୩ଦିନ ପର୍ଯ୍ୟନ୍ତ ସୁଶାସନର ଶିକ୍ଷା ନେବେ ଯୋଗୀଙ୍କ ମନ୍ତ୍ରୀ

ଲକ୍ଷ୍ନୌ,୮।୯: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରୀମାନେ ଲକ୍ଷ୍ନୌର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍‌ ମ୍ୟାନେଜମେଣ୍ଟ(ଆଇଆଇଏମ୍‌)ରେ ରବିବାରଠାରୁ ୩ ଦିନିଆ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏଥିରେ…

ହ୍ୟାରୀ କେନଙ୍କ ହ୍ୟାଟ୍ରିକ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୮।୯- ୟୁରୋକପ୍‌ କ୍ୱାଲିଫାଇଙ୍ଗ୍‌ରେ ଇଂଲଣ୍ଡ ଗ୍ରୁପ୍‌ ଏ’ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ବୁଲଗେରିଆକୁ ୪-୦ ଗୋଲରେ ଅତି ସହଜରେ ପରାସ୍ତ କରିଛି। ଆରମ୍ଭରୁ ସମ୍ପୂର୍ଣ୍ଣ ରୂପେ ପ୍ରଭାବ…

ୟୁରୋ କପ୍‌ ଯୋଗ୍ୟତା ପର୍ଯ୍ୟାୟ: ପର୍ତ୍ତୁଗାଲର ପ୍ରଥମ ବିଜୟ

ବେଲଗ୍ରେଡ୍‌,୮।୯(ଏଏଫ୍‌ପି): ୟୁରୋପିଆନ୍‌ ଚାମ୍ପିୟନ ପର୍ତ୍ତୁଗାଲ ୟୁରୋ କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ତା’ର ପ୍ରଥମ ବିଜୟ ହାସଲ କରିଛି। ୨୦୨୦ ୟୁରୋ କପ୍‌ ପାଇଁ ଯୋଗ୍ୟତା ପର୍ଯ୍ୟାୟରେ କ୍ରିଷ୍ଟିଆନୋ…

ଚନ୍ଦ୍ରୟାନ-୩: ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବା ସମ୍ଭାବନା

ନୂଆଦିଲ୍ଲୀ,୮।୯: ଭାରତର ଚନ୍ଦ୍ରୟାନ-୨ ମିଶନ ବିଫଳ ହୋଇଛି। ତେବେ ଇସ୍ରୋ ପକ୍ଷରୁ ଚନ୍ଦ୍ରୟାନ-୩ ମିଶନ ପାଇଁ ଯୋଜନା ଆରମ୍ଭ ହୋଇଛି। ଏଥିରେ ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ…

ବାହମାସ ପରେ ଏବେ କାନାଡା ଅଭିମୁଖେ ଡୋରିଆନ

ଓଟାଓ୍ବା,୮।୯: ବାହମାସ ଓ ଆମେରିକାରେ ତାଣ୍ଡବ ରଚିବା ପରେ ଏବେ କାନାଡା ମୁହାଁ ହୋଇଛି ସାମୁଦ୍ରିକ ଝଡ଼ ଡୋରିଆନ। ଶନିବାର ଏହା କାନାଡାରେ ପହଞ୍ଚିବା ପରେ ଖୁବ୍‌…

ଗୋଟିଏ ରାତିରେ ୪ ମନ୍ଦିରରୁ ଚୋରି

ଭଣ୍ଡାରିପୋଖରୀ,୮।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଚୋରି ବଢ଼ିଚାଲିଛି। କିଛିଦିନ ତଳେ ଭଣ୍ଡାରିପୋଖରୀ ବଜାରର ବିଭିନ୍ନ ଦୋକାନରୁ ଚୋରି ହୋଇଥିବାବେଳେ ଶନିବାର ବିଳମ୍ବିତ…

ଲଭ୍‌ ଟ୍ରେନ୍‌: ରହିଛି ଦୁଇ ଦିନ, ଗୋଟିଏ ରାତି ଯାତ୍ରା କରିବା ସୁବିଧା

ଚାଇନାରେ ଏବେ ୨୦୦ ମିଲିୟନ ଅବିବାହିତ ବ୍ୟକ୍ତି ଅଛନ୍ତି। କାରଣ ଏଠାରେ ଲିଙ୍ଗଗତ ବ୍ୟବଧାନ ଅଧିକ। ଏହି ଏକାକୀ ଜୀବନକୁ ନେଇ ଅନେକେ ଦୁଃଖିତ ମଧ୍ୟ। ଏଠାକାର…

ସୂର୍ଯ୍ୟ ଗଣନାଟ୍ୟରୁ ଅପେରା ସୂର୍ଯ୍ୟମନ୍ଦିର

ଓଡ଼ିଆ ଯାତ୍ରା ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ ଲିଜା ପଣ୍ଡା। ଜନ୍ମ ଜଗତସିଂହପୁରର ନହରଣା। ବାପା ସୁଧାକର ଶତପଥୀ ଥିଲେ ଜଣେ କଳାକାର। ତାଙ୍କରି ପ୍ରେରଣା ହିଁ…

ମୋଦି ସରକାରଙ୍କ ଶହେ ଦିନର ସଫଳତା ବଖାଣିବେ ୧୭ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନର ସଫଳତା ସମ୍ପର୍କରେ ୧୭ କେନ୍ଦ୍ରମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁଥିବା କାର୍ଯ୍ୟକ୍ରମରେ ବେଖାଣିବେ। ସେପ୍ଟେମ୍ବର ୯…

ଶତ୍ରୁଙ୍କୁ କଡ଼ା ଜବାବ ଦେବ ଓ୍ବେଷ୍ଟର୍ଣ୍ଣ କମାଣ୍ଡ

ନୂଆଦିଲ୍ଲୀ,୮।୯: ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିକୁ ଦେଖି ବାୟୁସେନା ସବୁ ମୁହୂର୍ତ୍ତର ସାମ୍ନା କରିବାକୁ ପ୍ରସ୍ତୁତ ହୋଇ ରହିଛି। ବାୟୁସେନା ଏବେ ଉଚ୍ଚସ୍ତରୀୟ ଅପରେଶନର…