ଅସମ୍ପୂର୍ଣ୍ଣ ଜାତୀୟ ରାଜପଥକୁ ସମ୍ପୂର୍ଣ୍ଣ କରିବା ଦାବି: ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ

ଆନନ୍ଦପୁର,୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସୁଡୁସୁଡିଆ ବାଇପାସ୍‌ ଛକଠାରେ ଶୁକ୍ରବାର ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ ହୋଇଛି। ୨୦ ନଂ.ଜାତୀୟ ରାଜପଥ ଶାଳପଡାଠାରୁ ଖପରାଖାଇ ପର୍ଯ୍ୟନ୍ତ ସର୍ଭିସ୍‌…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୨୭ ଏବଂ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର…

ହଂକଂ ଓପନ ବାତିଲ

ହଂକଂ,୧୩।୯(ଏଏଫ୍‌ପି) : ହଂକଂର ଅନ୍ୟତମ ସମ୍ମାନଜନକ କ୍ରୀଡ଼ା ଭିତ୍ତିକ ଇଭେଣ୍ଟ ସହରରେ ଚାଲିଥିବା ବଡ଼ ଧରଣର ବିକ୍ଷୋଭର ଶିକାର ହୋଇଛି। ପୂର୍ବରୁ ସମାନ କାରଣ ଯୋଗୁ ବହୁ…

ଏଚ୍‌ଡିଏଫ୍‌ସି ବ୍ୟାଙ୍କରୁ ଲୁଟ୍‌ ଅଭିଯୋଗ, ତଦନ୍ତ ଆରମ୍ଭ

କୋରୁକୋଣ୍ଡା,୧୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ ତାରଲାକଟା ଗ୍ରାମରେ ଥିବା ଏଚ୍‌ଡିଏଫ୍‌ସି ବ୍ୟାଙ୍କରୁ ଗୁରୁବାର ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ବ୍ୟାଙ୍କ…

ଆଖିରେ ଲୁହ ନେଇ ରାବ୍ରୀଙ୍କ ଘରୁ ବାହାରିଲେ ବୋହୂ ଐଶ୍ୱର୍ଯ୍ୟା

ପାଟନା,୧୩।୯:  ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ସ୍ତ୍ରୀ ଐଶର୍ଯ୍ୟା କାନ୍ଦି କାନ୍ଦି ନିଜ ବାପଘରକୁ ଚାଲିଯାଇଥିବା…

ମୁହଁ ଖୋଲିଲା ପାକିସ୍ତାନ: ଆତଙ୍କବାଦୀ ସୃଷ୍ଟି ପାଇଁ ଆମେରିକା ଦେଇଥିଲା ଆର୍ଥିକ ସହାୟତା

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗୋଟିଏ ପରେ ଗୋଟିଏ ସତ ମାନୁଛନ୍ତି। ଏବେ ଇମ୍ରାନ୍‌ କହିଛନ୍ତି କି ୧୯୮୦ରେ ଆଫଗାନିସ୍ତାନରେ ରୁଷ( ତତ୍କାଳିନ ସୋଭିଏତ୍‌ ସଂଘ)ବିରୋଧରେ…

ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ ଭଦ୍ରାଙ୍କୁ…

ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ: ବହିଷ୍କାର ଦାବିରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର, ୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଜନାର୍ଦ୍ଦନପୁର ପଞ୍ଚାୟତ ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ୱାର୍ଡମେମ୍ବରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ…

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି।…

ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ୩୫ ଶିକ୍ଷକଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେଦାନ୍ତ ଆଲୁମିନିୟମ୍‌ ପକ୍ଷରୁ ଲାଞ୍ଜିଗଡଠାରେ ବ୍ଲକର ୬ ପଞ୍ଚାୟତର ୩୫ ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ…