ଶ୍ରୀନଗରରେ ୨ ଡଜନ ଆତଙ୍କବାଦୀ: ଦୋକାନୀଙ୍କୁ ଦେଉଛନ୍ତି ଖୋଲା ଧମକ

ଶ୍ରୀନଗର,୧୬ା୯(ପି.ଟି.): ଶ୍ରୀନଗରରେ ଏବେ ଦୁଇ ଡଜନ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ସେମାନେ ସହର ଓ ଏହାର ଆଖପାଖରେ ଅବାଧରେ ବୁଲୁଛନ୍ତି ଏବଂ ବ୍ୟବସାୟୀମାନଙ୍କୁ ଦୋକାନ ନ ଖୋଲିବା…

ଅଜନା ରୋଗ୍‌ରେ କଲବଲ ହେଉଛନ୍‌ ଝି’ ସୁରେଖା; ଟଁକା ପଏସା ଅଭାବୁ ଭଗବାନ ଭରସାରେ ମା’ବାପ୍‌

ଭବାନୀପାଟଣା, ୧୬ା୯ (ଡି.ଏନ୍‌.ଏ.) ଅଜନା ରୋଗ୍‌ ପରଭାବରେ ଗୁଟେ ୫ ବଛ୍‌ରିଆ ଛୁଆର ପେଟ୍‌ ଆର ଶରୀର ଅସୁଆଭାବିକ ଭାବେ ବଢ଼୍‌ତେଲ ଯାଉଛେ। ଯେନ୍‌ଥିରଲାଗି ଅନେକ ସମିଆରେ…

ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

କଲମପୁର,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ କଲମପୁର ମଣ୍ଡିଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି…

ବିଦ୍ୟୁତ୍‌ ତାର ଛିଣ୍ଡି ଅଙ୍ଗନୱାଡି କର୍ମୀ ଜଳିଯିବା ଘଟଣା: ୫ ବର୍ଷ ପରେ ମୃତକଙ୍କ ପରିବାରକୁ ମିଳିଲା କ୍ଷତିପୂରଣ

ଭବାନୀପାଟଣା,୧୬।୯(ସ୍ବ.ପ୍ର.) କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପେନସୁର ଗ୍ରାମର ଦଶମିନା ମାଝି (୪୫) ଗତ ୨୦୧୪ ଅଗଷ୍ଟ ୧୩ ତାରିଖରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ବରଣ କରିଥିଲେ।…

ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ ଏହାର…

‘ନଭେମ୍ବର ପରେ ରାମମନ୍ଦିର’

ଅଯୋଧ୍ୟା,୧୬ା୯(ଆଇଏଏନ୍‌ଏସ୍‌): ନଭେମ୍ବର ପରେ ଅଯୋଧ୍ୟାରେ ବିଶାଳ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କହିଛନ୍ତି। ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି…

ବିପଦ୍‌ ଅବସ୍‌ତାରେ ପଁଚେତ୍‌ କୁଠା

ଲାଠୋର, ୧୬ା୯ (ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ ଅଫିସ କୁଠା ବିପଦ୍‌ ଅବସ୍‌ତାରେ ରହିଛେ। ହେଲେ ଇ କୁଠାର ମରାମତି କି…

ଭୁଶୁଡ଼ିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ପାଚେରି

ପୁରୀ ଅଫିସ,୧୬ା୯ : ବିପଦସଙ୍କୁଳ ଅବସ୍ଥାରେ ଥିବା ଇନ୍ଦ୍ରଦ୍ୟୁମ୍ନ ପୁଷ୍ପରିଣୀ ପାଚେରି ରବିବାର ଭୁଶୁଡ଼ି ପଡ଼ିଛି। ଏହା ସହ ପୋଖରୀର ଏକ ପାର୍ଶ୍ୱ ପାଚେରି ଦବିଯାଇଛି। ଦୀର୍ଘଦିନ…

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ ହରିୟାଣଶ…

ଦୁଖିକଁର ପିଛା ନାଇଁ ଛାଡ଼ବାର ଦୁଖ୍‌

ଲୋଇସିଂହା,୧୬।୯(ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗାଁର ଦୁଖି ପଧାନ(୪୫)।  ଟଁକା ପଏସା ଅଭାବୁ ମାଏକିନାର ପଥରୀ ରୋଗ୍‌ର ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ଫେର…