ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍‌ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା

ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍‌ ବାବଦକୁ ଆସିଥିବା ୭୦ ଲକ୍ଷ…

ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି…

କମାପଲୀ ଅଶୋକ ନଗରରେ ଜଳୁନି ଷ୍ଟ୍ରିଟ ଲାଇଟ

ବ୍ରହ୍ମପୁର ଅଫିସ,୭ା୯-ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ୩୧ନଂ ୱାର୍ଡରେ ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । କମାପଲ୍ଲୀ ଅଞ୍ଚଳର ବୈଦ୍ୟନାଥେଶ୍ୱର ଶୈବପୀଠ ଠାରୁ ଅଶୋକ ନଗରର ୧୮…

ଏବେ ବି ବିପଦସଙ୍କୁଳ ଅବସ୍ଥାରେ ହଷ୍ଟେଲ କୋଠା

ବ୍ରହ୍ମପୁର ଅଫିସ ୭ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ ଶୌଚାଳୟ କୋଠା ଭୁଶୁଡିବା ଘଟଣା ଏକମାସରୁ ଊର୍ଦ୍ଧ୍ୱ ବିତିଲାଣି। ତଥାପି ବିପଦସଙ୍କୁଳ…

ଜାତୀୟ ରାଜପଥ ୫୯ ନଂ. ଉପରେ ପାଣି

ହିଞ୍ଜିଳିକାଟୁ/ଶେରଗଡ,୭ା୯(ଡ଼ି.ଏନ୍‌.ଏ)-ଲଗାଣ ବର୍ଷାରେ ବେହାଲ ହୋଇଛି ହିଞ୍ଜିଳିକାଟୁ ଓ ଶେରଗଡ। ବର୍ଷା ପ୍ରଭାବରେ ଜାତୀୟ ରାଜପଥ ନଂ-୫୯ର ହିଞ୍ଜିଳିକାଟୁ ବ୍ଲକ ମକରଝୋଳ, ପୋଚିଲିମା, ସୋମପୁର, ପୋଡ଼ିଙ୍ଗୀଠାରେ ରାସ୍ତା ଉପରେ…

ଶବ୍ଦ ପ୍ରଦୂଷଣ ଅଭିଯୋଗ, ୨ ଡିଜେ ଗାଡି ଜବତ ୪୪ ହଜାର ୫ ଶହ ଟଙ୍କା ଜରିମାନା

ଆସିକା,୭ା୯(ଡି.ଏନ୍‌.ଏ.)- ଆସିକା ଥାନା ଇଲାକାରେ ବେଆଇନ ଭାବେ ଶବ୍ଦ ପ୍ରଦୂଷଣ କରୁଥିବା ଅଭିଯୋଗରେ ୨ଟି ଡିଜେ ଗାଡିକୁ ଶୁକ୍ରବାର ପୋଲିସ ଜବତ କରିଛି। ଏ ନେଇ ଦୁଇଟି…

ନାବାଳିକାଙ୍କୁ ବଳାତ୍କାର, ଅଶ୍ଳୀଳ ଫଟୋ ଭାଇରାଲ

ଗୋପାଳପୁର,୭ା୯-ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଏବେ ମଧ୍ୟ ବାଲ୍ୟବିବାହ ଚାଲିଛି। ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ନାବାଳିକା ବିବାହ ପରେ ଗଁ।କୁ ଆସିଥିବାବେଳେ ତାଙ୍କୁ ବଳାତ୍କାର କରାଯାଇଥିବା…

କୋଇଲାରେ ୧୦୦% ଏଫ୍‌ଡିଆଇକୁ ବିରୋଧ;୨୪ରେ ୪ ଟ୍ରେଡ ୟୁନିୟନର ଧର୍ମଘଟ ଡାକରା

କୋଲକାତା,୭-୯: କେନ୍ଦ୍ର ସରକାର କୋଇଲ ଖଣି ସେକ୍ଟରରେ ୧୦୦ ପ୍ରତିଶତ ଫରେନ୍‌ ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ(ଏଫ୍‌ଡିଆଇ) ବା ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରାଯିବାକୁ ଘୋଷଣା କରିଛନ୍ତି। ଏହାକୁ ଦେଶର…

ଓରିଏଣ୍ଟାଲ ବ୍ୟାଙ୍କ ଦୁର୍ନୀତିରେ ସାମିଲ ଥିଲେ ନୀରବ ମୋଦି-ମେହୁଲ ଚୋକ୍‌ସି

ନୂଆଦିଲ୍ଲୀ,୭-୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ଋଣ ଦୁର୍ନୀତିରେ ସାମିଲ ଥିବା ହୀରା ବ୍ୟବସାୟୀ ନୀରବ ମୋଦି ଏବଂ ମେହୁଲ…

ଆର୍‌ବିଆଇ ନିର୍ଦ୍ଦେଶ ସତ୍ତ୍ୱେ ଶସ୍ତା ହେବ ନାହିଁ ଋଣ

ନୂଆଦିଲ୍ଲୀ,୭-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ରେପୋ ରେଟ ଭଳି ବାହ୍ୟ ବେଞ୍ଚ ମାର୍କ ରେଟ୍‌ ସହ ସମସ୍ତ ପ୍ରକାର ରିଟେଲ ଋଣକୁ ଯୋଡିବାକୁ ନିର୍ଦ୍ଦେଶ ଦିଆଯାଇଛି।…