ଦୁର୍ଗାପୂଜା ପ୍ରସ୍ତୁତି ବୈଠକକୁ ମୋକିମଙ୍କୁ ନା: ଡିସିପିଙ୍କ ବଦଳି ଦାବି କଲା ନଗର କଂଗ୍ରେସ

କଟକ ଅଫିସ,୧୫।୯: କମିଶନରେଟ୍‌ ପୋଲିସ ପକ୍ଷରୁ ଅନୁଷ୍ଠିତ ଦୁର୍ଗାପୂଜା ପ୍ରସ୍ତୁତି ବୈଠକକୁ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କୁ ଡିସିପି ଅଖିଳେଶ୍ୱର ସିଂ ନ ଡାକିବାକୁ ନେଇ…

ରାଜଧାନୀରେ ପୁଣି ଲୁଟ୍‌, ଚୋରି ଗ୍ୟାଙ୍ଗ୍‌ ସକ୍ରିୟ: ଦିନ ଦ୍ୱିପ୍ରହରରେ ଚୋରାଇନେଲେ କାର୍‌

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଗତ କିଛିଦିନ ତଳେ ରାଜଧାନୀରେ ୪ ଚକିଆ ଲୁଟେରା ଗ୍ୟାଙ୍ଗ୍‌ ମାତିଥିଲେ। ସେମାନେ ଡ୍ରାଇଭର ବସିଥିବା କାର୍‌କୁ ଟାର୍ଗେଟ କରି ଲୁଟ କରୁଥିଲେ। ହେଲେ ଏହି…

ୟୁନିଟ୍‌-୧ ମାର୍କେଟରୁ ଯୁବକଙ୍କୁ ଅପହରଣ: ୧୫ ଦିନ ପରେ ବି ଅମରଙ୍କର ମିଳୁନି ପତ୍ତା

ଭୁବନେଶ୍ୱର,୧୫।୯(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍‌-୧ ମାର୍କେଟରୁ ଜଣେ ଯୁବକ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ପେଟ୍ରୋଲ ଟାଙ୍କି ନିକଟରେ ବାଇକ ପାର୍କିଂ କରି…

ଭାରତ ସହ ଯୁଦ୍ଧ ହେଲେ ହାରିବ ପାକିସ୍ତାନ: ଇମ୍ରାନ୍‌

ଇସ୍‌ଲାମାବାଦ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରଠାରୁ ପାକିସ୍ତାନ ଏକ ପ୍ରକାର କାନ୍ଦିବାରେ ଲାଗିଛି। ଏହାକୁ ନେଇ ସେ ବିଶ୍ୱ ଦରବାରରେ ନିନ୍ଦାର ପାତ୍ର ହୋଇସାରିଛି।…

ନନ୍ଦନକାନନରେ ଦୁଇ ହାତୀ ଅସୁସ୍ଥ

ବାରଙ୍ଗ, ୧୫।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ଦନ୍ତାହାତୀ ଚନ୍ଦନ ଶୁକ୍ରବାରଠାରୁ ଅସୁସ୍ଥ ହୋଇଥିବା ଜଣାପଡିଛି। ଚନ୍ଦନକୁ ଜ୍ୱର ହେଉଥିବାବେଳେ ଶନିବାର ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଛନ୍ତି। ଚନ୍ଦନ ୨୮ଜୁଲାଇ୨୦୧୦ରେ…

ଡିଏଲ୍‌ ଆବେଦନ ପାଇଁ ଆର୍‌ଟିଓରେ ବଢ଼ିଲା ସ୍ଲଟ୍‌: ଥିଲା ଦୈନିକ ୧୫୦, ହେଲା ୪୫୦

ଭୁବନେଶ୍ୱର,୧୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକଙ୍କ ଭିତରେ ଏକପ୍ରକାର ଛନକା ପଶିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଆବଶ୍ୟକ କାଗଜପତ୍ର କରିବା…

ଶ୍ରୀମନ୍ଦିରରେ ଇନ୍ଦ୍ର, ଚନ୍ଦ୍ର, ଗୋବିନ୍ଦ ବନ୍ଦାପନା ନୀତି: ହରଚଣ୍ଡୀ ସାହିରୁ ବାହାରିଲା ଐରାବତ ହସ୍ତୀ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିରରେ ଶନିବାର ଭାଦ୍ରବ ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ପବିତ୍ର ତିଥିରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦଙ୍କ ବନ୍ଦାପନା ନୀତି ସମ୍ପନ୍ନ ହୋଇଛି।…

ଓସାମାଙ୍କ ପୁଅ ହମ୍‌ଜା ନିହତ

ଓ୍ବାଶିଂଟନ,୧୫।୯: ଅଲ୍‌-କାଏଦାର ପ୍ରତିଷ୍ଠାତା ଓସାମା ବିନ ଲାଡେନଙ୍କ ପୁଅ ହମ୍‌ଜା ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ସ୍ପଷ୍ଟ କରିଛନ୍ତି। ପାକ୍‌-ଆଫଗାନିସ୍ତାନ ସୀମାରେ ଆତଙ୍କବାଦ…

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…

ଚାଲିଛି ସୌନ୍ଦର୍ଯ୍ୟକରଣ କାମ, ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନ ସାମୟିକ ଭାବେ ସ୍ଥଗିତ ରହିଛି। ଆଗକୁ ଏକାଧିକ ମଠ ଭଙ୍ଗାଯିବା ଲାଗି ମାପଚୁପ…