ପ୍ରବଳ ବର୍ଷା: ସ୍କୁଲରେ ଫଶିରହିଛନ୍ତିି ୩୫୦ ଛାତ୍ରୀଛାତ୍ର, ୫୦ ଶିକ୍ଷକ

ଜୟପୁର,୧୫।୯:ରାଜସ୍ଥାନର ଚିତୌଡଗଡରେ ଜିଲାରେ ଦୁଇଦିନ ହେଲା ଲଗାତାର ବର୍ଷା ହେଉଛି।ଫଳରେ ସେଠାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ସ୍କୁଲ ଏବଂ ଅଫିସ୍‌ରେ ପାଣି ପଶିଯାଇଛି। ଫଳରେ ଜିଲାର କେତେକ…

ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ : ଭାରତୀୟଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି

ନୁର-ସୁଲତାନ(କାଜାଖସ୍ଥାନ),୧୫।୯(ପି.ଟି.)- ଏଠାରେ ଚାଲିଥିବା ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ରେସଲର ମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ରବିବାର ଭାରତୀୟ ଗ୍ରୀକୋ- ରୋମାନ ରେସଲରଙ୍କ ନୈରାଶ୍ୟଜନକ ପ୍ରଦର୍ଶନ…

ମିଲିନ୍ଦ ସୋମେନଙ୍କୁ ‘ପାପାଜୀ’ କହି ଡାକୁଛନ୍ତି ସ୍ତ୍ରୀ ଅଙ୍କିତା

ଅଭିନେତା ତଥା ମଡେଲ ମିଲିନ୍ଦ ସୋମେନ୍‌ ଏବେ ପୁଣି ଚର୍ଚ୍ଚାରେ। ଏବେ ସେ ନିଜ ଫିଟନେସ୍‌ ପାଇଁ ନୁହେଁ, ସ୍ତ୍ରୀ ଅଙ୍କିତା କୁଅଁରଙ୍କ ପାଇଁ ଚର୍ଚ୍ଚାରେ ଅଛନ୍ତି।…

ବିବାହିତ ଯୁବକ ଅବିବାହିତ କହି ଠକୁଛନ୍ତି କି? ତେବେ ଏସବୁ ଲକ୍ଷଣରୁ ଜାଣନ୍ତୁ ଏମାନଙ୍କୁ

ଜଣେ ଝିଅ ବିବାହିତା କି ଅବିବାହିତା ସେ ସମ୍ପର୍କରେ ଜାଣିବା ଆଦୌ କଷ୍ଟକର ନୁହେଁ। କାରଣ ମଥାରେ ସିନ୍ଦୁର, ହାତରେ ଶଙ୍ଖା, ପାଦରେ ପାଉଁଜି, ବେକରେ ମଙ୍ଗଳସୂତ୍ର…

ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଲେ ପରିବାର ଲୋକେ

ଜଳନ୍ଧର,୧୫।୯: ପଞ୍ଜାବର ତରନତାରନରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଛନ୍ତି ଯୁବତୀଙ୍କ ପରିବାର ଲୋକେ। ଫଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ ଜବତ: ମାଲିକ ଗିରଫ

ଭବାନୀପାଟଣା,୧୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ମୂଷାନାଳ ସେକ୍ସନ ପକ୍ଷରୁ ଲାଞ୍ଜି ପଞ୍ଚାୟତ ଜାମଚୁଆଠାରେ ଚଢ଼ାଉ ହୋଇଛି। ଏଥିରେ ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ…

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ ହୁଏ…

ପ୍ରଥମ ଟି୨୦: ଧର୍ମଶାଳାରେ ପ୍ରବଳ ବର୍ଷା

ଧର୍ମଶାଳା, ୧୫।୯(ପି.ଟି.)- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ଗ୍ରାଉଣ୍ଡରେ ରବିବାର ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବାର…

ପ୍ରିମିୟର ଲିଗ୍‌: ମାଞ୍ଚେଷ୍ଟର ସିଟିର ପ୍ରଥମ ପରାଜୟ

ଲଣ୍ଡନ,୧୫।୯(ଏଏଫ୍‌ପି)- ଜାନୁୟାରୀ ପରେ ପ୍ରିମିୟର ଲିଗ୍‌ରେ ମାଞ୍ଚେଷ୍ଟର ସିଟ୍‌ ତା’ର ପ୍ରଥମ ପରାଜୟ ବରଣ କରିଛି। ଶନିବାର ଅନୁଷ୍ଠିତ ମୁକାବିଲାରେ ନରଓ୍ବିଚ୍‌ ସିଟି ୩-୨ ଗୋଲରେ ମାଞ୍ଚେଷ୍ଟର…

ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି…