ବାବରୀ ମସଜିଦ୍‌ ଭଙ୍ଗା ମାମଲା: କଲ୍ୟାଣ ସିଂଙ୍କ ସମେତ ଭାଜପାର ଅନ୍ୟ ୧୩ ନେତାଙ୍କ ଉପରେ ସିବିଆଇ ନଜର

ନୂଆଦିଲ୍ଲୀ,୧୦।୯: କଲ୍ୟାଣ ସିଂ ରାଜ୍ୟପାଳ ପଦ ଛାଡ଼ିବା ପରେପରେ ଏବେ ତାଙ୍କ ଉପରେ ସଙ୍କଟ ଦେଖାଦେଇଛି। ବାବରୀ ମସଜିଦ୍‌ ଭଙ୍ଗା ମାମଲାରେ କଲ୍ୟାଣ ସିଂଙ୍କ ସମେତ ଭାଜପାର…

ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ

କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି। ଶ୍ରୀଲଙ୍କାର…

ଧରାପଡିଲେ ୮୧ ବର୍ଷର ବୃଦ୍ଧ ବେଶରେ ଆମେରିକା ଯାଉଥିବା ଯୁବକ

ନୂଆଦିଲ୍ଲୀ,୧୦।୯: ଅହମ୍ମଦାବାଦର ଜୟେଶ ପଟେଲ ନାମକ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ୮୧ବର୍ଷୀୟ ବୃଦ୍ଧ ବେଶରେ ସଜାଇ ସୋମବାର ଆମେରିକା ଯିବାକୁ ଚେଷ୍ଟା କରୁଥିବା ସମୟରେ…

ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ: ମରାମତି ଲାଗି ଦାବି

କୋଟଗଡ଼,୧୦।୯( ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଥିବା କନାଝୁରୁ ନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ…

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ…

ରେଳଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ତିହିଡି,୧୦।୯(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମରା ରେଳପଥର ଅଚକ ନିକଟରୁ ମଙ୍ଗଳବାର ସକାଳେ ଜନୈକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଦୁଃଶାସନ ମଲିକ(୬୫)। ତାଙ୍କ ଘର…

ଟୋକିଓରେ ଟାଇଫୁନ୍‌ ଆତଙ୍କ: ନାରିତା ବିମାନ ବନ୍ଦରରେ ସାରାରାତି ଅଟକି ରହିଲେ ୧୭ ହଜାର ଯାତ୍ରୀ

ଟୋକିଓ,୧୦।୯: ଜାପାନରେ ଦେଖାଦେଇଥିବା ଝଡ଼ ଟାଇଫୁନ୍‌ ଯୋଗୁ ସାଧାରଣ ଯୋଗାଯୋଗ ତଥା ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଟୋକିଓର ନାରିତା ବିମାନବନ୍ଦରରେ ଶହେଟି ବିମାନର ଉଡ଼ାଣକୁ ବାତିଲ…

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର ୮ମ…

ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ: ଋଣଭାର ଯୋଗୁ ଆତ୍ମହତ୍ୟା କଲେ ବିଲ୍ଡର

ଅହମ୍ମଦାବାଦ୍‌,୧୦।୯: ଦେଶରେ ସୃଷ୍ଟି ହୋଇଥିବା ମାନ୍ଦାବସ୍ଥା ଯୋଗୁ ବିଭିନ୍ନ କ୍ଷେତ୍ରରେ କାରବାର ହ୍ରାସ ପାଇବାରେ ଲାଗିଛି। ସୁରଟର ଜଣେ ବିଲ୍ଡରଙ୍କ କାରବାର ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ…

ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ…