ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ…

ରୁପା ଅଳଙ୍କାର ଚୋରି ଘଟଣା: ୬ କେଜି ରୁପା ଉଦ୍ଧାର, ୩ ଗିରଫ

ବ୍ରହ୍ମପୁର ଅଫିସ, ୭।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ମାଲସେନାପେଟା ସାହିରେ ଥିବା ଶ୍ରୀସାଇ ରିଫାଇନେରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର…

ଗାଡ଼ି ଯାଞ୍ଚ ନାଁରେ ଚାନ୍ଦା ଆଦାୟ, ପୋଲିସ ଏଏସ୍‌ଆଇ ନିଲମ୍ବିତ

ବ୍ରହ୍ମପୁର ଅଫିସ, ୭।୯: ଟ୍ରାଫିକ ନିୟମ ଅନୁସାରେ ପୋଲିସ ଯାନବାହନଗୁଡ଼ିକର କାଗଜପତ୍ର ଯାଞ୍ଚ କରୁଛି। ହେଲେ ଗାଡ଼ି ଯାଞ୍ଚ ନା’ରେ ଚାନ୍ଦା ଆଦାୟ କରିବା ଏବେ ଜଣେ…

୭୬ ଘଣ୍ଟା ଖାଦ୍ୟ ପ୍ରସ୍ତୁତ କରି ରେକର୍ଡ କଲେ ଲତା

ଭୋପାଳ,୭।୯: ମଧ୍ୟ ପ୍ରଦେଶ ରିବା ଅଞ୍ଚରରେ ଥିବା ସେଫ୍‌ ଲତା ଟଣ୍ଡନ ଦୀର୍ଘ ୭୬ ଘଣ୍ଟା ଧରି ରୋଷେଇ କରିବା ସମସ୍ତଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ମାଲିଙ୍ଗାଙ୍କ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି

ପାଲେକେଲେ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ଅନ୍ତିମ ଟି୨୦ ମ୍ୟାଚ୍‌ରେ କ୍ରମାଗତ ୪ ବଲରେ ୪ ଉଇକେଟ ନେଇଥିବା ଭେଟେରାନ ଶ୍ରୀଲଙ୍କା ପେସର ଲାସିଥ ମାଲିଙ୍ଗାଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉଲ୍ଲେଖନୀୟ ଉନ୍ନତି…

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

ଲଗାଣବର୍ଷା : ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ, ଘରେ ପଶିଲା ପାଣି

ଆନନ୍ଦପୁର,୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଓ ଏହାର ଆଖପାଖରେ ଲଗାଣବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହେବା ସହିତ ଲୋକଙ୍କ ଘରେ ପାଣି ପଶିଯାଇଛି। ଶୁକ୍ରବାର ରାତିରୁ…

ଲିଂଗଲିଂଗ ଝଡ଼ର ପ୍ରଭାବରେ କୋରିଆରେ ବ୍ୟାପକ କ୍ଷତି

ସିଓଲ,୭।୯: ଆମେରିକାର ଫ୍ଲୋରିଡାରେ ସାମୁଦ୍ରିକ ଝଡ଼ ଡୋରିଅନ ପ୍ରଭାବରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଏବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ କୋରିଆ ଉପକୂଳରେ ବି ବ୍ୟାପକ କ୍ଷତି…

ରଣକ୍ଷେତ୍ର ପାଲଟିଲା ରାଜମହଲ ଛକ: ପୋଲିସ-ଜନତା ମୁହାଁମୁହିଁ; ଲାଠିଚାର୍ଜ

ଭୁବନେଶ୍ୱର,୭।୯(ବ୍ୟୁରୋ): ରଣକ୍ଷେତ୍ର ପାଲଟିଛି ସ୍ଥାନୀୟ ରାଜମହଲ ଛକ। ନୂଆ ମୋଟର ଯାନ ନିୟମକୁ ବିରୋଧ ସହ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ତାତିଛନ୍ତି ଲୋକେ।…

୩ ଗୁହାଳ ଜଳିଗଲା : ୨୬ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ

ପଦ୍ମପୁର,୭।୯(ଡି.ଏନ୍‌.ଏ.) : ଭଦ୍ରକ ସଦର ବ୍ଲକ ଅଧୀନ ଗୋରାମାଟି ପଞ୍ଚାୟତର ଚଳପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ଟି ଗୁହାଳ ଜଳିଯାଇଛି। ଗ୍ରାମର ପରମେଶ୍ୱର…