ଆଖିରେ ଲୁହ ନେଇ ରାବ୍ରୀଙ୍କ ଘରୁ ବାହାରିଲେ ବୋହୂ ଐଶ୍ୱର୍ଯ୍ୟା

ପାଟନା,୧୩।୯:  ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ସ୍ତ୍ରୀ ଐଶର୍ଯ୍ୟା କାନ୍ଦି କାନ୍ଦି ନିଜ ବାପଘରକୁ ଚାଲିଯାଇଥିବା…

ମୁହଁ ଖୋଲିଲା ପାକିସ୍ତାନ: ଆତଙ୍କବାଦୀ ସୃଷ୍ଟି ପାଇଁ ଆମେରିକା ଦେଇଥିଲା ଆର୍ଥିକ ସହାୟତା

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗୋଟିଏ ପରେ ଗୋଟିଏ ସତ ମାନୁଛନ୍ତି। ଏବେ ଇମ୍ରାନ୍‌ କହିଛନ୍ତି କି ୧୯୮୦ରେ ଆଫଗାନିସ୍ତାନରେ ରୁଷ( ତତ୍କାଳିନ ସୋଭିଏତ୍‌ ସଂଘ)ବିରୋଧରେ…

ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ ଭଦ୍ରାଙ୍କୁ…

ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ: ବହିଷ୍କାର ଦାବିରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର, ୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଜନାର୍ଦ୍ଦନପୁର ପଞ୍ଚାୟତ ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ୱାର୍ଡମେମ୍ବରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ…

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି।…

ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ୩୫ ଶିକ୍ଷକଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେଦାନ୍ତ ଆଲୁମିନିୟମ୍‌ ପକ୍ଷରୁ ଲାଞ୍ଜିଗଡଠାରେ ବ୍ଲକର ୬ ପଞ୍ଚାୟତର ୩୫ ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ…

ନିୟମଗିରି ଅଞ୍ଚଳରେ ହାତୀ ଉପଦ୍ରବ: ଏକର ଏକର ଚାଷ ନଷ୍ଟ : କ୍ଷତିପୂରଣ ଦାବି

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନିୟମଗିରି ପାଦଦେଶରେ ଥିବା ଗାଁ ଗୁଡିକରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଗାଁ ମୁହଁା ହୋଇ…

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍‌ଲେଟ୍‌…

ନୂଆ ଉପାୟରେ ଗ୍ରୀଷ୍ମ ପ୍ରବାହକୁ ରୋକିବେ ଟୋକିଓ ଅଲିମ୍ପିକ୍ସ ଆୟୋଜକ

ଟୋକିଓ,୧୩।୯(ଏଏଫ୍‌ପି) : ଟୋକିଓ ୨୦୨୦ ଅଲିମ୍ପିକ୍ସ ଆୟୋଜକମାନେ ଇଭେଣ୍ଟବେଳେ ଗ୍ରୀଷ୍ମ ପ୍ରବାହକୁ ରୋକିବା ପାଇଁ କୃତ୍ରିମ ବରଫ ବର୍ଷା କରାଇବା ପାଇଁ ଯୋଜନା କରିଛନ୍ତି। କନୋଇଂ ଟେଷ୍ଟ…

ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ ନ…