ଭିଏତ୍‌ନାମ ଓପନ୍‌: ସିରିଲ, ସୌରଭ ଆଗେଇଲେ, ଶୁଭଙ୍କର ନିରାଶ

ହୋ ମି ମିନ ସିଟି (ଭିଏତ୍‌ନାମ), ୧୨।୯ (ପି.ଟି.)- ଏଠାରେ ଚାଲିଥିବା ଭିଏତ୍‌ନାମ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତର ସିରିଲ ବର୍ମା ଓ ସୌରଭ ବର୍ମା ବିଜୟ…

୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଲା ଝାଡ଼ଖଣ୍ଡ: ଶୁକ୍ରବାର ସ୍ବତନ୍ତ୍ର ଅଧିବେଶନ

ରାଞ୍ଚି,୧୨।୯: ଝାଡ଼ଖଣ୍ଡ ୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଛି। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ନୂଆ ବିଧାନସଭା ଭବନକୁ ଉଦ୍‌ଘାଟନ କରିଛନ୍ତି। ୩୯…

ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି…

କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଲେ

ହାଇଦ୍ରାବାଦ,୧୨।୯: ହାଇଦ୍ରାବାଦ୍‌ର ଚାର୍‌ମିନାର୍‌ରେ ଜଣେ ପୋଲିସ୍‌ କନଷ୍ଟେବଳ ନିଜ ପାଇଁ କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଇଛନ୍ତି। କନଷ୍ଟେବଳ ଚାକିରି ଯୋଗୁ ତାଙ୍କୁ ଝିଅ ମିଳିବାରେ…

ଟ୍ରେନ୍‌ ଲାଇନ୍‌ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର/ରାଇସୁଆଁ,୧୨।୯(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡ଼ାଗୋଠ ନିକଟ ଟ୍ରେନ୍‌ ଲାଇନ୍‌ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତଦେହଟି ମୁହଁମାଡ଼ି ପଡ଼ିଥିଲା।…

ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ

କୋଟଗଡ଼,୧୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା।…

ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି ପାଇଁ ମନା କଲେ କୋର୍ଟ

ଚେନ୍ନାଇ,୧୨।୯: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି କରିବାକୁ ମାଡ୍ରାସ ହାଇକୋର୍ଟ ମନା କରି ଦେଇଛନ୍ତି। ପୂର୍ବରୁ ୨୨…

ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହର ମିଳିଲା ସନ୍ଧାନ: ହବଲ୍‌ ଟେଲିସ୍କୋପ୍‌ ଦେଲା ସୂଚନା

ଓ୍ବାଶିଂଟନ,୧୨।୯: ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହ କେ-୨-୧୮-ବିର ସନ୍ଧାନ ମିଳିଛି। ଏନେଇ ନାସାର ହବଲ୍‌ ଟେଲିସ୍କୋପ୍‌ ସୂଚନା ଦେଇଛି। ପୃଥିବୀଠାରୁ ୧୧୦ ଆଲୋକ…

ଅଗ୍ନିକାଣ୍ଡରେ ଜଳିଗଲା ତେଜରାତି ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଛତିଆ,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀପାଟଣା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ତେଜରାତି ଦୋକାନ…

ମାୟା ଲଗାଇବ ମାୟା ନଗରୀ

ଆଉ ଏକ ନବଗଠିତ ଅପେରା ପାର୍ଟି ଲଢ଼େଇ ମଇଦାନକୁ ଓହ୍ଲାଉଛି। ଚଳିତ ମାସ ୧୬ରେ ଏହି ପାର୍ଟି ନିଜର ଯାତ୍ରା ଅଭିଯାନ ଆରମ୍ଭ କରିବାକୁ ଯାଉଛି। ‘ଯାତ୍ରା…