ଜୁଏଲଙ୍କୁ ନୂଆ ଦାୟିତ୍ୱ: ହେଲେ ସଂସଦ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୁନ୍ଦରଗଡ଼ର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ନୂତନ ଦାୟିତ୍ୱ ମିଳିଛି। ତାଙ୍କୁ ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିବା…

ମୋଦିଙ୍କ ଜନ୍ମଦିନକୁ ନେଇ ଆରମ୍ଭ ହେଲା ‘ସେବା ସପ୍ତାହ’: ଏମ୍ସରୁ ସେବା ଆରମ୍ଭ କଲେ ଶାହ

ନୂଆଦିଲ୍ଲୀ,୧୪।୯: ଚଳିତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଅବସରରେ ଭାଜପା ପକ୍ଷରୁ ‘ସେବା ସପ୍ତାହ’ ପାଳନ କରାଯାଉଛି। ଶନିବାର ଏହା ଆରମ୍ଭ କରାଯାଇଥିବା ବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ…

ବନବିଭାଗର ମିଳିତ ଚଢ଼ାଉ: ୪୦ ହଜାର ଟଙ୍କାର ଶାଳ କାଠ ଜବତ, ୨ ଗିରଫ

କେନ୍ଦୁଝର, ୧୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟ ପ୍ରାଣୀ ବନଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ସେକ୍ସନ ହାତୀକୁଚା ଗ୍ରାମରେ ବନବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି।…

ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଶୁକାନ୍ତ ବେହେରା ଗୁରୁତର: ୨ ଅଫୁଟା ଗୁଳି, ମାଉଜର ଜବତ

ଗଞ୍ଜାମ,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଜୟଶ୍ରୀଛକଠାରେ ଶନିବାର ଭୋରରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ବ୍ରହ୍ମପୁର ଅଞ୍ଚଳ ଗୋଷାଣୀ ନୂଆଗାଁର ଦୁର୍ଦ୍ଦାନ୍ତ ଅପରାଧୀ ଶୁକାନ୍ତ ବେହେରା ଓରଫ କୋକୋ ଗୁରୁତର…

ଏଏସ୍‌ଆଇର ସୁରକ୍ଷିତ ବଳୟରେ ନିର୍ମାଣ କଟକଣା ବଢିଲା: ଫୋକସ୍‌ରେ ରାଜାରାଣୀ, ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧୪ା୯ (ଡି.ଏନ.ଏ.): ମନ୍ଦିର ମାଳିନୀ ଏକାମ୍ରକ୍ଷେତ୍ର ସରକାରୀ ଉଦାସୀନତା ଓ ଜବରଦଖଲକାରୀଙ୍କ ଦୌରାମ୍ୟରୁ ନିଜକୁ ରକ୍ଷା କରିପାରିନାହିଁ। ଏହିକ୍ରମରେ ଶୁକ୍ରବାର ଶିଶୁପାଳଗଡ଼ ରାମପାଟ୍‌ ହୋଇଯିବ…

ଭୁବନେଶ୍ୱରର ପ୍ରତି ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଭୁବନେଶ୍ୱରର ଘରେ ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଯୋଜନାଟି ମୁଖ୍ୟତଃ ହୋଲ୍ଡିଂ…

ହାଜିପୁର ସେକ୍ଟରରେ ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି।…

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର ବିଭିନ୍ନ…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା…

୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା,…