ନିଜର ଶ୍ରାଦ୍ଧକର୍ମ ସମୟରେ ଘରକୁ ଫେରିଲେ ବ୍ୟକ୍ତି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୧୨।୯: ବିହାର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଥିବା ମନେକରି ପରିବାର ସଦସ୍ୟ ଶ୍ରାଦ୍ଧକର୍ମ କରୁଥିଲେ। ତେବେ ସମ୍ପୃକ୍ତ…

ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ…

ବଂଶୀ ଥେରାପିରେ ଭଲ ହେଉଛି ଗୋମାତାଙ୍କ ରୋଗ, ବଢୁଛି ଦୁଗ୍ଧ ଉତ୍ପାଦନ

ଜମ୍ମୁ,୧୨।୯: ଜମ୍ମୁ-କଶ୍ମୀରର ଏକ ଗୋଶାଳାରେ ଗୋମାତାଙ୍କୁ ସୁସ୍ଥ ରଖିବାକୁ ଏକ ଅଭିନବ ଉପାୟ ପ୍ରୟୋଗ କରାଯାଉଛି। ଏଠାରେ ଗୋମାତାଙ୍କ ଚିକିତ୍ସା କରାଯିବା ସହ ସେମାନଙ୍କୁ ବଂଶୀ ଥେରାପି…

କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ: ୪ ବର୍ଷରେ ୪୦୧.୬ କୋଟି ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ ବୁଧବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କୃଷି ଉତ୍ପାଦନ…

ଏଲିସେ ପେରୀଙ୍କ ସଫଳତା

ଆଣ୍ଟିଗୁଆ, ୧୨।୯- ବିଶ୍ୱର ତୃତୀୟ ମହିଳା କ୍ରିକେଟର୍‌ ଭାବେ ଅଷ୍ଟ୍ରେଲିଆର ଷ୍ଟାର୍‌ ଅଲ୍‌ରାଉଣ୍ଡର ଏଲିସେ ପେରୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ରେ ୧୫୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ସାର୍‌…

ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ହେଉ

ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ…

‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମ ଟ୍ରେଲରକୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର

ଅଭିନେତ୍ରୀ ସୋନମ କପୁରଙ୍କ ଅଭିନୀତ ‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମଟି କ୍ରିକେଟ ଏବଂ ଭାଗ୍ୟ ଉପରେ ଆଧାରିତ ହୋଇଥିବାରୁ ଫିଲ୍ମର…

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ ଯିବା…

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ: ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଛତିଆ,୧୨।୯(ଡି.ଏ.ଏନ.): ଯାଜପୁର ଜିଲାର ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀ ପାଟଣା ଗଁ।ର ଏକ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଉକ୍ତ ଗଁ।ର…

ଲଦାଖରେ ପୁଣି ଭାରତୀୟ ଯବାନ-ଚାଇନା ସୈନ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୧୨।୯: ଲଦାଖରେ ପୁଣିଥରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପୋଙ୍ଗା ହ୍ରଦର ଉତ୍ତର ପାର୍ଶ୍ୱରେ ଭାରତୀୟ ଯବାନ ପାଟ୍ରୋଲିଂ କରୁଥିବା ସମୟରେ ଚାଇନା…