ଅଶୋକ ଦାସ ଫାଉଣ୍ଡେସନ୍‌ ପକ୍ଷରୁ ୨୬୦ ରକ୍ତଦାତାଙ୍କୁ ସମ୍ବର୍ଦ୍ଧିତ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଅଶୋକ ଦାସ ଫାଉଣ୍ଡେଶନ୍‌ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କ୍ରମରେ ଯାଜପୁର ନିର୍ବାଚନମଣ୍ଡଳୀର ସୁଜନପୁର, ସିମିଳିଆ, ଜାଫରପୁର, ବେରୁଦା ଆଦି ୪ଟି…

ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ…

ସାର୍ବଜନୀନ ପୂଜା କମିଟିର ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଡୁବୁରୀ,୧୧-୯(ଡି.ଏନ୍‌.ଏ.)- ଡୁବୁରୀ ଅଞ୍ଚଳର ଅଗ୍ରଣୀ ପୂଜା ଅନୁଷ୍ଠାନ ସାବର୍ର୍ଜନୀନ ଦୂର୍ଗା ପୂଜା କମିଟି ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଏ ନେଇ…

ଆନ୍ଦୋଳନକୁ ଓହ୍ଲାଇବ ପଞ୍ଚାୟତ କର୍ମଚାରୀ ସଙ୍ଘ

ଯାଜପୁର ରୋଡ,୧୧-୯(ନି.ପ୍ର.)- ଓଡ଼ିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ସଙ୍ଘର ଯାଜପୁର ଜିଲା ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲା ସଭାପତି ବଳରାମ ଚୁହାଣଙ୍କ ସଭାପତିତ୍ୱରେ ପାଣିକୋଇଲି ପଞ୍ଚାୟତ…

ସ୍ବସ୍ତିକ, ସତ୍ୟେନ୍ଦ୍ର, ଅନନ୍ତଙ୍କୁ ସରୋଜ ମହାସୁଆର ପୁରସ୍କାର

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ଯୁବ କ୍ରିକେଟର ସ୍ବସ୍ତିକ ସାମଲ ଏବଂ ରାଜ୍ୟର ଦୁଇ ଜଣାଶୁଣା ଅମ୍ପାୟର ସତ୍ୟେନ୍ଦ୍ର ମୋହନ ମହାନ୍ତି ଓ ଅନନ୍ତ ବାସୁଦେବ ମିଶ୍ର ଚଳିତ ବର୍ଷର…

ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟ ଦୁର୍ନୀତିର ସ୍ବତନ୍ତ୍ର ଅଡିଟ୍‌

ଯାଜପୁର ରୋଡ,୧୧-୯(ନି.ପ୍ର.)- ବ୍ୟାସନଗର ସ୍ବଂୟଶାସିତ ମହାବିଦ୍ୟାଳୟର ଯୁଜିସି ଅନୁଦାନ(ବିଶ୍ୱବିଦ୍ୟାଳୟ ଆୟୋଗ ପାଣ୍ଠି) ଠିକ୍‌ ବିନିଯୋଗ ନ କରାଯାଇ ବ୍ୟାପକ ଦୁର୍ନୀତି ଓ ନିଯୁକ୍ତ କ୍ଷେତ୍ରରେ ଅନିମିୟତା ଘଟଣାର…

ବିଦେଶ ମାଟିରେ ଖେଳିବାକୁ ବ୍ୟଗ୍ର: ସୁଶ୍ରୀ

ଭୁବନେଶ୍ୱର, ୧୧।୯-ସୁଶ୍ରୀ ଦିବ୍ୟଦର୍ଶିନୀ ପ୍ରଧାନ। ଓଡ଼ିଶା ମହିଳା କ୍ରିକେଟରେ ଏହା ଏବେ ସବୁଠାରୁ ଚର୍ଚ୍ଚିତ ନାମ। ରାଜ୍ୟ ଏବଂ ଜୋନାଲ ସ୍ତରରେ ଆକର୍ଷଣୀୟ ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ…

ଭାରତ ‘ଏ’ ଦଳରେ ଓଡ଼ିଶାର ଦିବ୍ୟଦର୍ଶିନୀ

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ପ୍ରତିଭା ସମ୍ପନ୍ନ ମହିଳା କ୍ରିକେଟ ଖେଳାଳି ସୁଶ୍ରୀ ଦିବ୍ୟଦର୍ଶିନୀ ପ୍ରଧାନ ଓଡ଼ିଶା କ୍ରିକେଟ ପାଇଁ ଆଣିଛନ୍ତି ଏକ ଖୁସି ଖବର। ପୂର୍ବରୁ ଭାରତୀୟ ବୋର୍ଡ…

ଓ୍ବେଷ୍ଟର୍ନ ଏସିଆନ ୟୁଥ୍‌ ଆଣ୍ଡ ଜୁନିୟର ଚେସ୍‌: ସାଇନା, ପଲକଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା ଚେସ୍‌ର ଭବିଷ୍ୟତଭାବେ ବିବେଚିତ ହେଉଥିବା ପ୍ରତିଭା ସମ୍ପନ୍ନ ସାଇନା ସାଲୋନିକା ନିଜ ଅନ୍ତର୍ଜାତୀୟ କ୍ୟାରିୟରରେ ଆଉ ୨ଟି ପଦକ ଅର୍ଜନ କରିଛନ୍ତି। ନୂଆଦିଲ୍ଲୀରେ…

ସେଲ୍‌ ଥେରାପି ପାଇଁ ପ୍ୟାରିସ୍‌ରେ ସୁମାକର

ପ୍ୟାରିସ୍‌, ୧୧ା୯ (ଏଏଫ୍‌ପି)-ଆଘାତପ୍ରାପ୍ତ ୭ଥର ଚାମ୍ପିୟନ ଫର୍ମୁଲା ଓ୍ବାନ ବିଶ୍ୱ ଚାମ୍ପିୟନ ମାଇକେଲ ସୁମାକରଙ୍କୁ ପ୍ୟାରିସର ଜର୍ଜେସ ପମ୍ପିଡୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ସେଲ୍‌…