ଲୁଚାଉଛନ୍ତି ହୁମ୍ମା

ଯେମିତି ବୁଲେଇ ବଙ୍କେଇ ପଚାରିଲେ ହୁମ୍ମାଙ୍କ ମୁହଁରୁ ସେହି ଗୋଟିଏ ଉତ୍ତର ଶୁଣିବାକୁ ମିଳୁଛି-‘ସେ ମୋ ପ୍ରେମିକ ନୁହନ୍ତି ଭଲ ବନ୍ଧୁ।’ କଥା କ’ଣ କି ହିନ୍ଦୀ…

ପ୍ରବଳ ବର୍ଷା: ରକ୍ଷା ପାଇବା ପାଇଁ ଲୋକେ ପାଳନ କଲେ ବେଙ୍ଗବେଙ୍ଗୁଲୀ ଛାଡ଼ପତ୍ର ପରମ୍ପରା

ଭୋପାଳ,୧୨।୯: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଛି। ଏଥିରୁ ରକ୍ଷା ପାଇଁ ଲୋକେ ସ୍ଥାନୀୟ ଏକ ମନ୍ଦିରରେ ବେଙ୍ଗବେଙ୍ଗୁଲୀଙ୍କ ଛାଡ଼ପତ୍ର ପରମ୍ପରା ପାଳନ କରିଛନ୍ତି। ପୂର୍ବରୁ ଏଠାରେ…

ଶେଷରେ ମାନୁଛି ପାକିସ୍ତାନ: ବିଶ୍ୱ ଆମ କଥା ନୁହେଁ ଭାରତ କଥା ଶୁଣୁଛି

ଇସ୍‌ଲାମାବାଦ,୧୨।୯: ଜମ୍ମୁ-କଶ୍ମୀର ମାମଲାରେ ଏବେ ପାକିସ୍ତାନ ଯେ ଏକୁଟିଆ ହୋଇଯାଇଛି ତାହା ସେ ଉବଲବ୍ଧି କରି ସାରିଲାଣି। ନିକଟରେ ପାକିସ୍ତାନ ବୈଦେଶିକମନ୍ତ୍ରୀ କଶ୍ମୀର ଭାରତର ରାଜ୍ୟ ବୋଲି…

ଥାଇ କର୍ନ କେକ୍‌

ସୁଆଦିଆ ଖାଦ୍ୟ ସମସ୍ତଙ୍କର ପସନ୍ଦ। ସେଥିପାଇଁ ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କୁ ଆକର୍ଷିତ କରିବା ଲାଗି ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ।ପର୍ଯ୍ୟଟନ ସହର ପୁରୀର ହୋଟେଲ,ରେଷ୍ଟୁରାଣ୍ଟଗୁଡ଼ିକରେ…

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ। ବୁଧବାରଠାରୁ…

୧୧ବର୍ଷ ତଳେ ପଡିଆରେ ଚାପୁଡା ମାରି କନ୍ଦାଇଥିଲେ, ଏବେ ଜଣାଇଲେ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୧ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚ୍‌ରେ ପ୍ରତିପକ୍ଷ ବୋଲର ଏସ୍‌.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ। ଏହାପରେ…

ବାଇକ୍‌ ଚଲାଇବା ଯୋଗୁ ସିନେମାରେ କାମ ପାଇଥିଲି

ଯେତେ ବି ଅନୁଭୂତି ଥାଉ, ପ୍ରଥମ ଥର କ୍ୟାମେରା ସମ୍ମୁଖୀନ କରିବାର ଅନୁଭୂତି ଚିରସ୍ମରଣୀୟ।ମଡେଲିଂ କରୁଥିବା ଯୋଗୁ ମୋତେ ସିନେମାରେ ପ୍ରବେଶ କରିବା ସହଜ ହୋଇଥିଲା। ତେବେ…

ଶାଶୁ ବୋହୂ ଧାରାବାହିକ ଯୁଗରେ ସାହିତ୍ୟ ତିଷ୍ଠିବା ଅସମ୍ଭବ

ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ। ନିକଟରେ ସେ ନିଜ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ୪୦ତମ ଶାରଳା ପୁରସ୍କାର…

ଏମିତି ରେଳଷ୍ଟେଶନ, ଯାହାର ପରିଚାଳନା ଦାୟିତ୍ୱ ନିର୍ବାହ କରିଥାନ୍ତି ଛୋଟ ପିଲା

ଯେକୌଣସି ଦେଶରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ଏଥିମଧ୍ୟରୁ ରେଳପଥ ଅନ୍ୟତମ। ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ନିହାତି ଜରୁରୀ। ବିଶେଷକରି ଏହାକୁ…

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ଭାରତ-ଏ ୭ ଉଇକେଟ୍‌ରେ ବିଜୟୀ

ଥିରୁଭାନନ୍ତପୁମର, ୧୨।୯- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ଭାରତ-ଏ ୭ ଉଇକେଟ୍‌ରେ ଜିତିନେଇଛି। ଦକ୍ଷିଣ…