ମହିଳା କ୍ରିକେଟ ଦଳ ଲାଗି ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତ ହେବେ

ନୂଆଦିଲ୍ଲୀ,୧୧।୯(ପି.ଟି.)- ଜାତୀୟ ମହିଳା କ୍ରିକେଟ ଦଳ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରଫର୍ମାନ୍ସ ଆନାଲିଷ୍ଟ ବା ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତି ଦେବ। ଏ ନେଇ…

ଜନନୀ ଏକ୍ସପ୍ରେସ ଦୃର୍ଘଟଣାଗ୍ରସ୍ଥ, ପ୍ରସୂତିଙ୍କ ସହ ୨ ଗୁରୁତର

ଚଣ୍ଡିଖୋଲ,୧୧-୯(ଡି.ଏନ୍‌.ଏ.)- ବାଲେଶ୍ୱରରୁ ଜଣେ ପ୍ରସୂତିଙ୍କୁ ଧରି ଏକ ଜନନୀ ଏକ୍ସପ୍ରେସ ଗାଡ଼ି କଟକ ବଡ଼ ମେଡ଼ିକାଲ ଯାଉଥିବା ସମୟରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ…

ଅହମ୍ମଦାବାଦ୍‌ରେ ପିକେଏଲ୍‌ ଫାଇନାଲ ଖେଳାଯିବ

ଅହମ୍ମଦାବାଦ,୧୧।୯(ପି.ଟି.)- ଆସନ୍ତାମାସ ୧୯ ତାରିଖରେ ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଲିଗ୍‌ର ଏହି ସପ୍ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦ୍‌ରେ ଖେଳାଯିବ ବୋଲି…

ବଡ଼ଚଣା ପୋଲିସର ସଡ଼କ ସୁରକ୍ଷା ସଚେତନତା

ଚଣ୍ଡିଖୋଲ,୧୧-୯(ଡି.ଏନ.ଏ)- ନୂଆ ମୋଟରଯାନ ଆଇନ କଡ଼ାକଡ଼ି ଲାଗୁ ହେବା ପରଠାରୁ ମୋଟରସାଇକେଲ ଆରୋହୀମାନେ ବିଶେଷଭାବେ ଭୟଭିତ ହୋଇପଡ଼ିଛନ୍ତି। ବହୁ ଗାଡ଼ିର କାଗଜପତ୍ର ଠିକ୍‌ ନ ଥିବା ଓ…

ଜମି ପଟ୍ଟା ଯୋଗାଇଦେବାକୁ ଜିଲାପାଳଙ୍କୁ ନିବେଦନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଯାଜପୁର ବ୍ଲକର ସିମିଳିଆ ପଞ୍ଚାୟତର ଶହ ଶହ ଲୋକମାନେ ଜମିପଟ୍ଟା ପାଇବାରୁ ବଞ୍ଚତ୍ତ ଅଛନ୍ତି। ଏନେଇ ଗତ ମାର୍ଚ୍ଚ ୬ ତାରିଖରେ ଏହି ପଞ୍ଚାୟତର…

ଇଷ୍ଟ ଜୋନ୍‌ ସ୍ନୁକର: କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୧।୯(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ମଙ୍ଗଳବାର ଷଷ୍ଠ ଦିବସରେ ପହଞ୍ଚିଛି। ଓଡ଼ିଆର ସୁବ୍ରତ୍‌ ଦାସ କ୍ୱାର୍ଟର ଫାଇନାଲରେ ପ୍ରବେଶ…

ଜିଲାପାଳଙ୍କ ଅଭିଯୋଗ ଶୁଣାଣି:୧୪୪ ଅଭିଯୋଗରୁ ୭୧ଟିର ତତ୍କାଳ ସମାଧାନ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଜିଲାସ୍ତରୀୟ ଅଭିଯୋଗ ଶୁଣାଣି ସ୍ଥାନୀୟ ଜିଲାପରିଷଦ ସଭାଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତେବେ କ୍ରମାଗତ ଛୁଟି, ବର୍ଷାଋତୁ ଓ ବିଶେଷ ପ୍ରଚାରପ୍ରସାର ନ ଥିବାରୁ…

ଦଶରଥପୁର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଦଶରଥପୁର,୧୧-୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଦଶରଥପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଦୁଇଦିନିଆ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ ପ୍ରଦୀପ…

ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ…

ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ:ପ୍ରଦୂଷଣ ମୁକ୍ତ ସମାଜ ଗଠନର ଆହ୍ବାନ

ଯାଜପୁର ରୋଡ,୧୧ା୯(ନି.ପ୍ର.)- ପ୍ରଦୂଷଣ ଆଇନକୁ କଡ଼ାକଡ଼ି ଭାବେ ପାଳନ ସହିତ ପ୍ରଦୂଷଣ ସୃଷ୍ଟିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରି କି ଏକ ପ୍ରଦୂଷଣ ମୁକ୍ତ…