୬ ବର୍ଷରୁ ୧୪ ବର୍ଷ ପର୍ଯ୍ୟନ୍ତ ସମସ୍ତ ଶିଶୁଙ୍କୁ ମାଗଣା ଶିକ୍ଷାଦେବା ଜରୁରୀ

ଥୁଆମୂଳ ରାମପୁର,୧୯।୭(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଥୁଆମୂଳ ରାମପୁର ଜେ.ଏମ.ଏଫ.ସି କୋର୍ଟ, ତାଳୁକ ଆଇନ ପ୍ରାଧିକରଣ ସେବା…

ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ…

ପାକିସ୍ତାନକୁ ବଡ଼ ଝଟ୍‌କା ଦେଲା ବନ୍ଧୁ ଚାଇନା: ସାଥ୍‌ ଦେବାକୁ ସିଧା ସିଧା ମନା କରିଦେଲା

ବେଜିଂ,୧୯।୭: ଚାଇନା ବିଭିନ୍ନ ଦେଶକୁ ଆଞ୍ଚଳିକ ସୁରକ୍ଷା ପାଇଁ ଆତଙ୍କବାଦ ବିରୋଧରେ ସହଯୋଗ ବୃଦ୍ଧି କରିବାକୁ ଆହ୍ବାନ କରିଛି। ଆମେରିକା ପାକିସ୍ତାନର ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର ଏକ…

ରାତିରେ ଶୋଇଥିଲେ ଭାଜପା ନେତା, ସକାଳୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ଭୋପାଳ, ୧୯ା୭:ମଧ୍ୟପ୍ରଦେଶର ମନ୍ଦସୌର ଜିଲାରେ ଶ୍ୟାମଲାଲ ଧାକଡ଼ (୪୫) ନାମକ ଜଣେ ଭାଜପା ନେତା ନିଜ ଘରେ ଶୋଇଥିବା ସମୟରେ ତାଙ୍କୁ ଜଣେ ଅଚିହ୍ନା ଆକ୍ରମଣକାରୀ ଏକ…

ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ପାଇଁ ଜୈବ ଇନ୍ଧନ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରି କେବଳ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ରାଜସ୍ଥାନସ୍ଥିତ…

ଜଳବାୟୁ ପାଣ୍ଠିର ଭୂମିକା

ସାମ୍ପ୍ରତିକ ସମୟର ପ୍ରମୁଖ ଆହ୍ବାନକାରୀ ସମସ୍ୟା ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି ବିଶ୍ୱ ତାପମାତ୍ରା ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ। ଏସବୁ ମାନବ ସ୍ବାସ୍ଥ୍ୟ, ବିଶ୍ୱ ଅର୍ଥନୀତି ଏବଂ…

୩୩ ବର୍ଷ ପରେ ରାୟ ପ୍ରକାଶ: ଦୋଷୀଙ୍କ ଦଣ୍ଡବିଧାନକୁ ଦେଖିପାରିଲେନି ପୀଡ଼ିତ

ନୀଳଗିରି,୧୯ା୭(ପ୍ରଶାନ୍ତ ବିଶ୍ୱାଳ):ରାଜନୈତିକ ଆକ୍ରୋଶର ଶିକାର ହୋଇ ମରଣସହ ସଂଗ୍ରାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ୩୩ବର୍ଷ ପରେ ନ୍ୟାୟ ମିଳିଥିବା ବେଳେ ଦୋଷୀଙ୍କୁ ଦଣ୍ଡ ମିଳିଛି। ମାତ୍ର…

ଯୁବତୀଙ୍କୁ ଶାରୀରିକ ନିର୍ଯାତନା ଦେଉଥିଲେ ଭାଜପା ନେତା: ବାନ୍ଧିଲା ପୋଲିସ

ଅନୁଗୋଳ,୧୯।୭(ମାନସ ବିଶ୍ୱାଳ)/ (ଜ୍ୟୋତିରଞ୍ଜନ ସାହୁ):ଜଣେ ଯୁବତୀଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଅନୁଗୋଳ ଜିଲା ଭାଜପା ସମ୍ପାଦକ ତଥା ଯୁବନେତା ସୁଦୀପ୍ତ ସ୍ବାଇଁ ଗିରଫ…