ପ୍ରତିଭାମୟୀ ଶୁଭ୍ରସ୍ମିତା: ଭଦ୍ରକରୁ ମୁମ୍ବାଇ ପରେ ଏବେ ବିଦେଶୀ ମାଟି ଲକ୍ଷ୍ୟ

ଭିନ୍ନ କିଛି କରିବା ଲକ୍ଷ୍ୟରେ ଯୁବପ୍ରତିଭା ଶୁଭ୍ରସ୍ମିତା। ଓଡ଼ିଆ, ବଙ୍ଗାଳୀ, ତେଲୁଗୁ, ଇଂଲିଶ ଓ ତାମିଲ ଭାଷାରେ ଗୀତ ଗାଇ ପ୍ରତିଭା ପ୍ରଦର୍ଶନ ପରେ ଆଗକୁ ଆଗକୁ…

ମହିଳାଙ୍କ ମୁଣ୍ଡ କାଟି ହତ୍ୟା

ଠାକୁରମୁଣ୍ଡା, ୮ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅନ୍ତର୍ଗତ ମିରିଗିନେଣ୍ଡି ପଞ୍ଚାୟତର ପଟୁଳିଡ଼ିହି ବନ୍ଧସାହିରେ ଶୁକ୍ରବାର ରାତିରେ ଘରେ ଏକୁଟିଆ ଥିବା ଜଣେ ବିଧବା ମହିଳାଙ୍କ ମୁଣ୍ଡ…

କିଡ୍‌ନୀ ରୋଗରେ ପୁଣି ୨ ଜୀବନ ଗଲା

କୁଆମରା, ୮ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ୫ ଘଣ୍ଟା ଅନ୍ତରରେ ଦୁଇ ଜଣଙ୍କ ଜୀବନଦୀପ ଲିଭିଯିବା ଘଟଣା…

ନିମ୍ନମାନର ଖାଦ୍ୟକୁ ବିରୋଧ କରି ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା

ବାରିପଦା ଅଫିସ,୮ା୯- ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ପ୍ରସୂତି, ଗର୍ଭବତୀ ଓ ଶିଶୁମାନଙ୍କୁ ବିଭିନ୍ନ ପ୍ରକାର ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପ୍ରଦାନ…

ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ: ‘ପରାଜୟର କାରଣ ଗୋଷ୍ଠୀ କନ୍ଦଳ’

ବାରିପଦା ଅଫିସ,୮ା୯- ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ନିର୍ବାଚନୀ ଫଳାଫଳ ଭଲ କରୁଥିବା ବେଳେ ମୟୂରଭଞ୍ଜ ଜିଲାରେ କିନ୍ତୁ ଓଲଟା। ଜିଲାରେ ତୃଣମୂଳସ୍ତରରେ ଭାଜପାର ସଙ୍ଗଠନ…

ଲୁଚିଯାଉଛି ପ୍ରତ୍ନବିଭବ

ଖଇରା, (ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ଗଁ। ମଝିରେ ରହିଛି ଏଭଳି ଏକ ପ୍ରାଚୀନ ମନ୍ଦିର, ଯାହାକୁ ବେଢ଼ିରହିଛି ଏକ ବରଗଛ। ବାହାରକୁ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ନକଲି ମଦ କାରଖାନା ଠାବ, ୪ ଅଟକ

ଦିଗପହଣ୍ଡି,୭ା୯(ଡି.ଏନ୍‌.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି ବିଦେଶୀ…

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ…

ଆମିକସ୍‌ କ୍ୟୁରିଙ୍କୁ ୪୦ ପୃଷ୍ଠାର ପରାମର୍ଶପତ୍ର ଦେଲେ ଶଙ୍କରାଚାର୍ଯ୍ୟ 

ପୁରୀ ଅଫିସ, ୭ା୯: ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଶନିବାର ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ…