୧୮ ବ୍ୟାଙ୍କରେ ୩୨ ହଜାର କୋଟିର ଠକେଇ: ଏସ୍‌ବିଆଇରେ ସର୍ବାଧିକ

ନୂଆଦିଲ୍ଲୀ,୯-୯: ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସ(ଏପ୍ରିଲ-ଜୁନ୍‌)ରେ ୧୮ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ମୋଟ୍‌ ୩୧,୮୯୮.୬୩ କୋଟି ଟଙ୍କାର ୨୪୮୦ ମାମଲା ଧରାପଡିଛି। ଦେଶର ଶୀର୍ଷ ବ୍ୟାଙ୍କ ଏସ୍‌ବିଆଇରେ…

ଚାକିରି ନାଁରେ ଠକେଇ: ଜଣେ ଗିରଫ

କଟକ ଅଫିସ,୯ା୯ : ବିଦେଶରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକି ନେବା ଅଭିଯୋଗରେ ବାଦାମବାଡି ପୋଲିସ ସେଖ୍‌ ମୋବିନ ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର…

କେରନ୍‌ ସେକ୍ଟରରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ସୈନ୍ୟଙ୍କ ଭିଡ଼ିଓ ଜାରି

ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପାକିସ୍ତାନ ସୈନ୍ୟ ବିଭାଗ ନିର୍ଦ୍ଦେଶରେ…

ଅଢ଼େଇ ବର୍ଷ ପରେ ବି ନିୟମ ମାନିଲେନି ସ୍କୁଲ କର୍ତ୍ତୃପକ୍ଷ

କଟକ ରୋଡ,୯ା୯(ଡି.ଏନ୍‌.ଏ.) : ଜନସାଧାରଣଙ୍କ ସୁରକ୍ଷା ପାଇଁ ପରିବହନ ବିଭାଗ ଓ କମିଶନରେଟ ପୋଲିସ ଟ୍ରାଫିକ ନିୟମକୁ କଡ଼ାକଡ଼ି କରିଛି। ଏ ନେଇ ଦୈନନ୍ଦିନ ନିୟମ ଉଲ୍ଲଂଘନ…

ଦେଶର ଆବଶ୍ୟକତା ଅନୁସାରେ ୧୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଯଥେଷ୍ଟ: ଅର୍ଥ ସଚିବ

ନୂଆଦିଲ୍ଲୀ,୯-୯: ରାଷ୍ଟ୍ରାୟତ୍ତ ୧୦ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରାଯିବ ବୋଲି ନିକଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଘୋଷଣା କରିଛନ୍ତି। ମିିଶ୍ରଣ ପରେ…

ନୂଆ ମୋଟର ଯାନ ଆଇନ ଲାଗୁ ପରେ ବଢୁଛି ଜାଲିଆତି

ଭୁବନେଶ୍ୱର,୯ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁହେବା ପରେ ପୋଲିସ୍‌ ଏବଂ ଆରଟିଓ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯାଉଛି। ଯେଉଁମାନଙ୍କର ଡ୍ରାଇଭିଂ ଲାଇସେନ୍ସ,…

ମାଲ୍‌ ପରିବହନ ହ୍ରାସ ଦେଇଥିଲା ସଙ୍କେତ; ମାନ୍ଦାବସ୍ଥାକୁ ଅଣଦେଖା କରିଛି କେନ୍ଦ୍ର

ନୂଆଦିଲ୍ଲୀ,୯-୯: ଦେଶର ଅର୍ଥନୀତି ଅଚାନକ ଧିମା ହୋଇନାହିଁ। ଦୀର୍ଘ ଦିନ ହେଲା ଏହାକୁ ନେଇ ସଙ୍କେତ ମିଳିଥିଲା। ମାଲ୍‌ ପରିବହନ କମିଯିବା, ଟ୍ରକ୍‌ ବିକ୍ରି ହ୍ରାସ ପାଇବା…

ମାନ୍ଦାବସ୍ଥା ମାଡ: ସୁଜୁକି ମୋଟର କ୍ଷମତା ବିସ୍ତାରକୁ ରୋକିଲା

ନୂଆଦିଲ୍ଲୀ,୯-୯: ମାନ୍ଦାବସ୍ଥା କାରଣରୁ ଦେଶରେ ଦୁଇଚକିଆ ଗାଡ଼ି ବିକ୍ରି କ୍ରମାଗତ ହ୍ରାସ ପାଇଚାଲିଛି। ଏଥିସହ ୨୦୨୦ ଏପ୍ରିଲରୁ ଦେଶରେ ଭାରତ ଷ୍ଟେଜ୍‌-୬କୁ କାର୍ଯ୍ୟକାରୀ କରାଯିବ। ଏହି କାରଣରୁ…

୧୨୩୪ କୋଟିର ୧୧ ଏନ୍‌ପିଏ ଆକାଉଣ୍ଟ ବିକିବ ପିଏନ୍‌ବି

ନୂଆଦିଲ୍ଲୀ,୯-୯: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ୧୨୩୪ କୋଟି ଟଙ୍କାର ୧୧ ଏନ୍‌ପିଏ(ଅନାଦାୟ ଋଣ) ଆକାଉଣ୍ଟକୁ ବିକ୍ରି କରିବାକୁ ଯାଉଛି। ଏଥିପାଇଁ ବ୍ୟାଙ୍କ ପକ୍ଷରୁ ଆସେଟ୍‌ ରିକନଷ୍ଟ୍ରକ୍‌ଶନ…

ନିବେଶକଙ୍କ ପସନ୍ଦ ପାଲଟୁଛି ସୁନା

ନୂଆଦିଲ୍ଲୀ, ୯-୯: ଦେଶରେ ଆର୍ଥତ୍କ ମାନ୍ଦାବସ୍ଥା ଲାଗି ରହିଥିବା ସୁନା ଏବଂ ରୁପା ଦର ବଢି ଚାଲିଛି। ବଜାରରେ ସୁନାର ଦର ବୃଦ୍ଧି ଆଗାମୀ କିଛି ସମୟ…