଗଡ଼, ୧୬।୯(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ଅନ୍ତର୍ଗତ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ସୋମବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ…

ଜେଲ୍‌ ଗଲେ ଫାରୁକ

ଶ୍ରୀନଗର,୧୬।୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପବ୍ଲିକ ସେଫ୍ଟି ଆକ୍ଟ(ପିଏସ୍‌ଏ) ଅନୁଯାୟୀ ସୋମବାର ଗିରଫ କରାଯାଇଛି। ଏଥିସହ  ତାଙ୍କୁ ଯେଉଁ ସ୍ଥାନରେ ରଖାଯିବ ତାହାକୁ ଏକ…

ମ୍ୟାଚ୍‌ ଫିକ୍ସିଂ ସୁରାକ ପାଇଲା ବିସିସିଆଇ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁଣି ମ୍ୟାଚ୍‌ ଫିକ୍ସିଂ ସୁରାକ ପାଇଛି। ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)ରେ ମ୍ୟାଚ୍‌ ଫିକ୍ସିଂ ହୋଇଥିବାର କିଛି ଖେଳାଳି…

ଆର୍ଥିକ ମାନ୍ଦାବସ୍ଥା: ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଲେ ବାମପନ୍ଥୀ

ନୂଆଦିଲ୍ଲୀ,୧୬।୯: ଦେଶର ଆର୍ଥିକ ମାନ୍ଦାବସ୍ଥା ନେଇ ବାମପନ୍ଥୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଛନ୍ତି। ସେପ୍ଟେମ୍ବର ୨୦ରେ ଏନେଇ ବାମପନ୍ଥୀ ଦଳଗୁଡ଼ିକର ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ଦେଶରେ…

ଅଙ୍ଗନଓ୍ବାଡି କେନ୍ଦ୍ର ରୋଷେଇଘରୁ ମୃତଦେହ ମିଳିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ

ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ ଜଣେ…

୧୦ ଦଫା ଦାବିରେ ବାଣୀବିହାର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, କୁଳପତିଙ୍କୁ ଘେରିଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଉତ୍ତେଜନା ଦେଖାଦେଇଛି। ୧୦ ଦଫା ଦାବି ନେଇ ଛାତ୍ରୀଛାତ୍ର ତାତିଛନ୍ତି। ଏ ନେଇ ସେମାନେ କୁଳପତିଙ୍କୁ ତାଲା ପକାଇ…

ବିବାହକୁ ନିମନ୍ତ୍ରଣ କରି ସାଙ୍ଗରେ ଚେୟାର, ସାଣ୍ଡଓ୍ବିଚ୍‌ ଆଣିବାକୁ କହିଲେ ଦମ୍ପତି

ସୋସିଆଲ ମିଡିଆରେ ଏକ ବିବାହ ନିମନ୍ତ୍ରଣ ପତ୍ର ଭାଇରାଲ ହେବାରେ ଲାଗିଛି। ଅତିଥିମାନେ ବିବାହରେ ଯୋଗଦେବେ କି ନାହିଁ ସେନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜଣାଇବା ପାଇଁ…

ବିହାରରେ ମହିଳା ଅସୁରକ୍ଷିତ: ରାବ୍ରି

ପାଟନା,୧୬।୯: ଆର୍‌ଜେଡି ନେତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ କହିଛନ୍ତି ବିହାରରେ ଏବେ ମହିଳା ଅସୁରକ୍ଷିତ। କାରଣ ନୀତୀଶ ସରକାରଙ୍କ ଶାସନରେ ଏବେ ଅପରାଧୀମାନେ…