ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି ପ୍ରଶାସନ…
ଝୁମ୍ପୁରା, ୧୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକର ଦୁର୍ଗମ ବଣପାହାଡ଼ ଘେରା ଇଲାକାରେ ଆଜି ବି ଟେଲି ଯୋଗାଯୋଗ ସୁବିଧା ଅପହଞ୍ଚ ହୋଇ ରହିଛି। ଦୁର୍ଗମ ଇଲାକାରେ ମୋବାଲ…
ଆରଡ଼ି, ୧୦।୯ (ଡି.ଏନ.ଏ.) - ବାହାରକୁ ଯାଇ କାମ କରିବା ଅପେକ୍ଷା ନିଜ ଗଁାରେ ଆତ୍ମନିର୍ଭରଶୀଳ ହୋଇ ରହିବାକୁ ପିଲାଦିନେ ସ୍ବପ୍ନ ଦେଖିଥିଲେ ବିଜୟ ଦାଶ। ଯୁକ୍ତ…
ବଡ଼ସାହି,୧୦-୯:(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀଠାରେ ବହୁ ପୁରାତନ ପ୍ରସିଦ୍ଧ ଶୈବପୀଠ ବାବା କଖାରୁଆ ବୈଦ୍ୟନାଥ ମନ୍ଦିର ଅବସ୍ଥିତ। ଐତିହ୍ୟପୂର୍ଣ୍ଣ ପ୍ରାକୃତିକ ସୌନ୍ଦଯର୍ୟ ଓ ଆଧ୍ୟାମତ୍ିକ ପରିବେଶ…
ବାରିପଦା ଅଫିସ,୯ା୯- ବାରିପଦା ସହର ପାର୍ଶ୍ୱ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀକୂଳରେ ରହିଛି ମଧୁବନ। ସେଠାରେ ନବ ଉତ୍କଳର ନିର୍ମାତା ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ…
ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ…
ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ରକ୍ତତୀର୍ଥ ଚଷାଖଣ୍ଡ ସବୁଦିନ ଦେଶପ୍ରେମର ଗାଥା ଶୁଣାଉଛି। କ୍ରାନ୍ତିବୀର ବାଘାଯତୀନ ଏହି ସ୍ଥାନରେ ବ୍ରିଟିଶ ଫୌଜଙ୍କ ସହ ଶେଷ…
ଦାରିଙ୍ଗବାଡ଼ି,୧୦।୯(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଚିକିତ୍ସାରେ ଅବହେଳା, ଅସ୍ବାସ୍ଥ୍ୟକର ପରିବେଶ ଓ ନିୟମିତ ଡାକ୍ତର ରହୁ ନ ଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି…
ଆସିକା, ୧୦ା୯(ଡି.ଏନ.ଏ.)-ଆସିକା ସମବାୟ ଚିନି ଶିଳ୍ପରେ ସୋମବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖା ଦେଇଛି। ଶ୍ରମିକମାନେ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଘେରାଉ…
ବ୍ରହ୍ମପୁର ଅଫିସ/ ସୋରଡା,୧୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ସୋରଡ଼ାରେ ଅନୁଷ୍ଠିତ ହେବ। ଏଥିରେ ଦଳର ପ୍ରାୟ ୩ ହଜାର କର୍ମୀ,…