ରାୟୁଡୁ ହାଇଦ୍ରାବାଦ ଅଧିନାୟକ ନିଯୁକ୍ତ

ହାଇଦ୍ରାବାଦ, ୧୫।୯- ଅବସର ନିଷ୍ପତ୍ତିରୁ ଓହରିବାର ପାଖାପାଖି ୨ ସପ୍ତାହ ପରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କୁ ଆଗାମୀ ବିଜୟ ହଜାରେ ଟ୍ରଫି ଲାଗି ହାଇଦ୍ରାବାଦ କ୍ରିକେଟ୍‌…

ଇନ୍‌ସୁଲିନ ସ୍ତରକୁ ନିୟନ୍ତ୍ରଣରେ ରଖେ କାକୁଡ଼ି

କାକୁଡ଼ିରେ ରହିଛି ଫାଇବର ଓ ପୋଟାସିୟମ। ଏହାକୁ ନିୟମିତି ଖାଇଲେ ସବୁ ପ୍ରକାର କିଡ୍‌ନୀ ସମସ୍ୟା ଠିକ୍‌ ହୋଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଛନ୍ତି। ନିକଟରେ…

ସ୍ବଚ୍ଛତାର ଅଜବ ତରିକା

କାନପୁର: ସ୍ବଚ୍ଛ ଭାରତ ଯୋଜନାକୁ କେମିତି ସଫଳତା ମିଳିବ ତାହା ପାଇଁ ସରକାରୀ ତଥା ବ୍ୟକ୍ତିଗତ ସ୍ତରରେ ଦେଶର ସବୁଆଡେ ଚେଷ୍ଟା କରାଯାଉଛି। କିନ୍ତୁ ଛତିଶଗଡ଼ ଭିଲାଇର…

କଫସିରପ, ନିଶା ବଟିକା ଜବତ: ବ୍ୟବସାୟୀ ଗିରଫ

ସୋନପୁର,୧୪।୯(ନି.ପ୍ର.) : ସୁବର୍ଣ୍ଣପୁର ଜିଲାରେ ବହୁଳ ଭାବେ ଚାଲିଛି ବେଆଇନ କଫସିରପ୍‌ କାରବାର। ଯୁବକମାନେ ଏହାକୁ ନିଶା ପାଇଁ ବହୁଳ ଭାବେ ବ୍ୟବହାର କରି ପଥଭ୍ରଷ୍ଟ ହେଉଛନ୍ତି।…

କପିଳ ଦେବ ହେଲେ କୁଳପତି

ଚଣ୍ଡିଗଡ଼, ୧୪ା୯ (ପି.ଟି.)-ସୋନିପତ ଜିଲାର ରାଇଠାରେ ଅବସ୍ଥିତ ହରିୟାଣା ସ୍ପୋଟର୍‌ସ ୟୁନିଭର୍ସିଟିର ପ୍ରଥମ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି କ୍ରିକେଟ କିମ୍ବଦନ୍ତୀ କପିଳ ଦେବ। ରାଜ୍ୟ କ୍ରୀଡ଼ା…

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ : ଅମିତ ପଙ୍ଘାଲଙ୍କ ସହଜ ବିଜୟ

ଏକାଟରିନବର୍ଗ (ରୁଷିଆ), ୧୪ା୯ (ପି.ଟି.)-ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ ସହଜ ବିଜୟ ସହ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ତାଙ୍କ ପଦକ ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ସେ…

କୋଇଲା ଟ୍ରକ ଜବତ, ଡ୍ରାଇଭର ଗିରଫ

ଭୁବନ, ୧୪।୯(ଡି.ଏନ.ଏ.)-କୋଇଲା ଚୋରା ଚାଲାଣ ବେଳେ ଭୁବନ ପୋଲିସ ଏକ ଟ୍ରକ୍‌କୁ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଉକ୍ତ ଟ୍ରକ୍‌ର ନମ୍ବର ନକଲି ବୋଲି ଜଣାପଡ଼ିଛି। ଚାଳକ…

ଅଭିଭାବକ ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ

ଭୁବନ, ୧୪।୯(ଡି.ଏନ.ଏ.)- ଅଭିଭାବକ ହେଉଛନ୍ତି ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ। ଶିକ୍ଷାର ଅଭିବୃଦ୍ଧିରେ ପିଲାମାନଙ୍କ ଯେତିକି ଭୂମିକା ତା’ଠାରୁ ଢେର ବେଶି ମା’ବାପାଙ୍କର। ଶିକ୍ଷାର୍ଥୀ, ଅଭିଭାବକ ଏବଂ ଅଧ୍ୟାପକଙ୍କ…

୩ ବେଆଇନ ସ’ ମିଲରେ ଚଢ଼ାଉ : ୧୧ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା/ବସ୍ତା, ୧୪।୯(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସଦର ଓ ବସ୍ତା ଥାନା ଅଞ୍ଚଳରେ ଚାଲିଥିବା ୩ଟି ବେଆଇନ୍‌ ସ’ ମିଲ ଉପରେ ଶନିବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢାଉ…

ଏମ୍‌ଭିଆଇ ପରିଚୟ ଦେଇ ତୀର୍ଥଯାତ୍ରୀ ବସ୍‌ରୁ ଲୁଟ୍‌ପାଟ : ୫ଜଣଙ୍କୁ କାବୁ କଲେ ଯାତ୍ରୀ

ଜଳେଶ୍ୱର, ୧୪ା୯-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲଗେଟ୍‌ ନିକଟରେ ବେଆଇନ ଭାବେ ଚାନ୍ଦା ଆଦାୟ ଚାଲିଛି। ନକଲି ଏମ୍‌ଭିଆଇ, ଆରଟିଓ, ପୋଲିସ…