ଓଡ଼ିଶା-ଛତିଶଗଡ଼ ସୀମା ବିବାଦ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଶାସନି ଟିମ୍‌

ସିନାପାଲି,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ସିନାପାଲି ତହସିଲ ଅନ୍ତର୍ଗତ ଛତିଶଗଡ ସୀମାନ୍ତରେ ଥିବା ନୂଆମାଲପଡା ଗ୍ରାମ ଚାଷୀଙ୍କ ଜମିକୁ ଜବରଦସ୍ତ ଛଡାଇ ନେଇ ଛତିଶଗଡ ରାଜ୍ୟର ଚାଷୀ ଚାଷ କରୁଥିବା…

ଖରିଆରରୋଡରେ ଆବାସ ଯୋଜନା ବାଟବଣା: ହିତାଧିକାରୀ ଜିଲାପାଳଙ୍କ ଦ୍ୱାରସ୍ଥ; କାର୍ଯ୍ୟାଦେଶ ପରେ ବି ଟଙ୍କା ମିଳୁନି

ନୂଆପଡା ଅଫିସ,୧୧ା୯-ରାଜ୍ୟରେ ଜଣେ ହେଲେ କୁଡିଆ ଘରେ ରହିବେ ନାହିଁ। ୨୦୨୦ ସୁଦ୍ଧା ସମସ୍ତଙ୍କୁ ପକ୍କା ଘର ଯୋଗାଦେବାର ସଂକଳ୍ପ ନେଇଛନ୍ତି ସରକାର। ହେଲେ ବିଭାଗୀୟ ଅଧିକାରୀମାନଙ୍କ…

ଜୁନାଗଡରେ ରୋଗୀ କଲ୍ୟାଣ ସମିତି ବୈଠକ: ରକ୍ତଭଣ୍ଡାର କାର୍ଯ୍ୟକ୍ଷମ କରିବା ଉପରେ ଆଲୋଚନା

ଜୁନାଗଡ,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ମଙ୍ଗଳବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିଲଗୁଡା ଗୋଷ୍ଠୀ…

ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ସବୁଜବାହିନୀରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ…

ମାଛ ଚାଷ ଜରିଆରେ ସ୍ବାଭାବଲମ୍ବି ହେବାକୁ ଲକ୍ଷ୍ୟ: ଆଗେଇ ଆସିଲେ ୩୦ ଏସ୍‌ଏଚ୍‌ଜି ଗ୍ରୁପ୍‌

କର୍ଲାମୁଣ୍ଡା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୨ଟି ପଞ୍ଚାୟତରେ ଥିବା ବିଭିନ୍ନ ସରକାରୀ ପୋଖରୀରେ ମାଛ ଚାଷ କରି ଆର୍ଥତ୍କ ବିକାଶ କରିବାର ଲକ୍ଷ୍ୟରେ ୨୯ଟି ପୋଖରୀରେ ୩୦…

କୋକସରା ବ୍ଲକରେ ଅଭିଯୋଗ ଜନଶୁଣାଣି: ସ୍କୁଲ ପରିଦର୍ଶନ, ପିଲାଙ୍କୁ ପାଠପଢ଼ାଇଲେ ଜିଲାପାଳ

କୋକସରା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକଠାରେ ମଙ୍ଗଳବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ବସନ୍ତ କୁମାର ସେଠୀ ଓ ବ୍ଲକ ଅଧ୍ୟକ୍ଷା ସବ୍ୟାରାନୀ…

୨ ପୁଅ, ମା’ଙ୍କ ମୃତଦେହ ମିଳିବା ଘଟଣା: ସ୍ବାମୀ ହିଁ ହତ୍ୟାକାରୀ, ପ୍ରେମିକାଙ୍କ ସମେତ ୩ ଅଟକ

ଭବାନୀପାଟଣା,୧୧।୯(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନାଠାରୁ ୧୦ କି.ମି. ଦୂର ସିଂଝରଣ ଗ୍ରାମରେ ସୋମବାର ୨ ଶିଶୁଙ୍କ ସମେତ ସ୍ତ୍ରୀଙ୍କୁ ତଣ୍ଟି କାଟି ହତ୍ୟା କରିବା ଘଟଣାର…

ରାସ୍‌ତାରେ ଆଁଠେ କାଦୋ: ଅସ୍‌ବିଧା ଭୁଗୁଛନ୍‌ ଛାତ୍ରୀଛାତ୍ର

ଲାଠୋର, ୧୧ା୯ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଲ ଷ୍ଟେଶନ ରାସ୍‌ତାର ଅବସ୍‌ତା ବହୁତ ଖରାପ ଅଛେ। ଇ ରାସ୍‌ତା ଦେଇ ଯାଉଥିବାର ଜନସାଧାରନ, ଛାତ୍ରୀଛାତ୍ର…

ଦାଉ ସାଧ୍‌ଲା ବରଷା: ବାସହୀନ ହେଲେ ମା’ବାପ୍‌ ଛେଉଁଡ୍‌ କୁବେର

ଲାଠୋର, ୧୧ା୯ (ଡି.ଏନ୍‌.ଏ.): ଗଲା କେତେଦିନ ଧରି ହେଇଥିବାର ଲଘୁଚାପ ବରଷାରେ ବଲାଙ୍ଗୀର ଜିଲାରେ ବହୁତ୍‌ ଲୁକ୍‌କର କ୍ଷୟକ୍ଷତି ହେଇଛେ। ସେନ୍‌ତା ଜିଲାର ଖପ୍ରାଖୋଲ ବ୍ଲକ ଲାଠୋର…

ସ୍କୁଲ ବ୍ୟାଗ୍‌ ଯାଞ୍ଚ ପାଇଁ ଗଠନ ହେଲା ସ୍କ୍ବାଡ୍‌

ଭୁବନେଶ୍ୱର, ୧୧-୯(ବ୍ୟୁରୋ): ସ୍କୁଲ ବ୍ୟାଗ୍‌ ଓଜନ ଯାଞ୍ଚ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ତତ୍ତ୍ୱାବଧାନରେ ୩ ଜିଲାସ୍ତରୀୟ ସ୍କ୍ବାଡ ଗଠନ କରାଯାଇଛି। ଏହି ସ୍କ୍ବାଡ୍‌ ସ୍କୁଲଗୁଡ଼ିକୁ ପରିଦର୍ଶନ କରି…