ବେକାର ହେଲା ଗେଲ୍‌ଙ୍କ ବିସ୍ଫୋରକ ଶତକ

ସେଣ୍ଟ କିଟ୍ସ, ୧୧।୯: ଓ୍ବାର୍ନର ପାର୍କଠାରେ ଅନୁଷ୍ଠିତ କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ) ମ୍ୟାଚ୍‌ରେ ଜାମାଇକା ତାଲାଓ୍ବାସ ଦଳର ଅଧିନାୟକ କ୍ରିସ୍‌ ଗେଲ୍‌ଙ୍କ କ୍ୟାରିୟରର ୨୨ତମ ଶତକ…

ଭାରତରେ ଅନୁପ୍ରବେଶ କରିବେ ୨୭୫ ଆତଙ୍କବାଦୀ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଧୀରେଧୀରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ଥିବା ୭ଟି ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ ଇତିମଧ୍ୟରେ ସକ୍ରିୟ ହୋଇଥିବା ଭାରତୀୟ…

ଆଇପିଏଲ ନୁହେଁ, ସୁରକ୍ଷା ଚିନ୍ତାରେ ପଛଘୁଞ୍ଚା ଦେଇଛନ୍ତି ଶ୍ରୀଲଙ୍କା ଖେଳାଳି

ନୂଆଦିଲ୍ଲୀ,୧୧।୯: ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ୧୦ ଜଣ ଶ୍ରୀଲଙ୍କା ଖେଳାଳି ପାକିସ୍ତାନ ଗସ୍ତରୁ ଓହରିଯାଇଥିବା ଏହି ଦେଶର ମନ୍ତ୍ରୀ ଫଓ୍ବାଦ ହୁସେନ ଅଭିଯୋଗ ଆଣିଥିଲେ।…

ମୋଦିଙ୍କୁ ମିଳିଥିବା ଉପହାର ହେବ ନିଲାମ: ଅନ୍‌ଲାଇନ୍‌ରେ ସେପ୍ଟେମ୍ବର ୧୪ରୁ ଆରମ୍ଭ

ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ଉପହାରଗୁଡ଼ିକର ନିଲାମ କରାଯିବ। ଏହା ସେପ୍ଟେମ୍ବର ୧୪ରୁ ଅନ୍‌ଲାଇନ୍‌ରେ ଆରମ୍ଭ ହେବ ବୋଲି ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲ ସୂଚନା…

ମୁଁ ସର୍ବପ୍ରଥମେ ଜଣେ ଭାରତୀୟ,କେ.ଶିବନ୍‌ଙ୍କ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ୍‌

ଚେନ୍ନାଇ,୧୧।୯:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ଅଧ୍ୟକ୍ଷ କେ.ଶିବନ୍‌ଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ଚନ୍ଦ୍ରଯାନ-୨କୁ ନେଇ  ଅଧିକ ଲୋକପ୍ରିୟ ହୋଇଥିବା ଶିବନ୍‌ଙ୍କ ଏକ ପୁରୁଣା ଭିଡିଓ ସୋସିଆଲ୍‌…

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ  ପି.କେ.…

ପାକିସ୍ତାନରେ କ୍ଷୀର ଲିଟର ୧୪୦ ଟଙ୍କା

ଇସାଲାମାବାଦ୍‌,୧୧।୯: ପାକିସ୍ତାନରେ ଏବେ ଆର୍ଥିକ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ମୂଲ୍ୟ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଫଳ, ପରିବା, କ୍ଷୀର…

ପାକିସ୍ତାନକୁ ମୋଦିଙ୍କ ଚେତାବନୀ: ଆତଙ୍କବାଦୀ ଶରଣକାରୀଙ୍କୁ ବରଦାସ୍ତ କରାଯିବ ନାହିଁ

ମଥୁରା,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଥୁରାରେ ଆୟୋଜିତ ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ମିଶନ କାର୍ଯ୍ୟକ୍ରମରେ ବୁଧବାର ଯୋଗଦେଇ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଆତଙ୍କବାଦୀ ଶରଣକାରୀଙ୍କୁ ବରଦାସ୍ତ କରାଯିବ…

ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ ଅଞ୍ଚଳରେ…

୩୦ ବର୍ଷ ପରେ ୪ ବାୟୁସେନା ଯବାନଙ୍କ ହତ୍ୟା ମାମଲାର ଶୁଣାଣି: ମୁଖ୍ୟ ଅଭିଯୁକ୍ତ ୟାସିନ୍‌ ମାଲିକ୍‌ଙ୍କୁ ଟାଡା କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

ଶ୍ରୀନଗର,୧୧।୯: ବାୟୁସେନା ଯବାନଙ୍କୁ ହତ୍ୟା କରାଯିବା ମାମଲାରେ ଜେକେଏଲଏଫ୍‌ ମୁଖ୍ୟ ତଥା ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମାଲିକ୍‌ଙ୍କୁ ହାଜର ହେବାକୁ ଜମ୍ମୁର ଟାଡା କୋର୍ଟ ପକ୍ଷରୁ ନିର୍ଦ୍ଦେଶ…